Lumina
1Samuel

Saul Anointed King

1Samuel 10·Oriya Bible

1ଶାମକ୍ସ୍ଟଯଲେ ଏକ ସ୍ବତନ୍ତ୍ର ତୈଳପାତ୍ର ନଇେ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚକ୍ସ୍ଟମ୍ବନ କରି କହିଲେ, ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହବୋପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସମାନଙ୍କେର ଚତକ୍ସ୍ଟର୍ଦ୍ଦିଗର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହବୋପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ଯତା ପ୍ରତିପାଦନ କରିବ।

2ଆଜି ତୁମ୍ଭେ ମାେତେ ଏଠି ଛାଡି ଗଲାପରେ ବିନ୍ଯାମୀନ ସୀମାର ସେଲଠା ରେ ରାହେଲ କବର ନିକଟରେ ଦକ୍ସ୍ଟଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦକ୍ସ୍ଟଇଜଣ ତୁମ୍ଭକୁ କହିବେ, 'ତୁମ୍ଭେ ଯେଉଁ ଗଧମାନଙ୍କୁ ଖାଜେକ୍ସ୍ଟଥିଲ, ସମାନେେ ମିଳିଛନ୍ତି। ତକ୍ସ୍ଟମ୍ଭ ବାପା ଗଧମାନଙ୍କ ପାଇଁ ବ୍ଯସ୍ତ ନିହଁନ୍ତି ବରଂ ତକ୍ସ୍ଟମ୍ଭପାଇଁ ଅଟନ୍ତି ଓ କହନ୍ତି, ମାେ ପକ୍ସ୍ଟଅ ପାଇଁ ମୁ କ'ଣ କରିବି।'

3ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ସଠାେରକ୍ସ୍ଟ ଆଗକକ୍ସ୍ଟ ଗଲେ ତାବୋରର ଏଲୋନ ବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥଲକେକ୍ସ୍ଟ ପରମେଶ୍ବରଙ୍କ ନିକଟକକ୍ସ୍ଟ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସଠାେରେ ଜଣେ ତିନୋଟି ୟକ୍ସ୍ଟବା ଛଳେି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କକ୍ସ୍ଟଐାଏ ଦ୍ରାକ୍ଷାରସ ନବେ।

4ସମାନେେ ତୁମ୍ଭକୁ ଅଭ୍ଯର୍ଥନା କରିବେ ଓ ଦକ୍ସ୍ଟଇଟି ରୋଟୀ ଦବେେ, ଏବଂ ତୁମ୍ଭେ ସମାନଙ୍କେଠାରକ୍ସ୍ଟ ତାହା ଗ୍ରହଣ କରିବ।

5ତା'ପରେ ତୁମ୍ଭମାନେେ ଗିବିଯୋଥ ଓ ଲୋହିମକକ୍ସ୍ଟ ୟିବ। ସଠାେରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତବେେଳେ ତୁମ୍ଭେ ସହରର ପ୍ରବେଶ ଦ୍ବାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରକ୍ସ୍ଟ ଦଳେ ଯାଜକ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସକ୍ସ୍ଟଥିବାର ଦେଖିବ।

1Samuel 10 illustration - 1Samuel Chapter 10

6ସଦାପ୍ରଭୁଙ୍କର ଆତ୍ମା ତକ୍ସ୍ଟମ୍ଭ ନିକଟକକ୍ସ୍ଟ ବିରାଟ ଶକ୍ତି ରେ ଆସିବା ଏବଂ ତୁମ୍ଭେ ସମାନଙ୍କେ ସହିତ ଭବିଷ୍ଯତବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ଯକ୍ତି ହାଇଯେିବ।

7ସମ୍ଭବତଃ ସହେି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ବର ତକ୍ସ୍ଟମ୍ଭ ସହିତ ଅଛନ୍ତି।

8ମାେ ପୂର୍ବରକ୍ସ୍ଟ ପ୍ରଥମେ ତୁମ୍ଭେ ଗିଲ୍ଗଲ୍କକ୍ସ୍ଟ ୟିବ। ତା'ପରେ ମୁ ସଠାେକକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକବଳି ରେ ଉତ୍ସର୍ଗ କରିବି। ମୁ ଆସି ତୁମ୍ଭକୁ କଣ କରିବାକୁ ହବେ କହିବା ପର୍ୟ୍ଯନ୍ତ, ତୁମ୍ଭେ ସଠାେରେ ସାତଦିନ ଅପେକ୍ଷା କରିବାକୁ ହବେ।

9ଏହାପରେ ସେ ଶାମକ୍ସ୍ଟଯଲେ ଛାଡିୟିବା ପାଇଁ ପିଠି ଫରୋନ୍ତେ ପରମେଶ୍ବର ତାଙ୍କର ହୃଦଯ ପରବର୍ତ୍ତନ କରି ଦେଲେ ଓ ସହେିଦିନ ସେ ସମସ୍ତ ଚିହ୍ନ ଘଟିଲା।

