Lumina
Ecclesiastes

Vanity of Toil

Ecclesiastes 4·Oriya Bible

1ପୁନରାଯ ବହୁତ ଲୋକ ଅତ୍ଯାଚାରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସମାନଙ୍କେୁ ସାନ୍ତ୍ବନା ଦବୋ ପାଇଁ କହେି ମଧ୍ଯ ନ ଥିଲେ। ମୁଁ କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନ ରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ଯ ମୁଁ ଦେଖିଲି। ସମାନଙ୍କେ ଦ୍ବାରା ଆହତ ଲୋକମାନଙ୍କୁ କହେି ସାନ୍ତ୍ବନା ଦବୋକୁ ନ ଥିଲେ।

2ମୁଁ ନିଷ୍ପତ୍ତି ନଲେି, ଯେ ଜୀବିତ ଲୋକମାନଙ୍କ ଅପେକ୍ଷା ମୃତ ଲୋକମାନେ ଅଧିକ ଭାଗ୍ଯବାନ୍।

3ଏବଂ ୟିଏ ଆଜି ପର୍ୟ୍ଯନ୍ତ ଜନ୍ମ ହାଇନୋହିଁ, ସେ ଅନ୍ୟତର ସମାନଙ୍କେଠାରୁ ଭଲ ରେ ଅଛି, ଯେ ହତେୁ ସେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଅମଙ୍ଗଳ ଘଟିଛି, ତାହା ଦେଖି ନାହିଁ।

4ଏହାପ ରେ ମୁଁ ଭାବିଲି, କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି। ମୁଁ ଦେଖିଲି ଲୋକମାନେ ଜୀବନ ରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସମାନେେ କବେେ ଚାହାଁନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ଯ ଅଟେ।

5କିଛି ଲୋକ କହନ୍ତି, ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତବେେ ତୁମ୍କେ ଉପବାସ ରେ ମୃତ୍ଯୁ ଭୋଗ କରିବ।

Ecclesiastes 4 illustration - Ecclesiastes Chapter 4

6ସଂଘର୍ଷ କରି ଦୁଇହାତ ପୂର୍ଣ୍ଣ କର। ପବନକୁ ଧରିବାକୁ ଚେଷ୍ଟା କରିବାଠାରୁ ମନର ଶାନ୍ତି, ସୁଖ ପାଇଁ ଗୋଟିଏ ହାତ ମୁଠି ଭଲ।

7ଏହାପ ରେ ମୁଁ ପୁନରାଯ ସୂର୍ୟ୍ଯ ତଳେ ଅସାର ଦେଖିଲି।

8ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି ? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।

9ଏକ ଜଣରୁ ଦୁଇଜଣ ଭଲ। କାରଣ ସମାନେେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।

10ଯଦି ଜଣେ ବ୍ଯକ୍ତି ପଡ଼ିୟାଏ, ତବେେ ତା'ର ସାଙ୍ଗ ତାକୁ ଉଠାଇବାକୁ ସାହାୟ୍ଯ କରିବ। ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ, ତାକୁ ଉଠାଇବା ପାଇଁ ଅନ୍ୟ କହେି ସଠାେ ରେ ନ ଥାଏ।

Ecclesiastes 4 illustration - Ecclesiastes Chapter 4

11ଆହୁରି ଦୁଇଜଣ ଏକତ୍ର ଶଯନ କଲେ ଉଷ୍ମ ହୁଅନ୍ତି ମାତ୍ର ଜଣେ କିରୂପେ ଉଷ୍ମ ହାଇପୋରିବ।

12ଯେକହେି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତବେେ ଦୁଇଜଣ ତାହାର ପ୍ରତିବାଦ କରିବେ। ପୁଣି ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିୟାଏ ନାହିଁ।

13ଯେଉଁ ବୃଦ୍ଧ ଓ ନିର୍ ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଚା ହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ୟୁବା ଲୋକ ଭଲ।

14କାରଣ ସେ ରାଜା ହବୋ ପାଇଁ କାରାଗାରରୁ ବାହାର ହାଇେ ଆସିଲା। ଆହୁରି ସେ ତାହାର ରାଜ୍ଯ ରେ ଦରିଦ୍ର ହାଇେ ଜନ୍ମିଥିଲା।

15ମୁଁ ଦେଖିପାରୁଛି ଯେ, ପୃଥିବୀ ରେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ୟାତାଯତ କରୁଛନ୍ତି, ସମାନେେ ପରବର୍ତ୍ତୀ ୟୁବକକୁ ଅନୁସରଣ କଲେ, ୟିଏକି ତା'ର ସାଙ୍ଗ, ତାଙ୍କର ସ୍ଥାନ ନବେେ।

Ecclesiastes 4 illustration - Ecclesiastes Chapter 4

16ଅସଂଖ୍ଯ ଲୋକ ଉତ୍ତରାଧିକାରୀଙ୍କୁ ଅନୁସରଣ କରିବେ ଏବଂ ଯେଉଁ ଲୋକମାନେ ପ ରେ ଆସିବେ ସମାନେେ ସହେି ପ୍ରଥମ ଜ୍ଞାନୀ ୟୁବକକୁ ପ୍ରଶଂସା କରିବେ ନାହିଁ। ଏହା ମଧ୍ଯ ଅସାର ଓ ପବନର ପଶ୍ଚାତ୍ ଗମନ କଲା ପରି।

Chapter Complete

You have read Ecclesiastes 4

16 verses