Lumina
1Kings

The Kingdom Divided

1Kings 12·Oriya Bible

1ଏଥିମଧିଅରେ ନବାଟର ପୁତ୍ର ୟାରବିଯାମ ଯେ କି ଶ ଲୋମନଙ୍କ ଛାମୁରୁ ପଳାଇ ୟାଇଥିଲେ ଓ ମିଶର ରେ ଏୟାଏ ଥିଲେ,

2ସେ ଶ ଲୋମନର ମୃତ୍ଯୁ ସମ୍ବାଦ ପାଇଲେ ଓ ନିଜ ନଗର ଇଫ୍ରଯିମ ପର୍ବତସ୍ଥ ସି ରଦୋକୁ ପ୍ରତ୍ଯାବର୍ତ୍ତନ କଲେ।

3ଇଶ୍ରାୟେଲର ସମସ୍ତ ଲୋକ ଶିଖିମକୁ ଗଲେ ଓ ରିହବିଯାମକୁ ସମାନଙ୍କେର ରାଜା କଲେ। ରିହବିଯାମ ମଧ୍ଯ ରାଜା ହବୋକୁ ଶିଖିମ ଗଲେ। ଲୋକମାନେ ତାଙ୍କୁ କହିଲେ,

4ତୁମ୍ଭର ପିତା ଆମ୍ଭମାନଙ୍କୁ କଠିନ କାର୍ୟ୍ଯ କରାଇଲେ। କାର୍ୟ୍ଯରୁ ଗୁରୁଭାର ଓ ଭାରୀ ୟୁଆଳି ଆମ୍ଭ ଉପରେ ଦଇେଥିଲେ, ତାହା ତୁମ୍ଭେ ହାଲୁକା କର। ତାହା ହେଲ ଆମ୍ଭେ ତୁମ୍ଭର ସବୋ କରିବୁ।

5ରିହବିଯାମ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏବେ ୟାଅ, ତିନିଦିନ ପରେ ମାେ ନିକଟକୁ ଆସ, ମୁଁ କହିବି। ତେଣୁ ଲୋକମାନେ ଗ୍ଭଲିଗଲେ।

1Kings 12 illustration - 1Kings Chapter 12

6ଶ ଲୋମନଙ୍କ ଜୀବନ କାଳ ରେ ଯେଉଁ ପ୍ରାଚୀନମାନେ ତାଙ୍କୁ ମନ୍ତ୍ରଣା ଦେଉଥିଲେ, ରିହବିଯାମ ସହେି ପ୍ରାଚୀନମାନଙ୍କୁ ପରାମର୍ଶ ଦବୋକୁ କହିଲେ, ସହେି ଲୋକମାନଙ୍କୁ କି ଉତ୍ତର ଦବେି ମାେତେ ମନ୍ତ୍ରଣା ଦିଅ।

7ପ୍ରାଚୀନମାନେ ତାଙ୍କୁ କହିଲେ, ତୁମ୍ଭେ ଯଦି ଆଜି ଲୋକମାନଙ୍କର ଇଚ୍ଛା ପୂରଣ କର ଏବଂ ସମାନଙ୍କେୁ ଗୋଟିଏ ସଂକ୍ଷପେପୂର୍ଣ ଉତ୍ତର ଦିଅ। ତବେେ ସମାନେେ ସର୍ବଦା ତୁମ୍ଭର ଦାସ ହାଇେ ରହିବେ।

8କିନ୍ତୁ ରିହବିଯାମ ସହେି ପ୍ରାଚୀନମାନଙ୍କ ମନ୍ତ୍ରଣା ଗ୍ରହଣ କଲେ ନାହିଁ। ଅପରନ୍ତୁ ୟୁବକମାନଙ୍କ ସହିତ ମନ୍ତ୍ରଣା କଲେ ଯେଉଁମାନେ ତାଙ୍କ ସହିତ ବଢିଥିଲେ ଓ ତାଙ୍କର ସାଂଗ ଓ ଉପଦେଷ୍ଟା ଥିଲେ। ସେ ସମାନଙ୍କେର ମନ୍ତ୍ରଣା ଗ୍ରହଣ କଲେ।

9ରିହବିଯାମ ସମାନଙ୍କେୁ କହିଲେ, ସହେି ଲୋକମାନେ ମାେତେ କହିଲେ, 'ତୁମ୍ଭର ପିତା ଆମ୍ଭମାନଙ୍କ ଉପରେ ଯେଉଁ ୟୁଆଳି ରଖିଛନ୍ତି,' ଦୟାକରି ତାହା ହାଲୁକା କର। ସମାନଙ୍କେୁ ଉତ୍ତର ଦବୋକୁ ତୁମ୍ଭମାନେେ ଆମ୍ଭକୁ କି ମନ୍ତ୍ରଣା ଦେଉଛ?

