Lumina
Exodus

Manna and Quail

Exodus 16·Oriya Bible

1ଏହାପରେ ଇଶ୍ରାୟେଲର ସମସ୍ତ ସମାଜ ଏଲୀମ ଛାଡି ସୀନଯ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନଯର ମଝି ରେ ଥିଲା। ସମାନେେ ମିଶର ଛାଡିବାର ଦ୍ବିତୀୟ ମାସର ପଞ୍ଚଦଶ ଦିନ ରେ ସଠାେରେ ପହନ୍ଚିଲେ।

2ଏହାପରେ ସମଗ୍ର ଇଶ୍ରାୟେଲୀୟ ସମାଜ ମରୁଭୂମିଠା ରେ ମାଶାେ ଓ ହାରୋଣଙ୍କ ଉପରେ ଅସନ୍ତାଷେ ପ୍ରକାଶ କଲେ।

3ଲୋକମାନେ କହିଲେ, ଏହା ବହୁତ ଭଲ ହାଇେଥାନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶର ରେ ହତ୍ଯା କରିଥାନ୍ତେ। ସଠାେରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ଯକ ପରିମାଣର ଖାଦ୍ୟ ସଠାେରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠା ରେ ଆମ୍ଭକୁ ଭୋକରେ ମାରିବାକୁ ଚାହଁ କି?

4ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ଯ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ୟାଇ ତାଙ୍କର ଆବଶ୍ଯକ ପରିମାଣ ରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡିବ ଯେ ସମାନେେ ଆମ୍ଭର ବ୍ଯବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।

5ପ୍ରେତ୍ୟକକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସତେିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତବେେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତବେେଳେ ସମାନେେ ଦେଖିବେ ଯେ ତାହା ଦୁଇଗୁଣ ହାଇଯେିବ।

Exodus 16 illustration - Exodus Chapter 16

6ତେଣୁ ମାଶାେ ଏବଂ ହାରୋଣ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ଆଜି ରାତି ରେ ତୁମ୍ଭମାନେେ ସଦାପ୍ରଭୁଙ୍କର ଶକ୍ତି ଦେଖି ପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରିଛନ୍ତି।

7ଆସନ୍ତାକାଲି ପ୍ରଭାତ ରେ ତୁମ୍ଭମାନେେ ପରମେଶ୍ବରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭମାନେେ କିଏ? ପ୍ରକୃତ ରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।

8ଏବଂ ମାଶାେ କହିଲେ, ତେଣୁ ଆଜି ରାତ୍ର ରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ ଦବେେ। ଏବଂ ପ୍ରଭାତ ରେ ସେ ତୁମ୍ଭମାନଙ୍କୁ ଆବଶ୍ଯକ ପରିମାଣ ରେ ରୋଟୀ ମଧ୍ଯ ଦବେେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତ ରେ ତୁମ୍ଭମାନେେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।

9ଏହାପରେ ମାଶାେ ହାରୋଣଙ୍କୁ କହିଲେ, ଇଶ୍ରାୟେଲର ସମସ୍ତ ଲୋକଙ୍କୁ, 'ସଦାପ୍ରଭୁଙ୍କ ସମ୍ମୁଖ ରେ ଏକତ୍ରୀତ ହବୋକୁ କୁହ। ଯେ ହତେୁ ସେ ତୁମ୍ଭମାନଙ୍କର ଅଭିୟୋକ ଶୁଣିଲେ।'

10ଯେତବେେଳେ ହାରୋଣ ଇଶ୍ରାୟେଲମାନଙ୍କୁ କହିଲେ, ସମାନେେ ମରୁଭୂମି ଆଡକୁ ବୁଲି ଚାହିଁଲେ। ହଠାତ୍ ମେଘ ମଧିଅରେ ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।

