Lumina
Deuteronomy

The Three Feasts

Deuteronomy 16·Oriya Bible

1ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।

2ତୁମ୍ଭେ ନିସ୍ତାର ପର୍ବୀଯ ନବୈେଦ୍ଯ ପାଇଁ ଗୋମଷୋଦି ପଲରକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଦବେ, ଯେଉଁଠା ରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।

3ତୁମ୍ଭମାନେେ ଏହି ପର୍ବ ରେ ଖମିର ଭୋଜନ କରିବା ଉଚିତ୍ ନକ୍ସ୍ଟହଁ। ସାତଦିନ ପର୍ୟ୍ଯନ୍ତ ତୁମ୍ଭମାନେେ 'ତାଡି ଶୂନ୍ଯ ରୋଟୀ' ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହାଇେ ତୁମ୍ଭମାନେେ ମିଶର ଦେଶ ପରିତ୍ଯାଗ କଲ। ଏହିପରି ଭାବରେ ତକ୍ସ୍ଟମ୍ଭ ଜୀବନ ସାରା ମିଶର ଦେଶରକ୍ସ୍ଟ ଆସିଥିବା କଥା ମନେ ରଖିବ।

4ଏବଂ ସାତଦିନ ତୁମ୍ଭର ସବୁଆଡେ ତାଡୀ ଦଖାେ ନ ଯାଉ। ପ୍ରଥମ ଦିନର ସନ୍ଧ୍ଯା ସମୟରେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ପ୍ରଭାତ ପର୍ୟ୍ଯନ୍ତ ଅବଶିଷ୍ଟ ନ ରହକ୍ସ୍ଟ।

5ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦବେେ ତହିଁର କୌଣସି ନଗର ମଧିଅରେ ତୁମ୍ଭମାନେେ ନିସ୍ତାରପର୍ବିଯ ବଳି ଉତ୍ସର୍ଗ କରିବା ଉଚିତ୍ ନକ୍ସ୍ଟ ହେଁ।

Deuteronomy 16 illustration - Deuteronomy Chapter 16

6ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସଠାେରେ ନିସ୍ତାର ପର୍ବର ବଳି ଉତ୍ସର୍ଗ କରିବା ଉଚିତ୍। ସଂନ୍ଧ୍ଯା ସମୟର, ସୂର୍ୟ୍ଯାସ୍ତ ବେଳେ ତୁମ୍ଭେ ତାହା କର। ଠିକ୍ ସହେି ସମୟରେ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଅଣା ହାଇେଥିଲା।

7ଆଉ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ, ସହେି ସ୍ଥାନ ରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହକ୍ସ୍ଟଁ ତୁମ୍ଭେ ପ୍ରଭାତ ରେ ଆପଣା ତମ୍ବୁକକ୍ସ୍ଟ ଫରେିୟିବ।

8ତୁମ୍ଭମାନେେ ଛଅଦିନ ତାଡିଶୂନ୍ଯ ରୋଟୀ ଭୋଜନ କରିବ, ପକ୍ସ୍ଟଣି ସଲ୍ଗମ ଦିନ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ମହାସଭା ହବେ। ତହିଁରେ ତୁମ୍ଭେ କୌଣସି କାର୍ୟ୍ଯ କରିବ ନାହିଁ।

9ତୁମ୍ଭମାନେେ କ୍ଷେତ୍ରର ଶସ୍ଯ ଛଦନେ କରିବାର ସମଯାବଧି ସାତ ସଲ୍ଗାହ ଗଣନା କରିବାକୁ ଆରମ୍ଭ କରିବ।

10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଆଶୀର୍ବାଦ ଅନକ୍ସ୍ଟସା ରେ ତୁମ୍ଭେ ପ୍ରଚକ୍ସ୍ଟର ପରିମାଣ ରେ ଆପଣା ହସ୍ତର ସ୍ବେଛାଦତ ଉପହାର ଦଇେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଲ୍ଗାହ ସମକ୍ସ୍ଟହର ଉତ୍ସବ ପାଳନ କରିବ।

