Lumina
2Kings

Manasseh and Amon

2Kings 21·Oriya Bible

1ମନଃଶି ବାରବର୍ଷ ବଯସ ରେ ରାଜ୍ଯ ଶାସନ କରିବା ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ପଞ୍ଚାବନ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।

2ମନଃଶି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀଯମାନଙ୍କୁ ଇଶ୍ରାୟେଲୀୟମାନଙ୍କ ସମ୍ମୁଖରୁ ତଡି ଦଇେଥିଲେ। ସହେିମାନଙ୍କର ଘୃଣ୍ଯକର୍ମ ସେ କଲେ।

3ତାଙ୍କର ପିତା ହିଜକିଯ ଯେଉଁ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରିଥିଲେ, ସେ ପୁନର୍ବାର ସଗେୁଡିକୁ ନିର୍ମାଣ କଲେ। ଇଶ୍ରାୟେଲର ଆହାବ୍ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ୟଜ୍ଞବଦେି ପ୍ରସ୍ତୁତ କଲେ ଓ ଆଶରୋ ମୂର୍ତ୍ତୀ ନିର୍ମାଣ କଲେ। ଆଉ ମଧ୍ଯ ସେ ସ୍ବର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସମାନଙ୍କେର ସବୋ କଲେ।

4ପୁଣି ଆମ୍ଭେ ୟିରୁଶାଲମ୍ ରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷଯ ରେ କହିଥିଲେ। ସଦାପ୍ରଭୁଙ୍କ ସହେି ମନ୍ଦିର ରେ ସେ ୟଜ୍ଞବଦେି ନିର୍ମାଣ କଲେ।

5ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣ ରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ୟଜ୍ଞବଦେି ନିର୍ମାଣ କଲେ।

2Kings 21 illustration - 2Kings Chapter 21

6ମନଃଶି ଆପଣା ପୁତ୍ରକୁ ଅଗ୍ନି ରେ ଉତ୍ସର୍ଗ କଲେ। ସେ ଶୁଭଶୁଭ କହିବାର ବିଦ୍ଯା, ଗଣକତା, ୟାଦୁବିଦ୍ଯା, ଭୂତପ୍ ରତେ ଓ ଗୂଣୀଗା ରଡେି କାର୍ୟ୍ଯ ରେ ଅଭ୍ଯସ୍ତ ହେଲେ।

7ପୁଣି ମନଃଶି ଆଶରୋ ରେ ଏକ ଖାଦେିତ ମୂର୍ତ୍ତୀ ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିର ରେ ସ୍ଥାପନ କଲେ। କିନ୍ତୁ ସହେି ମନ୍ଦିର ବିଷଯ ରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନ୍କୁ କହିଥିଲେ, ମୁଁ ସମଗ୍ର ଇଶ୍ରାୟେଲର ସମସ୍ତ ନଗରଠାରୁ ୟିରୁଶାଲମ୍କୁ ମନୋନୀତ କରିଛି। ୟିରୁଶାଲମ୍ର ଏହି ମନ୍ଦିର ରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ।

8ମୁଁ କବେେ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେ ଦେଶ ପରିତ୍ଯାଗ କରିବାର କାରଣ ହବେି ନାହିଁ, ଯାହା ମୁଁ ସମାନଙ୍କେର ପୂର୍ବପୁରୁଷଙ୍କୁ ଦଇେଅଛି। ମୁଁ ସମାନଙ୍କେୁ ସଠାେରେ ରହିବାକୁ ଦବେି, କବଳେ ଯଦି ସମାନେେ ମାରେ ଆଜ୍ଞା ମାନନ୍ତି ଓ ମାରେ ସବେକ ମାଶାେ ସମାନଙ୍କେୁ କହିଥିବା ନିତି ନିଯମସବୁ ସମାନେେ ଅନୁସରଣ କରନ୍ତି।

9ମାତ୍ର ସମାନେେ ପରମେଶ୍ବରଙ୍କ ବାକ୍ଯ ଶୁଣିଲେ ନାହିଁ। କିଣାନର ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସମାନଙ୍କେୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ବାରା ସମାନଙ୍କେୁ ବିନଷ୍ଟ କରାଗଲା। ଯେତବେେଳେ ଇଶ୍ରାୟେଲୀୟମାନେ ଦେଶକୁ ଆସିଲେ।

10ସଦାପ୍ରଭୁ ଆପଣା ସବେକ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଏହିକଥା କହିଲେ।