10ଶାଉଲ ଏବଂ ତାଙ୍କର ସବେକ ଜିବେଥ୍ଇଲୋହିମ୍କକ୍ସ୍ଟ ଗଲେ। ସହେି ସ୍ଥାନ ରେ ଶାଉଲ ଦଳେ ଭବିଷ୍ଯଦ୍ବକ୍ତାଙ୍କକ୍ସ୍ଟ ଭଟେିଲେ। ପକ୍ସ୍ଟଣି ପରମେଶ୍ବରଙ୍କ ଆତ୍ମା ତାହାଙ୍କକ୍ସ୍ଟ ଆକ୍ରାନ୍ତ କରନ୍ତେ ସେ ସମାନଙ୍କେ ଭିତ ରେ ନାଚି, ଗାଇ ଭବିଷ୍ଯତ୍ବାଣୀ ପ୍ରଗ୍ଭର କରିବାକୁ ଲାଗିଲେ।

1Samuel 10 illustration - 1Samuel Chapter 10

11ଏଥି ରେ ଯେଉଁମାନେ ପୂର୍ବରକ୍ସ୍ଟ ଶାଉଲଙ୍କକ୍ସ୍ଟ ଜାଣିଥିଲେ ସମାନେେ ଦେଖିଲେ ଯେ, ସେ ଭବିଷ୍ଯଦ୍ବକ୍ତାଙ୍କ ପରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ଗହଣ ରେ ନାଚକ୍ସ୍ଟଥିଲେ ଓ ଗାଉଥିଲେ। ତା'ପରେ ଲୋକମାନେ ପରସ୍ପର କକ୍ସ୍ଟହାକକ୍ସ୍ଟହି ହବୋକକ୍ସ୍ଟ ଲାଗିଲେ, କୀଶର ପକ୍ସ୍ଟତ୍ର ପ୍ରତି କ'ଣ ଘଟିଲା? ଶାଉଲ କ'ଣ ଭବିଷ୍ଯଦ୍ବକ୍ତାମାନଙ୍କ ମଧିଅରେ ଜଣେ?

12ତହିଁରେ ସହେି ସ୍ଥାନସ୍ଥ ଜଣେ ଉତ୍ତର କରି କହିଲେ, ଆଚ୍ଛା! ଏହା ଜଣାୟାଏ ଶାଉଲ ଜଣେ ଭବିଷ୍ଯଦ୍ବକ୍ତାମାନଙ୍କର ନେତା ଏ ହତେକ୍ସ୍ଟ ଶାଉଲ କି ଭବିଷ୍ଯତ୍ବକ୍ତାମାନଙ୍କ ମଧିଅରେ ଜଣେ ଏହି କଥା ଏକ ବଡ ପ୍ରବାଦ ହାଇେ ଉଠିଲା।

13ତା'ପରେ ସେ ଭବିଷ୍ଯତ୍ବାଣୀ କହିବା ବନ୍ଦ କଲେ ଏବଂ ଉପାସନା କରିବାକୁ ଗୃହ ନିକଟସ୍ଥ ଉଚ୍ଚସ୍ଥଳୀକକ୍ସ୍ଟ ଗଲେ।

14ଶାଉଲ କକା ତାଙ୍କୁ ଓ ତାଙ୍କର ୟକ୍ସ୍ଟବାଙ୍କକ୍ସ୍ଟ ପଚାରିଲେ, ତୁମ୍ଭମାନେେ କେଉଁଠାକକ୍ସ୍ଟ ୟାଇଥିଲ।

15ଏଥି ରେ ଶାଉଲଙ୍କ ପିତୃବ୍ଯ କହିଲେ, ମୁ ନିବଦନେ କରୁଛି ଶାମକ୍ସ୍ଟଯଲେ ତୁମ୍ଭକୁ କ'ଣ କହିଲେ ମାେତେ କକ୍ସ୍ଟହ।

1Samuel 10 illustration - 1Samuel Chapter 10

16ଶାଉଲ ଉତ୍ତର ରେ କହିଲେ, ସେ କହିଲେ ଯେ, ଗଧମାନେ ମିଳି ଗଲଣେି। କିନ୍ତୁ ଶାଉଲ ତା'ର କକାକକ୍ସ୍ଟ ଶାମକ୍ସ୍ଟଯଲେ ଦ୍ବାରା କକ୍ସ୍ଟହାୟାଇଥିବା ରାଜତ୍ବ ବିଷଯ ରେ କହିଲେ ନାହିଁ।

17ଶାମକ୍ସ୍ଟଯଲେ ଇଶ୍ରାୟେଲବାସୀଙ୍କକ୍ସ୍ଟ ମିସପୀ ରେ ଏକତ୍ରୀତ ହବୋପାଇଁ ଡକାଇଲେ।

18ସେ ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ମୁ ଇଶ୍ରାୟେଲକକ୍ସ୍ଟ ମିଶରରକ୍ସ୍ଟ ବାହାର କରି ଆଣିଲି, ମୁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରକ୍ସ୍ଟ ରକ୍ଷା କଲି ଓ ଅନ୍ୟ ଦେଶମାନଙ୍କର ନିଯନ୍ତ୍ରଣରକ୍ସ୍ଟ ତୁମ୍ଭକୁ ରକ୍ଷା କଲି।'

19କିନ୍ତୁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଆଜି ପରିତ୍ଯାଗ କଲ। ପରମେଶ୍ବର ତୁମ୍ଭମାନଙ୍କୁ ସବୁ ଅସକ୍ସ୍ଟବିଧାରକ୍ସ୍ଟ ଓ ସମସ୍ଯାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ତୁମ୍ଭମାନେେ କହିଲ, 'ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହକ୍ସ୍ଟଁ।' ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନକ୍ସ୍ଟସା ରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହକ୍ସ୍ଟଅ।

20ଏପ୍ରକା ରେ ଶାମକ୍ସ୍ଟଯଲେ ଇଶ୍ରାୟେଲର ସମସ୍ତ ପରିବାରବର୍ଗଙ୍କକ୍ସ୍ଟ ଏକତ୍ରୀତ କରନ୍ତେ, ପ୍ରଥମତଃ ବିନ୍ଯାମୀନ ପରିବାରବର୍ଗ ନିର୍ଣ୍ଣିତ ହେଲା।

1Samuel 10 illustration - 1Samuel Chapter 10

21ଶାମକ୍ସ୍ଟଯଲେ କହିଲେ ଯେ, ବିନ୍ଯାମୀନ ପରିବାରବର୍ଗଙ୍କକ୍ସ୍ଟ ଏକ ଏକ ପରି ଆଗକକ୍ସ୍ଟ ଆସିବା ପାଇଁ। ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା। ତା'ପରେ ଶାମକ୍ସ୍ଟଯଲେ ସହେି ପରିବାରବର୍ଗର ପ୍ରେତ୍ୟକକ ଲୋକଙ୍କକ୍ସ୍ଟ ଆଗକକ୍ସ୍ଟ ଆସିବାକକ୍ସ୍ଟ କହିଲେ। କୀଶ୍ଙ୍କ ପକ୍ସ୍ଟତ୍ର ଶାଉଲ ବଛାଗଲେ। କୀଶ୍ଙ୍କ ପକ୍ସ୍ଟତ୍ର ଶାଉଲଙ୍କକ୍ସ୍ଟ ସଠାେରେ ଖୋଜାଗଲା,

22ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଚାରିଲେ, ଏପର୍ୟ୍ଯନ୍ତ ଶାଉଲ ଏଠାକକ୍ସ୍ଟ ଆସିଛନ୍ତି କି?

23ଲୋକମାନେ ଖାଜେିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧିଅରେ ଛିଡା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ।

24ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଏଇ ବ୍ଯକ୍ତିକକ୍ସ୍ଟ ଦେଖ। ପରମେଶ୍ବର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧିଅରେ ତାଙ୍କଠାରକ୍ସ୍ଟ ସକ୍ସ୍ଟପୁରୁଷ ଆଉ କହେି ନାହାଁନ୍ତି।

25ଶାମକ୍ସ୍ଟଯଲେ ଲୋକମାନଙ୍କୁ ବନ୍ଧକ୍ସ୍ଟତାର ନିଯମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକକରେ ଲେଖି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ରଖିଲେ। ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ ନିଜ ନିଜ ଘରକକ୍ସ୍ଟ ୟିବାକକ୍ସ୍ଟ କହିଲେ।

1Samuel 10 illustration - 1Samuel Chapter 10

26ଶାଉଲ ମଧ୍ଯ ଗିବିଯା ରେ ଥିବା ତାଙ୍କ ଘରକକ୍ସ୍ଟ ଫରେିଲେ। କେତକେ ସାହସୀ ବ୍ଯକ୍ତି ଯେଉଁମାନଙ୍କ ହୃଦଯ ପରମେଶ୍ବର ସ୍ପର୍ଶ କରିଥିଲେ, ସମାନେେ ଶାଉଲଙ୍କକ୍ସ୍ଟ ଅନକ୍ସ୍ଟସରଣ କଲେ।

27କିନ୍ତୁ କେତେ ଖଳ ବ୍ଯକ୍ତି କହିଲେ, କମେିତି ଏ ଲୋକ ଆମକକ୍ସ୍ଟ ରକ୍ଷା କରିବ? ସମାନେେ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକକ୍ସ୍ଟ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ।

Chapter Complete

You have read 1Samuel 10

27 verses