Lumina
1Chronicles

Solomon Made King

1Chronicles 29·Oriya Bible

1ଏକତ୍ରୀତ ହୋଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, ପରମେଶ୍ବର ମାରେ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶ ଲୋମନ ଅଳ୍ପବଯସ୍କ ଅଟେ ଓ ଏହି କାର୍ୟ୍ଯ ନିମନ୍ତେ ଯେଉଁ ସମସ୍ତ ବିଷଯ ଆବଶ୍ଯକ, ସେ ତାହା ଜାଣେ ନାହିଁ ? କିନ୍ତୁ ଏହି କାର୍ୟ୍ଯ ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ଅଟେ।

2ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।

3ମୁଁ ମାରେପରମେଶ୍ବରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ଏକ ବିଶଷେ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମାରେ ପରମେଶ୍ବରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତ ରେ ଚା ହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି।

4ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦଇେଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରେ ୗପ୍ୟ ଦଇେଅଛି। ଏହି ରେ ୗପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଦିଷ୍ଟ।

5ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରିପାରନ୍ତି, ଏଥି ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ବର୍ତ୍ତମାନ, ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନେେ କେତଜେଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ ?

1Chronicles 29 illustration - 1Chronicles Chapter 29

6ପରିବାରର ନେତାଗଣ, ଇଶ୍ରାୟେଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସନୋପତିଗଣ, ସନୋଧ୍ଯକ୍ଷଗଣ ଓ ରାଜାଙ୍କର କାର୍ୟ୍ଯନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସମାନଙ୍କେର ବହୁମୂଲ୍ଯ ବସ୍ତୁସବୁ ଦଇେ ଦେଲେ।

7ସମାନେେ ଏହି ସମସ୍ତ ବସ୍ତୁ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଦେଲେ : ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ତାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

8ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ଯ ପ୍ରସ୍ତରମାନ ଥିଲା, ସମାନେେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ୟିହୀଯଲେ ସହେି ବହୁମୂଲ୍ଯ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ୟିହୀଯଲେ ଗେର୍ଶୋନ୍ ପରିବାରରୁ ଆସିଥିଲେ।

9ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।

10ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

1Chronicles 29 illustration - 1Chronicles Chapter 29

11ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।

12ଧନ ଓ ସମ୍ମାନ ତୁମ୍ଭଠାରୁ ଆ ସେ। ତୁମ୍ଭେ ସକଳ ବିଷଯକୁ ଶାସନ କର। ତୁମ୍ଭର ହସ୍ତ ରେ ପରାକ୍ରମ ଓ ଶକ୍ତି ଅଛି । ଆଉ ତୁମ୍ଭ ହସ୍ତ ରେ ଯେ କୌଣସି ବ୍ଯକ୍ତିକୁ ମହାନ୍ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।

13ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ତୁମ୍ଭର ଧନ୍ଯବାଦ କରୁଅଛୁ ଓ ତୁମ୍ଭ ଗୌରବୟୁକ୍ତ ନାମର ପ୍ରଶଂସା କରୁଅଛୁ।

14ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।

15ଆମ୍ଭମାନେେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କବଳେ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧିଅରେ ଭ୍ରମଣ କରୁଅଛୁ। ଏହି ପୃଥିବୀର ଆମ୍ଭମାନଙ୍କର ସମୟ କବଳେ ଅତିକ୍ରାନ୍ତ ଛାଯା ତୁଲ୍ଯ। ଆମ୍ଭମାନେେ ତାହାକୁ ବନ୍ଦ କରି ନ ପାରୁ।

1Chronicles 29 illustration - 1Chronicles Chapter 29

16ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ। ଆମ୍ଭମାନେେ ତୁମ୍ଭ ନାମକୁ ସମ୍ମାନ ଦବୋ ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁଁ। କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ଓ ସକଳ ବସ୍ତୁ ତୁମ୍ଭର ଅଟେ।

17ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

18ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ୍ ଓ ଇଶ୍ରାୟେଲଙ୍କର ପରମେଶ୍ବର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷଯ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାୟ୍ଯ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ବସ୍ତ ହବୋ ନିମନ୍ତେ ସମାନଙ୍କେୁ ସାହାୟ୍ଯ କର।

19ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।

20ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।

1Chronicles 29 illustration - 1Chronicles Chapter 29

21ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସମାନେେ ସଦାପ୍ରଭୁଙ୍କୁ ହାମବେଳି ଅର୍ପଣ କଲେ। ସମାନେେ 1,000 ବଳଦ, 1,000 ଅଣ୍ଡିରା ମଷେ, 1,000 ମଷେଶାବକ ଓ ପଯେ ନବୈେଦ୍ଯ ଉତ୍ସର୍ଗ କଲେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ଅନକେ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କଲେ।

22ସହେିଦିନ ଲୋକମାନେ ସଦାପ୍ରଭୁଙ୍କ ସହିତ ଏକତ୍ର ଭୋଜନ ଓ ପାନ କରି ଅତି ଆନନ୍ଦିତ ହେଲେ।

23ଏହାପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନ ରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ଯନ୍ତ ସଫଳ ହେଲେ। ଇଶ୍ରାୟେଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ଯ ହେଲେ।

24ସମସ୍ତ ନେତାଗଣ, ସୈନ୍ଯଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ବୀକାର କଲେ ଓ ତାଙ୍କର ବାଧ୍ଯ ହେଲେ।

25ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ୍ କଲେ। ଇଶ୍ରାୟେଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ୍ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇଶ୍ରାୟେଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।

1Chronicles 29 illustration - 1Chronicles Chapter 29

26ୟିଶୀଙ୍କ ପୁତ୍ର ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ଚାଳିଶ ବର୍ଷ ବ୍ଯାପି ରାଜା ଥିଲେ। ଦାଉଦ ହିବ୍ରୋଣ ନଗର ରେ ସାତବର୍ଷ ପର୍ୟ୍ଯନ୍ତ ରାଜା ଥିଲେ।

27ଏହାପରେ ଦାଉଦ ୟିରୁଶାଲମ ନଗର ରେ ତତେିଶ ବର୍ଷ ପର୍ୟ୍ଯନ୍ତ ରାଜା ଥିଲେ।

28ଦାଉଦ ବୃଦ୍ଧ ହବୋରୁ ମୃତ୍ଯୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନୟାପନ କରିଥିଲେ। ଦାଉଦ ଅନକେ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହାଇେଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶ ଲୋମନ ରାଜା ହେଲେ।

29ରାଜା ଦାଉଦଙ୍କର କୃତ ସମସ୍ତ ବିଷଯ, ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଶାମୁଯଲେ ଭବିଷ୍ଯତବକ୍ତା, ନାଥନ ଭବିଷ୍ଯତବକ୍ତା ଓ ଗାଦ୍ ଭବିଷ୍ଯତବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲଖାୟୋଇଅଛି।

30ଦାଉଦ ଇଶ୍ରାୟେଲର ରାଜା ରୂପେ ଯେଉଁ ସମସ୍ତ ବିଷଯ କରିଥିଲେ, ସହେି ଲଖାଗେୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସହେି ଲଖାଗେୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷଯ ବର୍ଣ୍ଣନା କରେ। ଆଉ ସଗେୁଡ଼ିକ ଇଶ୍ରାୟେଲ ଓ ତାହାର ଚତୁର୍ଦ୍ଦିଗ ରେ ଥିବା ରାଜ୍ଯଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷଯ ବର୍ଣ୍ଣନା କରେ।

Chapter Complete

You have read 1Chronicles 29

30 verses