10ରାଜାଙ୍କୁ ସହେି ୟୁବ ବନ୍ଧୁମାନେ କହିଲେ, ସହେି ଲୋକମାନେ ତୁମ୍ଭକୁ ଆସି କହିଲେ, 'ତୁମ୍ଭର ପିତା ଆମ୍ଭମାନଙ୍କ ୟୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର।' ତୁମ୍ଭେ ସମାନଙ୍କେୁ କୁହ, ' ମାରେ କନିଷ୍ଠ ଅଙ୍ଗୁଳି ମାରେ ପିତାଙ୍କ କଟିଠାରୁ ମାଟେ।

1Kings 12 illustration - 1Kings Chapter 12

11ମାରେ ପିତା ତୁମ୍ଭମାନଙ୍କ ଉପରେ ଯେଉଁ ଭରୀ ୟୁଆଳି ରଖିଥିଲେ, ମୁଁ ତାହାକୁ ଆହୁରି ଭାରୀ କରିବି। ମାରେ ପିତା କୋରଡା ରେ ତୁମ୍ଭମାନଙ୍କୁ ଶାସ୍ତି ଦେଉଥିଲେ ମାତ୍ର ମୁଁ ବିଛା କାମୁଡିଲା ୟନ୍ତ୍ରଣା ପରି ତୁମ୍ଭକୁ ତିକ୍ଷ୍ଣ କୋରଡା ବ୍ଯବହାର କରିବି, ଯାହାଦ୍ବାରା ତୁମ୍ଭମାନଙ୍କ ଶରୀର କ୍ଷତବିକ୍ଷତ ହବେ।'

12ରିହବିଯାମଙ୍କ କହିବାନୁସା ରେ, ତିନିଦିନ ପରେ ୟାରବିଯାମ ଓ ଇଶ୍ରାୟେଲର ସମସ୍ତ ଲୋକ ତାଙ୍କ ନିକଟରେ ପହନ୍ଚିଲେ।

13ସେତବେେଳେ ପ୍ରାଚୀନମାନଙ୍କ ଉପଦେଶକୁ ଉପେକ୍ଷା କରି ରାଜା ସମାନଙ୍କେୁ କଟୁ ଭାଷା ପ୍ରଯୋଗ କଲେ।

14ପୁଣି ୟୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସା ରେ ସେ ଲୋକମାନଙ୍କୁ କହିଲେ, ମାରେ ପିତା ଯେତିକି କାର୍ୟ୍ଯ ଦେଉଥିଲେ ମୁଁ ତା' ଅପେକ୍ଷା ଆହୁରି ଅଧିକ କାର୍ୟ୍ଯ ଦବେି। ସେ ତୁମ୍ଭମାନଙ୍କୁ କୋରଡା ରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତିକ୍ଷ୍ଣ କୋରଡା ରେ ଶାସ୍ତି ଦବେି, ଯାହାର ଆଘାତ ବିଛା କାମୁଡିଲା ପରି ୟନ୍ତ୍ରଣା ଦାୟକ ଏବଂ ତୁମ୍ଭମାନେେ ଆଘାତ ରେ କ୍ଷତାକ୍ତ ହବେ।

15ରାଜା ଲୋକମାନଙ୍କ ଅନୁରୋଧ ପୁରଣ କରିବାକୁ ମନା କରି ଦେଲେ। ସଦାପ୍ରଭୁ ଏହିସବୁ ଘଟାଇବାର କାରଣ ହେଲ, ସେ ଚାହିଁଲେ ତାଙ୍କର ପ୍ରତିଜ୍ଞା ପୂରଣ କରିବା ପାଇଁ। ନବାଟର ପୁତ୍ର ୟାରବିଯାମ୍ ଯାହା ଅହିଯ ଶୀଲୋନୀଯଙ୍କ ଦ୍ବାରା କୁହା ହାଇେଥିଲା।