2Kings 21 illustration - 2Kings Chapter 21

11ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣା ଯୋଗ୍ଯ କର୍ମ କରିଅଛ। ତାଙ୍କ ପୂର୍ବରୁ ଯେଉଁ ଇ ମାରେୀଯମାନେ ଥିଲେ ସମାନଙ୍କେ ଅପେକ୍ଷା ଅଧିକ କୁକର୍ମ କରିଅଛ। ତାଙ୍କର ପ୍ରତିମା ଆରାଧନା ଦ୍ବାରା ସେ ଯିହୁଦାକୁ ପାପ କରାଇଛି।

12ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ' ଦେଖ ଆମ୍ଭେ ୟିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ୟିଏ ଏହି ବିଷଯ ରେ ଶୁଣିା ଆଶ୍ଚର୍ୟ୍ଯ ହବେ।

13ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।

14ମୁଁ ମାରେଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ଯାଗ କରିବ। ମୁଁ ସମାନଙ୍କେୁ ସମାନଙ୍କେର ଶତୃ ହସ୍ତ ରେ ସମର୍ପଣ କରିବି। ସମାନଙ୍କେର ଶତୃଗଣ ସମାନଙ୍କେୁ ଲୁଟ୍ କରିବେ ଏବଂ ସମାନେେ ସମାନଙ୍କେୁ ବନ୍ଦୀରୂପେ ନଇେଯିବେ।

15କାରଣ ସମାନେେ ଆମ୍ଭ ଦୃଷ୍ଟି ରେ କୁକର୍ମ କରି ଅଛନ୍ତି। ପୁଣି ସମାନେେ ସମାନଙ୍କେର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ୟ୍ଯନ୍ତ ମାେତେ କୋରଧ ଜନ୍ମାଇଛନ୍ତି।

2Kings 21 illustration - 2Kings Chapter 21

16ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'

17ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ୟ୍ଯ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଛି।

18ଅନନ୍ତର ମନଃଶି ମୃତ୍ଯୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନ ରେ, ଅର୍ଥାତ ଉଷର ଉଦ୍ୟାନ ରେ କବର ପ୍ରାପ୍ତ ହେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଆମାେନ୍ ରାଜା ହେଲେ।

19ଆମାେନ୍ ବାଇଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ୟଟବା ନିବାସୀ ହାରୁଷଙ୍କ କନ୍ଯା ଥିଲେ।

20ଆମାେନ୍ ତାଙ୍କ ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ।

2Kings 21 illustration - 2Kings Chapter 21

21ତାଙ୍କ ପିତାଙ୍କ ପରି ବାସ କଲେ। ସେ ସହେି ପ୍ରତିମାମାନ ପୂଜା କଲେ, ଯାହା ମନଃଶି, ତାଙ୍କର ପିତା ପୂଜା କରି ଆସୁଥିଲେ।

22ଆଉ ସେ ସଦାପ୍ରଭୁ ତାଙ୍କର ପୂର୍ବପୁରୁଷଗଣର ପରମେଶ୍ବରଙ୍କୁ ତ୍ଯାଗ କଲେ ଓ ପରମେଶ୍ବର ଯାହା ଗ୍ଭହୁଁଥିଲେ ସେ ସପରେି ବାସ କଲେ ନାହିଁ।

23ଆମାେନ୍ଙ୍କର ଦାସମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ତାଙ୍କ ନିଜ ଗୃହ ରେ ତାଙ୍କୁ ବଧ କଲେ।

24ମାତ୍ର ଜନ ସାଧାରଣ ସହେି ହତ୍ଯାକାରୀଙ୍କୁ, ସମସ୍ତ ଯେଉଁମାନେ ଆମାେନ୍ ରାଜାଙ୍କ ବିରୁଦ୍ଧ ରେ ଷଡୟନ୍ତ୍ର କରୁଥିଲେ ତାଙ୍କୁ ବଧ କଲେ। ତା'ପରେ ସମାନେେ ତାଙ୍କର ପୁତ୍ର ଯୋଶିୟଯଙ୍କୁ ତାଙ୍କ ପଦ ରେ ରାଜା କରାଇଲେ।

25ଏହି ଆମାେନ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

2Kings 21 illustration - 2Kings Chapter 21

26ଆମାେନ୍ ନିଜ ବଗିଗ୍ଭ ଉଷର ରେ କବର ନେଲେ ଓ ତାଙ୍କ ପଦ ରେ ତାଙ୍କର ପୁତ୍ର ଯୋଶିୟଯ ରାଜା ହେଲେ।

Chapter Complete

You have read 2Kings 21

26 verses