Lumina
Ecclesiastes

Wisdom and Folly

Ecclesiastes 10·Oriya Bible

1କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସପରେି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।

2ଜଣେ ଜ୍ଞାନୀର ହୃଦଯ ତାକୁ ଠିକ୍ ପଥରେ ଆଗଇେ ନିଏ, କିନ୍ତୁ ଜଣେ ମୂର୍ଖର ହୃଦଯ ତାକୁ ଭୁଲ୍ ବାଟରେ ଆଗଇେ ନିଏ।

3ମୁର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦଖାୟୋଏ। ପୁଣି ସେ ପ୍ରେତ୍ୟକକକୁ କ ହେ ଯେ ସେ ମୂର୍ଖ।

4କାରଣ ଜଣେ ଶାସକ ତୁମ୍ଭ ଉପ ରେ ରାଗିଛନ୍ତି, ସେଥିପାଇଁ ପଳାଇୟାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁଲ୍କୁ ମଧ୍ଯ ଅତିକ୍ରମ କରିପା ରେ। କାରଣ ଅଧିନତା ସ୍ବୀକାର ଦ୍ବାରା ମହା ଅନିଷ୍ଟ କ୍ଷାନ୍ତ ହୁଏ।

5ମୁଁ ସୂର୍ୟ୍ଯ ତଳେ ଏକ ମନ୍ଦ ବିଷଯ ଦେଖିଲି। ଏକ ଭୁଲ୍ ଯାହା ଶାସନ କର୍ତ୍ତାଠାରୁ ଆସିଥାଏ।

Ecclesiastes 10 illustration - Ecclesiastes Chapter 10

6ମୂର୍ଖମାନଙ୍କୁ ମହତ୍ତ୍ବ ପୂର୍ଣ୍ଣ ସ୍ଥାନ ଦିଆୟାଏ, ଯେତବେେଳେ ଧନୀ ମାନଙ୍କୁ ଗୁରୁତ୍ବହୀନ କାର୍ୟ୍ଯ ଦିଆୟାଏ।

7ମୁଁ ଦାସମାନଙ୍କୁ ଅଶ୍ବ ଉପ ରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ଯ ପଦଗତି ରେ ଗମନ କରିବାର ଦେଖିଅଛି।

8ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।

9ଯେଉଁ ଲୋକ ଏକବଡ଼ ପଥର ଗଡ଼ାଏ, ସେ ତାଦ୍ବାରା ଆଘାତ ପାଇବ। ପୁଣି ଯେ କାଠ ଚି ରେ, ସେ ତାହା ଦ୍ବାରା ଆପଦଗ୍ରସ୍ତ ହବେ।

10କୁରାଢ଼ି ଦନ୍ଥଡ଼ା ହେଲେ, ଯଦି ତା'ର ଦାଢ଼ ନ ପଜାଏ, ତବେେ ତାହାପ ରେ ଅଧିକ ବଳ ପ୍ରଯୋଗ କରିବାକୁ ହୁଏ। କିନ୍ତୁ ଜ୍ଞାନ ଜିନିଷକୁ ସହଜ ସାଧ୍ଯ କରିଦିଏ।

Ecclesiastes 10 illustration - Ecclesiastes Chapter 10

11ସର୍ପ ମନ୍ତ୍ର ମୁଗ୍ଧ ହବୋ ପୂର୍ବରୁ କାମୁଡ଼ିଲେ, ସାପ କଳୋର କୌଶଳ ଅନାବଶ୍ଯକ।

12ଜ୍ଞାନୀର କଥା ତା ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।

13ତାହାର ମୁଖର ବାକ୍ଯାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶଷେ ମନ୍ଦ ପାଗଳାମୀ ଅଟେ।

14ମୂର୍ଖ ବହୁ କଥା କ ହେ। ତଥାପି କ'ଣ ହବେ ମନୁଷ୍ଯ ଜାଣେ ନାହିଁ। ଆଉ ତା'ପ ରେ କ'ଣ ଘଟିବ, କହେି ତାକୁ ଜଣାଇ ପାରିବ ନାହିଁ।

15ପ୍ରେତ୍ୟକକ ମୂର୍ଖର ପରିଶ୍ରମ ତାହାକୁ କ୍ଲାନ୍ତ କରେ, କାରଣ କିପରି ନଗରକୁ ୟିବାକୁ ହୁଏ ତାହା ସେ ଜାଣେ ନାହିଁ।

Ecclesiastes 10 illustration - Ecclesiastes Chapter 10

16ହେ ଦେଖ, ତୁମ୍ଭର ରାଜା ଯବେେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତ ରେ ଭୋଜନ କରନ୍ତି। ତବେେ ଏହା ତୁମ୍ଭ ପ୍ରତି ବହୁତ ଖରାପ।

17ହେ ଦେଶ ଯଦି ତୁମ୍ଭର ରାଜା କୁଳୀନ ପରିବାରରୁ ଆସନ୍ତି ଓ ତୁମ୍ଭର ଅଧିପତିଗଣ ଯବେେ ମତ୍ତତା ନିମନ୍ତେ ନୁହେଁ ମାତ୍ର ବଳ ନିମନ୍ତେ ପାନ କରନ୍ତି ଓ ଉପୟୁକ୍ତ ସମୟରେ ଭୋଜନ କରନ୍ତି, ତବେେ ତୁମ୍ଭେ ଧନ୍ଯ।

18ଆଳସ୍ଯ ଛାତକୁ ଭୁଷୁଡ଼ାଇ ଦିଏ, ପୁଣି ଗୃହ ରେ ଛିଦ୍ର ହୁଏ।

19ଖୁସି ନିମନ୍ତେ ଖାଦ୍ୟ ପ୍ରସ୍ତୁତ ହୁଏ। ପୁଣି ଦ୍ରାକ୍ଷାରସ ମନ ଆନନ୍ଦିତ କରେ, ଧନ ସବୁ କାର୍ୟ୍ଯ ରେ ଆ ସେ।

20ରାଜାକୁ ଅଭିଶାପ ଦିଅ ନାହିଁ। ନା ଏପରିକି ମନେ ମନେ ମଧ୍ଯ ଦିଅ ନାହିଁ। ଆଉ ଧନୀକୁ ଆପଣା ଶଯନ ଗୃହ ରେ ଅଭିଶାପ ଦିଅ ନାହିଁ। କାରଣ ଏକ େଛାଟ ପକ୍ଷୀ ସହେି ବାର୍ତ୍ତା ନଇୟିବେ ଓ ସେ କଥା ଉତ୍ତର ଦବେ।

Chapter Complete

You have read Ecclesiastes 10

20 verses