1Kings 12 illustration - 1Kings Chapter 12

16ସେତବେେଳେ ସମଗ୍ର ଇଶ୍ରାୟେଲ ଦେଖିଲେ ଯେ ନୂଆରାଜା ସମାନଙ୍କେ କଥା ଶୁଣିଲେ ନାହିଁ। ତେଣୁ ସମାନେେ ରାଜାଙ୍କୁ ଉତ୍ତର କରି କହିଲେ, ଆମ୍ଭମାନେେ କ'ଣ ଦାଉଦ ସାମ୍ରାଜ୍ଯର ଏକ ଅଂଶ? ଆମ୍ଭେ ୟିଶୀର କିଛି ଭୂମି ପାଉ କି? ନା, ତେଣୁ ଇଶ୍ରାୟେଲ ଲୋକମାନେ ନିଜ ନିଜ ଘରକୁ ଫରେି ୟାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଘରକୁ ଫରେି ଗଲେ।

17ତଥାପି ଇଶ୍ରାୟେଲ ଯେଉଁ ଲୋକମାନେ ଯିହୁଦାର ନଗରମାନଙ୍କ ରେ ବାସ କରୁଥିଲେ ରିହବିଯାମ ସମାନଙ୍କେ ଉପରେ ଶାସନ କଲେ।

18ଏହାପରେ ରିହବିଯାମ ରାଜା ବେଠିକର୍ମାଧ୍ଯକ୍ଷ ଅଦୋରାମକୁ ଲୋକମାନଙ୍କ ନିକଟକୁ ପଠାଇଲେ। ମାତ୍ର ସମସ୍ତ ଇଶ୍ରାୟେଲ ତାଙ୍କୁ ପ୍ରସ୍ତରାଘାତ କରି ମାରି ଦେଲେ। ତା'ପରେ ରିହବିଯାମ ଶୀଘ୍ର ନିଜ ରଥରେ ଆରୋହଣ କରି ୟିରୁଶାଲମକୁ ପଳାଯନ କଲେ।

19ତେଣୁ ଇଶ୍ରାୟେଲର ଲୋକମାନେ ଦାଉଦ ବଂଶ ବିପକ୍ଷ ରେ ବିଦ୍ରୋହ କଲେ ଓ ଏବେ ମଧ୍ଯ ସମାନେେ ଦାଉଦ ବଂଶର ବିଦ୍ରୋହୀ ହାଇେ ରହିଛନ୍ତି।

20ଇଶ୍ରାୟେଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ୟାରବିଯାମ ଫରେି ଆସିଛନ୍ତି। ସମାନେେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାଯ ଇଶ୍ରାୟେଲ ଉପରେ ତାହାଙ୍କୁ ରାଜା କଲେ। କବଳେ ଯିହୁଦା ପରିବାରବର୍ଗ ଗୋଟିଏ ପରିବାର ଦାଉଦ ପରିବାରର ଅନୁଗାମୀ ହେଲ।

1Kings 12 illustration - 1Kings Chapter 12

21ରିହବିଯାମ ୟିରୁଶାଲମ ରେ ପହନ୍ଚିଲେ ଓ ୟିହୁଦୀଯ ବିନ୍ଯାମୀନ ବଂଶକୁ ଏକତ୍ରୀତ କଲେ। ସେ 1,80,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିଯାମଙ୍କ ଅଧୀନକୁ ରାଜ୍ଯ ଫରୋଇ ଆଣିବା ନିମନ୍ତେ ଇଶ୍ରାୟେଲ ବଂଶ ସହିତ ୟୁଦ୍ଧ ହେଲା।

22ସଦାପ୍ରଭୁ ପରମେଶ୍ବରଙ୍କ ଲୋକ ଶମଯିଯକୁ ଏହା କହିଲେ।

23ଯିହୁଦାର ରାଜା ଶଲୋମନର ପୁତ୍ର ରିହବିଯାମକୁ ପୁଣି ଯିହୁଦାର ଓ ବିନ୍ଯାମୀନର ସମସ୍ତ ଲୋକମାନଙ୍କୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଏହା କୁହ।

24ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭେ ନିଶ୍ଚଯ ତୁମ୍ଭମାନଙ୍କ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ବିପକ୍ଷ ରେ ୟୁଦ୍ଧ କରିବ ନାହିଁ। ତୁମ୍ଭମାନେେ ସମସ୍ତେ ନିଜ ନିଜ ଗୃହକୁ ଫରେିୟାଅ। କାରଣ ଏହିକାର୍ୟ୍ଯ ମାେ ଦ୍ବାରା ହାଇେଅଛି।' ତେଣୁ ରିହବିଯାମଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫରେିଗଲେ।

25ଏହି ସମୟରେ ୟାରବିଯାମ ଇଫ୍ରଯିମର ପର୍ବତମଯ ଦେଶ ଶିଖିମକୁ ଦୃଢ କରି ସଠାେରେ ବାସ କଲେ। ପରେ ସେ ପିନୂଯଲେ ନଗରକୁ ୟାଇ ଏହାକୁ ସୁଦୃଢ କଲେ।

1Kings 12 illustration - 1Kings Chapter 12

26ୟାରବିଯାମ ନିଜକୁ ନିଜେ ଚିନ୍ତା କଲେ, ଯଦି ଲୋକମାନେ ୟିରୁଶାଲମକୁ ସଦାପ୍ରଭୁଙ୍କ ମନ୍ଦିର ରେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ବଳିଦାନ କରିବାକୁ ୟାଆନ୍ତି, ତବେେ ସମାନେେ ପୁନର୍ବାର ଦାଉଦ ପରିବାର ଦ୍ବାରା ଶାସିତ ହବୋକୁ ଗ୍ଭହାନ୍ତି।

27ସମାନେେ ଯିହୁଦାର ରାଜା ରିହବିଯାମଙ୍କ ଅନୁଗାମୀ ହବେେ ଓ ମାେତେ ବଧ କରିବେ।

28ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସମାନେେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, ତୁମ୍ଭର ୟିରୁଶାଲମକୁ ଉପାସନା କରିବା ପାଇଁ ୟିବା ଦରକାର ନାହିଁ। ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭ ଦବେତାମାନଙ୍କୁ ଦେଖ, ସମାନେେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।

29ରାଜା ୟାରବିଯାମ ଗୋଟିକୁ ବୈଥଲେ ରେ ଓ ଅନ୍ୟଟିକୁ ଦାନ ରେ ସ୍ଥାପନ କଲେ।

30ଏହା ଏକ ଭୟଙ୍କର ପାପ, କାରଣ ଇଶ୍ରାୟେଲର ଲୋକମାନେ ବୈଥଲେ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।

1Kings 12 illustration - 1Kings Chapter 12

31ଏହାପରେ ୟାରବିଯାମ ଉଚ୍ଚସ୍ଥଳୀ ରେ ସଦାପ୍ରଭୁଙ୍କ ଗୃହମାନ ନିର୍ମାଣ କଲେ। ସେ ଲବେୀକୁ ଛାଡି ଇଶ୍ରାୟେଲର ସମସ୍ତ ଗୋଷ୍ଠୀରୁ ଯାଜକ ମନୋନୀତ କଲେ।

32ରାଜା ୟାରବିଯାମ, ଯିହୁଦା ରେ ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖ ରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥଲେ ସ୍ଥିତ ହାମବଦେେି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥଲଠାେ ରେ ଗୋବତ୍ସର ସମ୍ମାନାର୍ଥେ ନବୈେଦ୍ଯ ଉତ୍ସର୍ଗ କଲେ ଏବଂ ସେ ମଧ୍ଯ ଉଚ୍ଚସ୍ଥଳୀ ରେ ସବୋ କରିବା ପାଇଁ ଯାଜକମାନଙ୍କୁ ବାଛିଲେ।

33ତେଣୁ ରାଜା ୟାରବିଯାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନ ରେ ବୈଥଲେସ୍ଥିତ ସ୍ବନିର୍ମିତ ୟଜ୍ଞବଦେୀକି ଗଲେ। ଆଉ ମଧ୍ଯ ସେ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥଲରେ ୟଜ୍ଞବଦେୀକି ଗଲେ।

Chapter Complete

You have read 1Kings 12

33 verses