Exodus 16 illustration - Exodus Chapter 16

11ସଦାପ୍ରଭୁ ମାଶାଙ୍କେୁ କହିଲେ,

12ଆମ୍ଭେ ଇଶ୍ରାୟେଲର ଅଭି ଯୋଗ ଶୁଣିଅଛୁ। ତେଣୁ ସମାନଙ୍କେୁ କୁହ, 'ଆଜି ରାତି ରେ ତୁମ୍ଭମାନେେ ମାଂସ ଭକ୍ଷଣ କରିବ। ଏବଂ ପ୍ରଭାତ ରେ ତୁମ୍ଭର ଆବଶ୍ଯକ ପରିମାଣର ରୋଟୀ ଖାଇବ। ଏଥି ରେ ତୁମ୍ଭମାନେେ ଜାଣିପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।'

13ସହେି ରାତି ରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣୀକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତ ରେ ଛାଉଣୀ ସ୍ଥାନ ରେ ଚାରିଆଡେ କାକରର ଏକ ସ୍ତର ଥିଲା।

14ଏହାପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିୟିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ଯ ମରୁଭୂମି ଉପରେ ପଡି ରହିଲା।

15ଇଶ୍ରାୟେଲର ଲୋକମାନେ ଏହାକୁ ଦେଖି କଥାବର୍ତ୍ତା ହେଲେ। ଏଗୁଡିକ କ'ଣ? ସମାନେେ ଏପରି କହିଲେ କାରଣ ସମାନେେ ଜାଣି ନଥିଲେ ଏଗୁଡିକ କ'ଣ ଥଲା। ତେଣୁ ସମାନେେ ମାଶାଙ୍କେୁ ପଚାରିଲେ, ତେଣୁ ମାଶାେ ସମାନଙ୍କେୁ କହିଲେ, ଏଗୁଡିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ।

Exodus 16 illustration - Exodus Chapter 16

16ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରେତ୍ୟକକ ଜଣ ନିଜନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ଯା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣ ରେ ତାହା ସଂଗ୍ରହ କର।'

17ତେଣୁ ଇଶ୍ରାୟେଲର ଲୋକମାନେ ଏହିପରି କଲେ। ପ୍ରେତ୍ୟକକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।

18ଏହାପରେ ସମାନେେ ତାଙ୍କର ପରିବାର ରେ ଖାଦ୍ୟ ବଣ୍ଟନ କଲେ। ଏଥି ରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲାନାହିଁ।

19ମାଶାେ ସମାନଙ୍କେୁ କହିଲେ, ଆସନ୍ତା ଅନ୍ୟ ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।

20କିନ୍ତୁ କେତକେ ଲୋକ ସମାନଙ୍କେର କଥାକୁ ଧ୍ଯାନ ଦେଲେ ନାହିଁ। ଯେଉଁ ଖାଦ୍ୟ ଲୋକମାନେ ସଂଚଯ କରି ରଖିଥିଲେ, ସକାଳ ପର୍ୟ୍ଯନ୍ତ ତାହା କୃମିମାନଙ୍କ ଦ୍ବାରା ଦୂଷିତ ହେଲା ଏବଂ ଦୁର୍ଗନ୍ଧ କଲା। ମାଶାେ ସମାନଙ୍କେ ଉପରେ କ୍ଷୁବ୍ଧ ହେଲେ।

Exodus 16 illustration - Exodus Chapter 16

21ପ୍ରେତ୍ୟକକ ସକାଳେ ଲୋକମାନେ ସମାନଙ୍କେର ଖାଦ୍ୟ ସଂଗ୍ରହ କଲେ। ପ୍ରେତ୍ୟକକ ଲୋକ ସମାନଙ୍କେର ଆବଶ୍ଯକ ମୁତାବକ ଖାଦ୍ୟ ସଂଗ୍ରହ କଲେ। ମାତ୍ର ପ୍ରଚଣ୍ଡ ଖରା ରେ ତାହାସବୁ ତରଳିଗଲା।

22ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସମାନେେ ପ୍ରେତ୍ୟକକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମାଶାଙ୍କେୁ ଜଣାଇଲେ,

23ମାଶାେ ସମାନଙ୍କେୁ କହିଲେ, ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତା କାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ବିଶ୍ରାମ ହବେ। ତୁମ୍ଭମାନେେ ଆଜି ଯେତିକି ଖାଦ୍ୟ ଦରକାର କରୁଛି ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ୟ୍ଯନ୍ତ ସଂଚଯ କର।

