Lumina
1Kings

Elijah on Mount Carmel

1Kings 18·Oriya Bible

1ଅନାବୃଷ୍ଟିର ତୃତୀୟ ବର୍ଷ ରେ ସଦାପ୍ରଭୁ ଏଲିଯଙ୍କୁ କହିଲେ, ତୁମ୍ଭେ ୟାଇ ରାଜା ଆହାବ୍ଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।

2ତେଣୁ ଏଲିଯ ରାଜା ଆହାବଙ୍କୁ ଭଟେିବାକୁ ଗଲେ।

3ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।

4ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।

5ଆହାବ୍ ଓବଦିଯକୁ କହିଲେ, ମାେ ସହିତ ଆସ, ଆସ ୟିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ବଗୁଡିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତବେେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡିବ ନାହିଁ।

1Kings 18 illustration - 1Kings Chapter 18

6ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ଲୋକ ଦେଶ ମଧିଅରେ ଗୋଟିଏ ଗୋଟିଏ ପ୍ରାନ୍ତକୁ ଜଳର ଅନ୍ବଷେଣ କରିବାକୁ ଗଲେ। ଆହାବ୍ ଗୋଟିଏ ଦିଗ ରେ ଓ ଓବଦିଯ ଅନ୍ୟ ଦିଗ ରେ ଗଲେ।

7ଓବଦିଯ ପଥ ମଧିଅରେ ଯାଉ ଯାଉ ଏଲିଯଙ୍କୁ ଭଟେିଲେ। ସେ ସଙ୍ଗେ ସଙ୍ଗେ ଏଲିଯଙ୍କୁ ଚିହ୍ନିଲେ ଓ ମୁଣ୍ତ ନିଆଁଇ ପ୍ରଣାମ କରି କହିଲେ, ତୁମ୍ଭେ କ'ଣ ମାରେ ମହାଶୟ ଏଲିଯ?

8ଏଲିଯ ତହୁଁ ଉତ୍ତର କଲେ, ହଁ, ମୁଁ ଏଲିଯ, ୟାଅ ତୁମ୍ଭ ମୁନିବଙ୍କୁ ଜଣାଅ ମୁଁ ଏଠା ରେ ଅଛି।

9ତା'ପରେ ଓବଦିଯ କହିଲେ, ଯଦି ମୁଁ ଆହାବ୍ଙ୍କୁ ତୁମ୍ଭର ଉପସ୍ଥିତି କ ହେ, ତବେେ ସେ ମାେତେ ବଧ କରିବେ। ମୁଁ ତ ତୁମ୍ଭ ନିକଟରେ କିଛି ଅପରାଧ କରି ନାହିଁ, ତବେେ ତୁମ୍ଭେ ମାେତେ କାହିଁକି ମରାଇବାକୁ ଇଚ୍ଛା କରୁଛ?

10ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଅଛନ୍ତି। ମୁଁ ପରମେଶ୍ବରଙ୍କ ନାମ ରେ ପ୍ରତିଜ୍ଞା କରି କହୁଛି, ଦେଶ ମଧିଅରେ ଏପରି କୌଣସି ଗୋଷ୍ଠୀ ବା ରାଜ୍ଯ ନାହିଁ ଯେଉଁସ୍ଥାନକୁ ମାରେ ପ୍ରଭୁ ତୁମ୍ଭକୁ ଅନ୍ବଷେଣ କରିବାକୁ ପଠାଇ ନାହାଁନ୍ତି। ତୁମ୍ଭକୁ ଖାଜେିବାକୁ ରାଜା ପ୍ରେତ୍ୟକକ ଦେଶକୁ ଲୋକ ପଠାଇ ଅଛନ୍ତି। ସହେି ଦେଶର ଶାସକମାନଙ୍କୁ ଶପଥ କରିବା ପାଇଁ ବାଧ୍ଯ କରିଛନ୍ତି ଯେ, ସମାନେେ ତୁମ୍ଭକୁ ସମାନଙ୍କେ ଦେଶ ରେ ପାଇ ନାହାନ୍ତି।

1Kings 18 illustration - 1Kings Chapter 18

11ଏବେ ତୁମ୍ଭେ କହୁଛ, ୟାଅ ଓ ତୁମ୍ଭ ପ୍ରଭୁଙ୍କୁ କୁହ ଏଲିଯ ଏଠା ରେ ଅଛନ୍ତି।

12ଯଦି ମୁଁ ୟାଇ ତୁମ୍ଭ ବିଷଯ ରେ ରାଜା ଆହାବ୍ଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭରୁ ମାରେ ଅଜଣା ସ୍ଥାନକୁ ନଇେଯିବେ। ଯେତବେେଳେ ଆହାବ୍ ତୁମ୍ଭକୁ ନ ପାଇବେ ସେ ମାେତେ ହତ୍ଯା କରିବେ। ମାତ୍ର ମୁଁ ବାଲ୍ଯ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହାଇେ ଆସୁଛି।

13ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷବଲେ ଯେତବେେଳେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସମାନଙ୍କେ ମଧ୍ଯରୁ ଏକଶତ ଭବିଷ୍ଯଦ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଦୁଇଟି ଗହ୍ବର ରେ ଲୁଗ୍ଭଇ ରଖିଥିଲି ଓ ସମାନଙ୍କେୁ ଅନ୍ନ ଜଳ ଦଇେ ଭରଣ ପୋଷଣ କରିଥିଲି।

14ଏବେ ତୁମ୍ଭେ କହୁଛ, ୟାଅ ତୁମ୍ଭ ମୁନିବଙ୍କୁ କୁହ ଏଲିଯ ଏଠା ରେ ଅଛି। ତହିଁରେ ସେ ମାେତେ ବଧ କରିବେ।

15ଏଲିଯ ଉତ୍ତର କଲେ, ସର୍ବଶକ୍ତିମଯ ସଦାପ୍ରଭୁଙ୍କ ଜୀବିତ ଥିବା ପର୍ୟ୍ଯନ୍ତ ମୁଁ ପ୍ରତିଜ୍ଞା କରୁଛି, ମୁଁ ନିଶ୍ଚଯ ରାଜାଙ୍କୁ ଆଜି ଦଖାେ କରିବି।

1Kings 18 illustration - 1Kings Chapter 18

16ତେଣୁ ଓବଦିଯ ରାଜା ଆହାବ୍ଙ୍କୁ ଏଲିଯଙ୍କ ଉପସ୍ଥିତି ଜଣାଇଲେ। ରାଜା ଏଲିଯଙ୍କୁ ସାକ୍ଷାତ କରିବାକୁ ଗଲେ।

17ଆହାବ୍ ଏଲିଯଙ୍କୁ ପଚାରିଲେ, ତୁମ୍ଭେ କ'ଣ ସହେି, ଯେ ଇଶ୍ରାୟେଲର ଦୁଃଖର କାରଣ?

18ଏଲିଯ କହିଲେ, ନା, ମୁଁ ଇଶ୍ରାୟେଲର ଅସୁବିଧା କରି ନାହିଁ। ତୁମ୍ଭେ ଓ ତୁମ୍ଭର ପିତୃବଂଶ ଏହି ଅସୁବିଧାର କାରଣ। ଏବଂ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞା ମାନିବା ବନ୍ଦ କରି ଭଣ୍ତ ଦବେତା ବାଲ୍ର ପୂଜା କରିବା ଆରମ୍ଭ କଲ।

19ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇଶ୍ରାୟେଲକୁ କର୍ମିଲ ପର୍ବତ ରେ ଦଖାେ କରିବାକୁ କୁହ। ବାଲ୍ ଦବେତାର 450 ଭବିଷ୍ଯଦ୍ବକ୍ତା ଓ ଅଶରୋ ବଦେୀର 400 ଭବିଷ୍ଯଦ୍ବକ୍ତାଙ୍କୁ ସହେି ପର୍ବତ ରେ ଦଖାେ କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷବଲରେ ମଜେ ରେ ଭୋଜନ କରନ୍ତି ଏବଂ ସମାନଙ୍କେୁ ପର୍ବତକୁ ଆଣ।

20ତେଣୁ ଆହାବ୍ ସମସ୍ତ ଇଶ୍ରାୟେଲୀୟଙ୍କୁ ଓ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତକୁ ଡକାଇଲେ।

1Kings 18 illustration - 1Kings Chapter 18

21ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।

22ତେଣୁ ଏଲିଯ କହିଲେ, ମୁଁ ଏଠା ରେ ସଦାପ୍ରଭୁଙ୍କର ଏକମାତ୍ର ଭବିଷ୍ଯଦ୍ବକ୍ତା ଅଛି, ମାତ୍ର ବାଲ୍ର 450 ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି।

23ଦୁଇଟି ବୃଷଭ ଆଣ। ବାଲ ଭବିଷ୍ଯଦ୍ବକ୍ତା ସେଥି ମଧ୍ଯରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସମାନେେ ସେଥି ରେ ଅଗ୍ନି ସଂୟୋଗ କରିବା ଉଚିତ୍ ନୁହେଁ। ମାେତେ ମଧ୍ଯ ଗୋଟିଏ ବୃଷଭ ଦିଆଯାଉ। ଠିକ୍ ସହେିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି। ଏବଂ ମୁଁ ତାକୁ ଅଗ୍ନି ଲଗାଇବି।

24ତୁମ୍ଭେ ବାଲ୍ ଭବିଷ୍ଯଦ୍ବକ୍ତାଗଣ ତୁମ୍ଭ ଦବେତାକୁ ତୁମ୍ଭର ପ୍ରାର୍ଥନା କରିବ ଓ ମୁଁ ମାରେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି। ତହିଁରେ ଯେଉଁ ପରମେଶ୍ବର ଅଗ୍ନିଦ୍ବାରା ଉତ୍ତର ଦବେେ ସହେି ପ୍ରକୃତ ପରମେଶ୍ବର। ତା'ପରେ ସମସ୍ତ ଲୋକମାନେ ତାଙ୍କ ସହିତ ଏକମତ ହେଲେ ଏବଂ କହିଲେ, ଯାହା ତୁମ୍ଭେ କୁହ ଉତ୍ତମ ଅଟେ।

25ଏଲିଯ ବାଲ୍ ଭବିଷ୍ଯଦ୍ବକ୍ତାଙ୍କୁ କହିଲେ, ତୁମ୍ଭମାନେେ ତ ଏଠା ରେ ଅନକେ ଅଛ। ପ୍ରଥମେ ତୁମ୍ଭମାନେେ ଗୋଟିଏ ବୃଷଭ ପସନ୍ଦ କର। ବୃଷଭଟିକୁ ପ୍ରସ୍ତୁତ କର ଏବଂ ତୁମ୍ଭମାନଙ୍କର ଦବେତାକୁ ପ୍ରାର୍ଥନା କର। ମାତ୍ର ଅଗ୍ନି ସଂୟୋଗ କର ନାହିଁ।

1Kings 18 illustration - 1Kings Chapter 18

26ତେଣୁ ସମାନେେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସମାନେେ ପ୍ରାତଃକାଳରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ବାଲ ନାମ ରେ ପ୍ରାର୍ଥନା କରି କହିଲେ, ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ। ମାତ୍ର କୌଣସି ଶଦ୍ଦ ହେଲାନାହିଁ କି କହେି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେ ନିର୍ମିତ ୟଜ୍ଞବଦେୀର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।

27ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।

28ତେଣୁ ସମାନେେ ଉଚ୍ଚସ୍ବର ରେ ପ୍ରାର୍ଥନା କଲେ। ସମାନେେ ଖଣ୍ତା ଓ ବର୍ଚ୍ଛା ରେ ନିଜକୁ କ୍ଷତ ବିକ୍ଷତ କଲେ। ଏହିପରି ସମାନେେ ପୂଜା କରୁଥିଲେ। ସମାନଙ୍କେ ଶରୀରରୁ ଧାର ଧାର ରକ୍ତ ବହିଲା।

29ଅପରାହ୍ନ ଅତିକ୍ରାନ୍ତ ହେଲା, ମାତ୍ର ଅଗ୍ନି ସୃଷ୍ଟି ହେଲା ନାହିଁ। ସମାନେେ ସନ୍ଧ୍ଯାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ୟ୍ଯନ୍ତ ପ୍ରକାପ କରି ଚାଲିଲେ। କିନ୍ତୁ କୌଣସି ଶଦ୍ଦ ହେଲା ନାହିଁ, ବାଲ୍ କିଛି ଉତ୍ତର କଲେ ନାହିଁ କିମ୍ବା କହେି ମନୋୟୋଗ କଲେ ନାହିଁ।

30ତା'ପରେ ଏଲିଯ ଲୋକମାନଙ୍କୁ ଡାକି କହିଲେ, ବର୍ତ୍ତମାନ ତୁମ୍ଭମାନେେ ମାେ ନିକଟକୁ ଆସ। ତେଣୁ ସମାନେେ ଏଲିଯର ଗ୍ଭରି ପାଖ ରେ ଏକତ୍ରୀତ ହେଲେ। ସଦାପ୍ରଭୁଙ୍କ ଭାଙ୍ଗି ୟାଇଥିବା ୟଜ୍ଞବଦେୀକୁ ଏଲିଯ ପୁନନିର୍ମାଣ କଲେ।

1Kings 18 illustration - 1Kings Chapter 18

31ଏଲିଯ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉର୍ଦ୍ଦିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ।

32ଆଉ ସହେି ପଥର ରେ ସେ ସଦାପ୍ରଭୁଙ୍କ ନାମ ରେ ଏକ ୟଜ୍ଞବଦେୀ ପୁନଃନିର୍ମାଣ କରି ସହେି ୟଜ୍ଞବଦେୀର ଚତୁଃପାଶର୍‌ବ ରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।

