Lumina
Exodus

The Priestly Garments

Exodus 28·Oriya Bible

1ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।

2ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସହେି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।

3ସହେି ନିପୁଣ ଲୋକମାନଙ୍କୁ ପଚାର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି।

4ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ।

5ସମାନେେ ସୁବର୍ଣ୍ଣ, ନୀଳ ଓ ଧୁମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହବେ।

Exodus 28 illustration - Exodus Chapter 28

6 ସମାନେେ ନୀଳ, ଧୁମ୍ର, ସିନ୍ଦୁର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ରେ ନିପୁଣ ଶିଳ୍ପକାରର କର୍ମ ଦ୍ବାରା ସହେି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।

7ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ।

8ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ।

9ଦୁଇଟି ଗୋମଦେକମଣି ନଇେ ତହିଁ ଉପରେ ଇଶ୍ରାