Lumina
Acts

Acts 16

Acts 16·Oriya Bible

1ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।

2ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ।

3ପାଉଲ ତୀମଥିଙ୍କୁ ନିଜ ସହିତ ନବୋପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହତେୁ ସୁନ୍ନତ କରି ଦେଲେ।

4ସମାନେେ ନଗରରୁ ନଗର ଭ୍ରମଣ କଲା ବେଳେ ୟିରୂଶାଲମ ରେ ଥିବା ପ୍ ରରେିତ ଓ ପ୍ରାଚ଼ୀନମାନଙ୍କର ଉପଦେଶ ଓ ନିଷ୍ପତ୍ତିଗୁଡ଼ିକ ବିଷୟ ରେ ବିଶ୍ବାସୀମାନଙ୍କୁ କହୁଥିଲେ ଓ ସହେି ଉପଦେଶଗୁଡ଼ିକୁ ପାଳନ କରିବାକୁ ସମାନଙ୍କେୁ ପ୍ରବର୍ତ୍ତାଉଥିଲେ।

5ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ଯା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସଗେୁଡ଼ିକ ବିଶ୍ବାସ ରେ ଶକ୍ତିଶାଳୀ ହେଉଥିଲେ।

Acts 16 illustration - Acts Chapter 16

6ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନେ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦଇଗେଲେ। ସମାନଙ୍କେୁ ପବିତ୍ରଆତ୍ମା ଏସିଆ ରେ ପ୍ରଭୁଙ୍କର କଥା ପ୍ରଚ଼ାର କରିବାକୁ ଅନୁମତି ଦେଲେ ନାହିଁ।

7ସମାନେେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ୟିବାପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସମାନଙ୍କେୁ ୟିବାପାଇଁ ଅନୁମତି ଦେଲେ ନାହିଁ।

8ତା'ପରେ ସମାନେେ ମୂସିଆ ଦେଶ ଛାଡ଼ି ତ୍ରୋଯା ନଗରକୁ ଆସିଲେ।

9ରାତି ରେ ପାଉଲ ଏକ ଦର୍ଶନ ପାଇଲେ। ସେଥି ରେ ସେ ଜଣେ ମାକିଦନିଆର ଲୋକକୁ ତାହାଙ୍କ ଆଗ ରେ ଠିଆ ହାଇେ ଥିବାର ଦେଖିଲେ। ସେ ପାଉଲଙ୍କୁ କହିଲେ, ତୁମ୍ଭେ ମାକିଦନିଆକୁ ଆସି ଆମ୍ଭକୁ ସାହାୟ୍ଯ କର।

10ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ୟିବାପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସମାନଙ୍କେ ନିକଟରେ ସୁସମାଚ଼ାର ପହଞ୍ଚାଇବା ପାଇଁ ଆମ୍ଭକୁ ଡ଼ାକିଛନ୍ତି।

Acts 16 illustration - Acts Chapter 16

11ଆମ୍ଭେ ତ୍ରୋଯା ନଗରରୁ ଜଳଯାତ୍ରା ରେ ସାମଥ୍ରାକୀ ଉପଦ୍ବୀପରେ ପହଞ୍ଚିଲୁ। ତା ଆରଦିନ ଆମ୍ଭେ ନିଯାପଲି ନଗରକୁ ଗଲୁ।

12ସଠାରୁେ ଆମ୍ଭେ ମାକିଦନିଆ ଜିଲ୍ଲାର ଗୋଟିଏ ପ୍ରଧାନ ନଗର ଫିଲପ୍ପୀକୁ ଗଲୁ। ଏହା ରୋମୀୟମାନଙ୍କର ନଗର ଥିଲା। ଆମ୍ଭେ ସହେି ନଗର ରେ କିଛି ଦିନ ରହିଲୁ।

13ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ବାର ବାହା ରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସଠାେରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସଠାେରେ ବସିଲୁ ଓ ସଠାେରେ ଏକତ୍ରୀତ ହାଇେଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।

14ସଠାେରେ ଲୂଦିଆ ନାମକ ଜଣେ ସ୍ତ୍ରୀ ଲୋକ ଥିଲା। ସେ ଥୁଯାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ଯବସାଯୀ ଥିଲା। ସେ ସତ୍ଯ ପରମେଶ୍ବରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖାଲିେ ଦଇେଥିଲେ।

15ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।

Acts 16 illustration - Acts Chapter 16

16ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ୟିବା ସମୟରେ ଗୋଟିଏ ଚ଼ାକରାଣୀକୁ ଦେଖିଲୁ। ତା' ଦହେ ରେ ଏପରି ଆତ୍ମାଟିଏ ଥିଲା, ଯାହା ଦ୍ବାରା ସେ ଭବିଷ୍ଯତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ଯତର କଥା ସବୁ କହି ତା' ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।

17ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜାରେ ରେ କହିଲା, ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସବେକ। ସମାନେେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟ ରେ କହୁଛନ୍ତି।

18ସେ ଏପରି ବହୁତ ଦିନ ପର୍ୟ୍ଯନ୍ତ କଲା, ପାଉଲ ଏଥିଲେ ବିରକ୍ତ ହାଇପେଡ଼ିଲେ। ସେ ସହେି ଆତ୍ମାକୁ କହିଲେ, ମୁଁ ଯୀଶୁଙ୍କ ନାମ ରେ ଆଦେଶ ଦେଉଛି, ଏହି ଝିଅଟି ଦହରେୁ ବାହାରିଯା। ସହେି ସମୟରେ ସେ ଆତ୍ମାଟି ବାହାରକୁ ଚ଼ାଲିଆସିଲା।

19ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।

20ସମାନଙ୍କେୁ ନଗରପାଳମାନଙ୍କ ପାଖ ରେ ପହଞ୍ଚାଇ କହିଲେ, ଏମାନେ ଯିହୂଦୀ ଯେଲାକ। ଏମାନେ ଆମ୍ଭ ନଗର ରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।

Acts 16 illustration - Acts Chapter 16

21ଆମ୍ଭମାନେେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସହେି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ୟୋଗ୍ଯ ନୁହେଁ। ତେଣୁ ଆମ୍ଭେ ଏସବୁ କରିପାରିବୁ ନାହିଁ।

22ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସମାନଙ୍କେ ବିରୁଦ୍ଧ ରେ ଯୋଗ ଦେଲେ। ନଗରପାଳମାନେ ସମାନଙ୍କେର ଲୁଗାପଟା ଛିଣ୍ଡାଇ ଦେଲେ ଓ ସମାନଙ୍କେୁ ବତେ ଆଘାତ ଦ୍ବାରା ଦଣ୍ଡ ଦବୋପାଇଁ ଆଦେଶ ଦେଲେ।

23ସମାନେେ ସମାନଙ୍କେୁ ବହୁତ ମାଡ଼ ମାରିବା ପରେ କାରାଗାର ରେ ବନ୍ଦୀ କଲେ। ସମାନଙ୍କେୁ ସାବଧାନ ରେ ଜଗିବାପାଇଁ କାରାଧ୍ଯକ୍ଷଙ୍କୁ ଆଦେଶ ଦେଲେ।

24ସେ ଏପରି ଆଦେଶ ପାଇ ସମାନଙ୍କେୁ ଭିତର କୋଠରୀ ଭିତ ରେ ରଖି ଦେଲେ। ସେ ସମାନଙ୍କେର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।

25ପାଉଲ ଓ ଶୀଲା ମଧ୍ଯରାତ୍ରି ବେଳେ ପରମେଶ୍ବରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହାସବୁ ଶୁଣୁଥିଲେ।

Acts 16 illustration - Acts Chapter 16

26ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।

27କାରାଧ୍ଯକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖାଲିେଥିବାର ଦେଖି, ସେ ନିଜକୁ ହତ୍ଯା କରିବା ଉଦ୍ଦେଶ୍ଯ ରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି।

28କିନ୍ତୁ ପାଉଲ ଚିତ୍କାର କରି କହିଲେ, ଆମ୍ଭେ ସମସ୍ତେ ଏଠା ରେ ଅଛୁ। ନିଜର କ୍ଷତି କରନାହିଁ।

29ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ବୀପ ଆଣିବାପାଇଁ ଆଦେଶ ଦଇେ ଦୌଡ଼ି ଆସି ଭୟ ରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ।

30ତା'ପରେ ସେ ସମାନଙ୍କେୁ ବାହାରକୁ ଆଣି ପଚ଼ାରିଲେ, ମହାଶୟମାନେ, ପରିତ୍ରାଣ ପାଇବା ପାଇଁ ମାରେ କ'ଣ କରିବା ଆବଶ୍ଯକ?

Acts 16 illustration - Acts Chapter 16

31ସମାନେେ ତାହାଙ୍କୁ କହିଲେ, ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।

32ପାଉଲ ଓ ଶୀଲା ତାକୁ ଓ ତା' ଘ ରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ଯ ପ୍ରଚ଼ାର କଲେ।

33କାରାଗାର ଅଧିକାରୀ ସମାନଙ୍କେୁ ନଇେ ସହେି ମଧ୍ଯ ରାତ୍ରି ରେ ସମାନଙ୍କେର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା'ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲ।

34ତା'ପରେ ସହେି କାରାଧ୍ଯକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡ଼ାକି ନଇେ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।

35ସକାଳ ହବୋରୁ ବିଚ଼ାରକର୍ତ୍ତାମାନେ ସେ ଲୋକମାନଙ୍କୁ ଛାଡ଼ି ଦିଅ ଏହି ବାର୍ତ୍ତା ଦଇେ କେତକେ ସୈନିକଙ୍କୁ ପଠାଇଲେ।

Acts 16 illustration - Acts Chapter 16

36କାରାଧ୍ଯକ୍ଷ ପାଉଲଙ୍କୁ କହିଲେ ଯେ, ବିଚ଼ାରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦବୋପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତି ରେ ଯାଇପାରନ୍ତି।

37କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, ସମାନେେ ଆମ୍ଭକୁ ବିନା ବିଚ଼ାର ରେ ଜନସାଧାରଣଙ୍କ ସାମନା ରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାର ରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସମାନେେ ଆମ୍ଭକୁ ଗୋପନ ରେ ଛାଡ଼ି ଦବୋପାଇଁ କହୁଛନ୍ତି? ଏହା ଆଦୌ ହାଇପୋରିବ ନାହିଁ। ତେଣୁ ସମାନେେ ନିଜେ ଆସି ବିଚ଼ାରକର୍ତ୍ତାମାନଙ୍କୁ କହିଲେ।

38ସମାନେେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡ଼ରିଗଲେ।

39ତେଣୁ ସମାନେେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସମାନଙ୍କେୁ କାରାଗାରରୁ ମୁକ୍ତ କଲେ। ତା'ପରେ ସମାନେେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁ ରୋଧ କଲେ।

40ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିଯାର ଘରକୁ ଆସିଲେ। ସଠାେରେ ଭାଇମାନଙ୍କୁ ଦେଖି ସମାନେେ ସମାନଙ୍କେୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସମାନେେ ସେ ସ୍ଥାନରୁ ଚ଼ାଲିଗଲେ।

Chapter Complete

You have read Acts 16

40 verses