33ତା'ପରେ ସେ ୟଜ୍ଞବଦେୀ କାଠ ସଜାଇ ସହେି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ।

34ତା'ପରେ ଏଲିଯ କହିଲେ, ଗ୍ଭରିଟି କଳସ ଜଳ ରେ ପୂର୍ଣ୍ଣ କରି ସହେି ହାମାେର୍ଥକ ବଳିର ମାଂସ ଓ କାଠ ଉପରେ ଢାଳ। ପୁଣି ଏଲିଯ କହିଲେ, ଦ୍ବିତୀୟ ଥର ପାଇଁ ତାହା କର। ତା'ପରେ ପୁଣି କହିଲେ, ତୃତୀୟ ଥର ପାଇଁ ତାହା କର। ସମାନେେ ପ୍ରତିଥର ତାହାହିଁ କଲେ।

35ତଦ୍ଦ୍ବାରା ୟଜ୍ଞବଦେୀରୁ ଜଳ ବହି ଖାଇଟିକୁ ପୂର୍ଣ୍ଣ କଲା।

1Kings 18 illustration - 1Kings Chapter 18

36ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।

37ହେ ସଦାପ୍ରଭୁ, ମାେ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦଖାଇେ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ବର, ତାହା ହେଲେ ସମାନେେ ସର୍ବାନ୍ତଃକରଣ ରେ ଜାଣିବେ ଯେ ତୁମ୍ଭେ ସମାନଙ୍କେୁ ତୁମ୍ଭ ନିକଟକୁ ଫରୋଇ ଆଣିଛ।

38ସେତବେେଳେ ସଦାପ୍ରଭୁଙ୍କ ପ୍ ରରେିତ ଅଗ୍ନି ପ୍ରଜ୍ଜଳିତ ହେଲା ଓ ସହେି ଅଗ୍ନି ହାମାେର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ୟଜ୍ଞବଦେୀର ଗ୍ଭରିପାଖ ରେ ଥିବା ଖାଇର ଜଳକୁ ଶୁଷ୍କ କରି ଦଲୋ।

39ଏହା ଦେଖି ସମଗ୍ର ଲୋକ ଭୂମିରେ ମୁଣ୍ତ ନୁଆଁଇ କହିଲେ, ସଦାପ୍ରଭୁ ହିଁ ପରମେଶ୍ବର, ସଦାପ୍ରଭୁ ହିଁ ପରମେଶ୍ବର।

40ତା'ପରେ ଏଲିଯ ସମାନଙ୍କେୁ କହିଲେ, ବାଲ୍ର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧର, କାହାରିକୁ ଛାଡ ନାହିଁ। ତେଣୁ ଲୋକମାନେ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଧରିଲେ। ତତ୍ପରେ ଏଲିଯ ସମାନଙ୍କେୁ କୀଶୋନ ନଦୀ ନିକଟକୁ ନଇେ ସଠାେରେ ହତ୍ଯା କଲେ।

1Kings 18 illustration - 1Kings Chapter 18

41ତତ୍ପରେ ଏଲିଯ ରାଜା ଆହାବ୍ଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ୟାଇ ପାନ, ଭୋଜନ କର। କାରଣ ପ୍ରବଳ ବର୍ଷା ଆସୁଅଛି।

42ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।

43ତା'ପରେ ଏଲିଯ ତାଙ୍କର ସବେକକୁ କହିଲେ, ସମୁଦ୍ର ଆଡକୁ ଅନାଅ।

44ସପ୍ତମ ଥର ରେ ସବେକ ଫରେିଆସି କହିଲା, ମୁଁ ମନୁଷ୍ଯର ହାତମୁଠା ସଦୃଶ ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠିବାପରି ଦେଖୁଛି।

45ଅଳ୍ପକ୍ଷଣ ପରେ ଆକାଶ କଳା ମେଘ ରେ ଆବୃତ ହାଇେ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହାଇଗେଲା। ଆହାବ୍ ତାଙ୍କର ରଥରେ ବସି ୟିଷ୍ରିଯଲକେୁ ଗଲେ।

1Kings 18 illustration - 1Kings Chapter 18

46ସଦାପ୍ରଭୁଙ୍କ ଶକ୍ତି ଏଲିଯଙ୍କ ଉପରେ ପଡିଲା। ସେ ନିଜର କଟି ବସ୍ତ୍ରକୁ ଶକ୍ତ ଭାବରେ ବାନ୍ଧି ୟିଷ୍ରିଯଲରେ ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ ଆହାବ୍ଙ୍କ ଆଗେ ଆଗେ ଦୌଡିଗଲେ।

Chapter Complete

You have read 1Kings 18

46 verses