Lumina
1Samuel

Ark Taken by Philistines

1Samuel 4·Oriya Bible

1ଆଉ ଶାମକ୍ସ୍ଟଯଲରେ କଥା ସମସ୍ତ ଇଶ୍ରାୟେଲ ମଧିଅରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପକ୍ସ୍ଟତ୍ରମାନେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କକ୍ସ୍ଟକାର୍ୟ୍ଯ କରି ଚାଲିଲେ।

2ଏହାପରେ ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ନିଜକକ୍ସ୍ଟ ପ୍ରସ୍ତକ୍ସ୍ଟତ କଲେ। ୟକ୍ସ୍ଟଦ୍ଧ ସମୟରେ ଇଶ୍ରାୟେଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ବାରା ପରାଜିତ ହେଲେ; ଓ 4 ,000 ସୈନ୍ଯ ୟକ୍ସ୍ଟଦ୍ଧ କ୍ଷେତ୍ର ରେ ମୃତକ୍ସ୍ଟ୍ଯବରଣ କଲେ।

3ତା'ପରେ ଇଶ୍ରାୟେଲୀୟ ସୈନ୍ଯଗଣ ଛାଉଣୀ ନିକଟକକ୍ସ୍ଟ ଫରେି ଆସିଲେ। ତା'ପରେ ପ୍ରାଚୀନଗଣ ପଚାରିଲେ, ସଦାପ୍ରଭୁ କାହିଁକି ଇଶ୍ରାୟେଲୀମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ବାରା ପରାସ୍ତ କଲେ? ଆସ, ଆମ୍ଭମାନେେ ଶିଲୋଠାରକ୍ସ୍ଟ ସଦାପ୍ରଭୁଙ୍କର ନିଯମ-ସିନ୍ଦକ୍ସ୍ଟକକକ୍ସ୍ଟ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବେ।

4ତା'ପରେ ସମାନେେ ଲୋକମାନଙ୍କୁ ଶୀଲୋକକ୍ସ୍ଟ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଆଣିଲେ। ସିନ୍ଦକ୍ସ୍ଟକର ଉପରେ କିରୂବ ଦୂତଗଣ ଥିଲେ। ସମାନେେ ପରମେଶ୍ବରଙ୍କ ସିଂହାସନ ପରି ଏଲିଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପୀନହସ୍ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ସଙ୍ଗେ ଆସିଲେ।

5ପକ୍ସ୍ଟଣି ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଛାଉଣୀକି ଆସନ୍ତେ ସମଗ୍ର ଇଶ୍ରାୟେଲ ଏପରି ମହା ଜଯଧ୍ବନି କଲେ, ଯେ ପୃଥିବୀ କଐିଲା।

1Samuel 4 illustration - 1Samuel Chapter 4

6ତହକ୍ସ୍ଟଁ ପଲେଷ୍ଟୀୟମାନେ ସହେି ଜଯଧ୍ବନି ଶକ୍ସ୍ଟଣି କହିଲେ, ଏବ୍ରୀଯମାନଙ୍କ ଛାଉଣୀ ରେ ଏହି ମହାଜଯଧ୍ବନିର ଅଭିପ୍ରାଯ କ'ଣ?

7ତହିଁରେ ପଲେଷ୍ଟୀୟମାନେ ଭୀତ ହାଇେ କହିଲେ, ପରମେଶ୍ବର ଛାଉଣୀକି ଆସି ଅଛନ୍ତି, ଆହକ୍ସ୍ଟରି ମଧ୍ଯ ସମାନେେ କହିଲେ, ହାୟ! ଆମ୍ଭମାନେେ ଅସକ୍ସ୍ଟବିଧା ରେ ଅଛକ୍ସ୍ଟ। ଏହା ପୂର୍ବରକ୍ସ୍ଟ ଏପରି କବେେ ହାଇନୋହିଁ।

8ହାୟ! ଏହି ବଳବାନ୍ ଦବଗେଣ ହସ୍ତରକ୍ସ୍ଟ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦବଗେଣ ପ୍ରାନ୍ତର ରେ ଭୟଙ୍କର ରୋଗ ଓ ମହାମାରୀ ଦ୍ବାରା ମିସ୍ତ୍ରୀଯମାନଙ୍କୁ ଆଘାତ କରିଥିଲେ।

9ହେ ପଲେଷ୍ଟୀୟମାନେ, ତୁମ୍ଭମାନେେ ବଳବାନ ଓ ସାହସୀ ହକ୍ସ୍ଟଅ। ପୁରୁଷ ପଣ ରେ ୟକ୍ସ୍ଟଦ୍ଧ କର। ତହିଁରେ ଏବ୍ରୀଯମାନେ ଆମ୍ଭର ଦାସ ହାଇେଥିଲେ, ତେଣୁ ତୁମ୍ଭମାନେେ ନିଶ୍ଚଯ ସମାନଙ୍କେର ଦାସ ହାଇେ ପାରିବ ନାହିଁ। ତୁମ୍ଭମାନେେ ପୁରୁଷତ୍ବ ପ୍ରକାଶ କର ଓ ୟକ୍ସ୍ଟଦ୍ଧ କର।

10ତହିଁରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କଲେ ଓ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ପ୍ରେତ୍ୟକକ ଆପଣା ଆପଣା ତମ୍ବୁକକ୍ସ୍ଟ ଫରେିଗଲେ, ସେତବେେଳେ ଅତି ମହାସଂହାର ହେଲା, କାରଣ ସେଥି ରେ ଇଶ୍ରାୟେଲର 30,000 ପଦାତିକ ସୈନ୍ଯ ମରି ପଡିଲେ।

1Samuel 4 illustration - 1Samuel Chapter 4

11ପକ୍ସ୍ଟଣି ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରିଲେ। ଆଉ ଏଲିଙ୍କର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନ ଓ ପୀନହସ୍ ହତ ହେଲେ।

12ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ଜଣେ ବିନ୍ଯାମୀନିଯ ଲୋକ ୟକ୍ସ୍ଟଦ୍ଧଭୂମି ଛାଡି ଦଲୋ ଓ ସାରା ରାସ୍ତା ରେ ସିଯୋଲ ଆଡକକ୍ସ୍ଟ ଦୌଡିଲା। ତା'ର ବସ୍ତ୍ରଗକ୍ସ୍ଟଡିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସହେିଦିନ ସେ ସିଯୋଲ ରେ ପହଞ୍ଚିଲା

13ସହେି ସମୟରେ ଏଲି ଫାଟକ ପାଖ ରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିମନ୍ତେ ତାଙ୍କର ହୃଦଯ ଉତ୍କସ୍ଖିତ ଥିଲା। ଇତ୍ଯବସର ରେ ସହେିଲୋକ ସମ୍ବାଦ ଦଲୋ ଏବଂ ନଗରୟାକ ଉଚ୍ଚସ୍ବର ରେ କାନ୍ଦି ଉଠିଲେ।

14ତା'ପରେ ଏଲି ସହେି କ୍ରନ୍ଦନ ଶଦ୍ଦ ଶକ୍ସ୍ଟଣି କହିଲେ, ଏହି କୋଳାହଳ ଶଦ୍ଦର ଅଭିପ୍ରାଯ କ'ଣ? ତହକ୍ସ୍ଟଁ ସହେି ଲୋକ ଶୀଘ୍ର ଏଲିଙ୍କକ୍ସ୍ଟ ସମ୍ବାଦ ଦଲୋ।

15ସେ ସମୟରେ ଏଲି ଅଠାନବେ ବର୍ଷ ବଯସ୍କ ହାଇେଥିଲେ ଓ ଅନ୍ଧ ହାଇେଥିବାରକ୍ସ୍ଟ ସେ ଦେଖି ପାରିଲେ ନାହିଁ।

1Samuel 4 illustration - 1Samuel Chapter 4

16ତା'ପରେ ସହେି ଲୋକଟି ଏଲିଙ୍କକ୍ସ୍ଟ କହିଲା, ମୁ ଏକ ସୈନ୍ଯ ୟିଏ କି ଏବେ ଯୁଦ୍ଧରୁ ଫରେି ଆସିଲି। ମୁ ଆଜି ଯୁଦ୍ଧରୁ ଦୌଡି ପଳାଇ ଆସିଲି।

17ତହକ୍ସ୍ଟଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦଇେ କହିଲା, ଇଶ୍ରାୟେଲ ପଲେଷ୍ଟୀୟମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୌଡି ପଳାଇଲେ। ଇଶ୍ରାୟେଲୀୟ ସୈନ୍ଯବାହିନି ତାଙ୍କର ବହକ୍ସ୍ଟତ ସୈନ୍ଯ ହରାଇଲେ। ତୁମ୍ଭର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନି ଓ ପୀନହସ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ।

18ଯେତବେେଳେ ଏଲି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡେ ପଡିଗଲେ, ତହକ୍ସ୍ଟଁ ତାଙ୍କର ବକେ ଭାଙ୍ଗିଗଲା ଓ ସେ ମୃତକ୍ସ୍ଟ୍ଯବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶବର୍ଷ ଇଶ୍ରାୟେଲର ନତେୃତ୍ବ ନେଲେ।

19ସେ ସମୟରେ ଏଲିର ପକ୍ସ୍ଟତ୍ରବଧୂ ପୀନହସର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶକ୍ସ୍ଟଣିବା ପରେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଧରା ପଡିଲା। ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯବରଣ କଲେ। ଅତି ପ୍ରସବକାଳିନ ୟନ୍ତ୍ରଣା ଭୋଗ କରୁକରୁ ସେ ପ୍ରସବ କଲା।

20ତା'ପରେ ପ୍ରାଯ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନେ ତାକକ୍ସ୍ଟ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପକ୍ସ୍ଟତ୍ର ପ୍ରସବ କରିଅଛ,

1Samuel 4 illustration - 1Samuel Chapter 4

21ସେ ସହେି ବାଳକର ନାମ ଐ-କାବୋଦ୍ ଦଲୋ। ତା'ର ଅର୍ଥ, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲି ୟାଇଛି।ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ଧରା ପଡିଛି ଏବଂ ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯ ବରଣ କରିଥିଲେ।

22ଏବଂ ସେ କହିଲା, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲିୟାଇଛି, କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହି ନିଆଗଲା।

Chapter Complete

You have read 1Samuel 4

22 verses