Lumina
1Timothy

1Timothy 6

1Timothy 6·Oriya Bible

1କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦବୋ ଉଚିତ। ସମାନେେ ସପରେି କଲେ ପରମେଶ୍ବରଙ୍କ ନାମ ଏବଂ ଖ୍ରୀଷ୍ଟିଯାନ ଉପଦେଶଗୁଡ଼ିକ ସମାଲୋଚିତ ହବେ ନାହିଁ।

2କେତକେ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ବାସୀ ଅଟନ୍ତି। ଅତଏବ ସହେି ଦାସମାନେ ସହେି ମାଲିକମାନଙ୍କୁ ଭାଇ ବୋଲି ଭାବି ସମାନଙ୍କେୁ କମ୍ ସମ୍ମାନ ଦଖାଇବୋ ଉଚିତ ନୁହେଁ। ଏପରିକି ସହେି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲ ରେ ସବୋ କରିବା ଉଚିତ। କାରଣ ସପରେି କରିବା ଦ୍ବାରା ସମାନେେ ଭଲ ପାଉଥିବା ବିଶ୍ବାସୀ ଲୋକମାନଙ୍କୁ ସାହାୟ୍ଯ କରୁଛନ୍ତି।

3ତୁମ୍ଭେ ଲୋକମାନଙ୍କୁ ଏହି ବିଷୟଗୁଡ଼ିକ କରିବା ପାଇଁ ଶିକ୍ଷା ଦବୋ ଓ କହିବା ଉଚିତ। କେତେ ଲୋକ ଭଣ୍ଡ ଶିକ୍ଷା ଦବେେ। ସମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ଯ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ବରଙ୍କ ସବୋ କରିବାର ସତମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସମାନେେ ଗ୍ରହଣ କରନ୍ତି ନାହିଁ ;

4ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।

5ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।

1Timothy 6 illustration - 1Timothy Chapter 6

6ଯଦି ଜଣେ ଲୋକ ତା ପାଖ ରେ ଯାହା ଅଛି, ସତେିକି ରେ ସନ୍ତୁଷ୍ଟ ରହେ, ତା ହେଲେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ ଦ୍ବାରା ସହେି ଲୋକ ବହୁତ ଧନୀ ହାଇଯୋଏ।

7ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତବେେଳେ ଆମ୍ଭେ ମରିୟିବା ଏଠାରୁ କିଛି ନଇେ ଯାଇ ପାରିବା ନାହିଁ।

8ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।

9ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।

10ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।

1Timothy 6 illustration - 1Timothy Chapter 6

11କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।

12ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।

13ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗ ରେ ଠିଆ ହାଇେଥିବା ବେଳେ ଖ୍ରୀଷ୍ଟ ଯୀଶୁ ସହେି ଏକା ମହାନ୍ ସତ୍ଯଟିକୁ ସ୍ବୀକାର କରିଥିଲେ। ଏକମାତ୍ର ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଜୀବନ ପ୍ରଦାନ କରନ୍ତି।

14ଏବେ ମୁଁ ତୁମ୍ଭକୁ କହୁଛି : ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।

15ପରମେଶ୍ବର ଉପୟୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ବର ଏକମାତ୍ର ପରମଧନ୍ଯ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।

1Timothy 6 illustration - 1Timothy Chapter 6

16ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।

17ଏହି ଆଦେଶ ସହେିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀ ରେ ଧନୀ ଅଟନ୍ତି। ସମାନଙ୍କେୁ ଗର୍ବ ନ କରିବା ପାଇଁ କୁହ। ସମାନଙ୍କେୁ କୁହ ଯେ ସମାନେେ ନିଜ ଧନର ନୁହେଁ, ମାତ୍ର ପରମେଶ୍ବରଙ୍କର ଆଶ୍ରୟ ନବୋ ଉଚିତ। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ବର ପ୍ରେତ୍ୟକକ ବସ୍ତୁ ୟଥେଷ୍ଟ ପରିମାଣ ରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରେତ୍ୟକକ ଜିନିଷ ଦିଅନ୍ତି।

18ଧନୀ ଲୋକମାନଙ୍କୁ କୁହ ଯେ ସମାନେେ ଭଲ କାମ କରନ୍ତୁ। ସମାନଙ୍କେୁ କୁହ ଯେ, ଭଲ କାମ କରିବା ରେ ସମାନେେ ଧନୀ ହୁଅନ୍ତୁ।

19ସପରେି କରି ସମାନେେ ସ୍ବର୍ଗ ରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସହେି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସମାନଙ୍କେର ଭବିଷ୍ଯତ୍ ଜୀବନ ଠିଆ ହାଇପୋରିବ। ତା' ହେଲେ ସମାନେେ ପ୍ରକୃତ ଜୀବନର ଅଧିକାରୀ ହାଇେ ପାରିବେ।

20ତୀମଥି, ପରମେଶ୍ବର ତୁମ୍ଭ ଉପରେ ଅନକେ ବିଷୟର ଭାର ଦଇେଛନ୍ତି। ସଗେୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ବରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ସତ୍ଯ ବିରୁଦ୍ଧ ରେ ୟୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂର ରେ ରୁହ। ଏହାକୁ ସମାନେେ ମିଛ ରେ ଜ୍ଞାନ ବୋଲି କହିଥାନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ।

1Timothy 6 illustration - 1Timothy Chapter 6

21କେତେ ଲୋକ କୁହନ୍ତି ଯେ ସମାନଙ୍କେର ସହେି ଜ୍ଞାନ ଅଛି। ସମାନେେ ସତ୍ଯ ବିଶ୍ବାସକୁ ତ୍ଯାଗ କରି ସାରିଛନ୍ତି।

Chapter Complete

You have read 1Timothy 6

21 verses