Deuteronomy 16 illustration - Deuteronomy Chapter 16

11ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

12ପକ୍ସ୍ଟଣି ତୁମ୍ଭେ ଯେ ମିଶର ରେ ଦାସ ଥିଲକ୍ସ୍ଟ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋୟୋଗ କରି ପାଳନ କରିବ।

13ତୁମ୍ଭମାନେେ ଯେତବେେଳେ ଖଳାରକ୍ସ୍ଟ ଶସ୍ଯ ସଂଗ୍ରହ କରି ସାରିଲା ପରେ ଓ ଯେତବେେଳେ ଆପଣା ଦ୍ରାକ୍ଷାକ୍ଷତରେକ୍ସ୍ଟ ସଂଗ୍ରହ କଲାପରେ ସାତଦିନ ପାଇଁ କକ୍ସ୍ଟଟୀରପର୍ବ ପାଳନ କରିବ।

14ଉତ୍ସବ ସମୟରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର, କନ୍ଯା, ଦାସ, ଦାସୀ ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।

15ସଦାପ୍ରଭୁଙ୍କର ମନୋନୀତ ସ୍ଥାନ ରେ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ। କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଭୂମିରକ୍ସ୍ଟ ଉତ୍ପନ୍ନ ସମସ୍ତ ଦ୍ରବ୍ଯ ରେ ଓ ତକ୍ସ୍ଟମ୍ଭ ସମସ୍ତ କଠିନ କର୍ମ ପାଇଁ ତୁମ୍ଭକୁ ଆଶୀର୍ବାଦ କରିବେ। ତେଣୁ ତୁମ୍ଭେ ଆନନ୍ଦିତ ହବୋ ଉଚିତ୍।

Deuteronomy 16 illustration - Deuteronomy Chapter 16

16ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ, ସହେି ସ୍ଥାନ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାର ପର୍ବ ଓ ସଲ୍ଗାହ ସମକ୍ସ୍ଟହର ପର୍ବ ସମୟରେ ଓ କକ୍ସ୍ଟଟୀର ପର୍ବ ସମୟରେ ମାତ୍ର ସମାନେେ ତକ୍ସ୍ଟଚ୍ଛା ହାତ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ହବୋ ଉଚିତ୍ ନକ୍ସ୍ଟହଁ।

17ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ତକ୍ସ୍ଟମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନକ୍ସ୍ଟସା ରେ ତୁମ୍ଭର ପ୍ରେତ୍ୟକକ ଜଣ ଆପଣା ସାଧ୍ଯ ପ୍ରମାଣେ ଦବେ।

18ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।

19ତୁମ୍ଭେ ସର୍ବଦା ନ୍ଯାଯବାନ ହବେ। ନ୍ଯାଯ ରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭମାନେେ ଉତ୍କୋଚ ନଇେ ଅନ୍ଯାଯ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମୀକମାନଙ୍କର ବାକ୍ଯ ଅନ୍ୟଥା କରେ।

20ଯାହା ସର୍ବୋତଭାବେ, ୟାଥାର୍ଥ ତୁମ୍ଭେ ତା'ର ଅନକ୍ସ୍ଟଗାମୀ ହକ୍ସ୍ଟଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।

Deuteronomy 16 illustration - Deuteronomy Chapter 16

21ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ତୁମ୍ଭେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିବ, ତହିଁ ନିକଟରେ ଆଶରୋର ମୂର୍ତ୍ତି ବୋଲି କୌଣସି ପ୍ରକାର କାଠ ସ୍ଥାପନ କରିବ ନାହିଁ।

22ମୂର୍ତ୍ତିଗକ୍ସ୍ଟଡିକ ସକାେଶ, କୌଣସି କୀର୍ତ୍ତୀସ୍ତମ୍ଭ ସ୍ଥାପନ କର ନାହିଁ, ଯାହାକକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଘୃଣା କରନ୍ତି।

Chapter Complete

You have read Deuteronomy 16

22 verses