24ତେଣୁ ଲୋକମାନେ ବଳକା ଖାଦ୍ୟକୁ ସଂଚଯ କଲେ। ସହେି ଖାଦ୍ୟ ଜମା ନଷ୍ଟ ହେଲା ନାହିଁ। ସେଥି ରେ କୃମୀ ନଥିଲେ।

25ସପ୍ତମ ଦିବସ, ମାଶାେ ଲୋକମାନଙ୍କୁ କହିଲେ, ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ଯ ଦିବସ। ତେଣୁ ତୁମ୍ଭମାନେେ କ୍ଷତକେୁ ଆଜି କହେି ନୟାଇ ରଖାୟାଇଥିବା ଖାଦ୍ୟକୁ ଭକ୍ଷଣ କର।

Exodus 16 illustration - Exodus Chapter 16

26ତୁମ୍ଭମାନେେ ଛଅଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।

27ତଥାପି ସପ୍ତମ ଦିବସ ରେ ମଧ୍ଯ କହେି କହେି ଖାଦ୍ୟ ଖାଜେିବାକୁ ଗଲେ, ସମାନେେ କିଛି ପାଇଲେ ନାହିଁ।

28ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, କେତକୋଳ ତୁମ୍ଭ ଲୋକମାନେ ମାରେ ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?

29ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦବୋ ହତେୁ ଷଷ୍ଠ ଦିନ ରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭମାନେେ ପ୍ରେତ୍ୟକକ ବିଶ୍ରାମ ଦିନ ରେ ନିଜ ନିଜ ସ୍ଥାନରୁ ବାହାରକୁ ନୟାଇ ନିଜ ନିଜ ସ୍ଥାନ ରେ ଥାଅ।

30ତେଣୁ ଲୋକମାନେ ବିଶ୍ରାମ ଦିନ ରେ ବିଶ୍ରାମ କଲେ।

Exodus 16 illustration - Exodus Chapter 16

31ତେଣୁ ଇଶ୍ରାୟେଲର ଲୋକମାନେ ସହେି ଖାଦ୍ୟର ନାମ ମାନ୍ନା ଦେଲେ। ତାହା ଧନିଆ ପରି ଶୁକ୍ଲବର୍ଣ୍ଣ ଓ ତାହାର ସ୍ବାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ଯ ଥିଲା।

32ଏହାପରେ ମାଶାେ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଛନ୍ତି, ' ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧିଅରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯମେନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷ ପରମ୍ପରା ଦେଖନ୍ତି। ଏଣୁ ସମାନଙ୍କେ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।'

33ତେଣୁ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ଏକ ପାତ୍ର ନଇେ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖ ରେ ରଖ। ତାହା ତୁମ୍ଭମାନଙ୍କ ପୂର୍ବପୁରୁଷ ପରମ୍ପରା ନିମନ୍ତେ ରଖାୟିବ।

34ସଦାପ୍ରଭୁ ମାଶାଙ୍କେୁ ଆଜ୍ଞା ଦଇେଥିବା ଅନୁସାରେ ହାରୋଣ ଏହାକୁ ନିଯମ-ସିନ୍ଦୁକ ସମ୍ମୁଖ ରେ ରଖିଲେ।

35ଲୋକମାନେ ଚାଳିଷ ବର୍ଷ ପର୍ୟ୍ଯନ୍ତ ଏହି ମାନ୍ନା ଖାଇଲେ। ସମାନେେ ଏହି ମାନ୍ନା ବସତିଦେଶ ରେ ଉପସ୍ଥିତ ନ ହବୋ ୟାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମା ରେ ପହଁଞ୍ଚିବା ପର୍ୟ୍ଯନ୍ତ ସମାନେେ ମାନ୍ନା ଖାଇଲେ।

Exodus 16 illustration - Exodus Chapter 16

36ଏକ ଓମର ଐଫାର ଦଶମାଂଶ।

Chapter Complete

You have read Exodus 16

36 verses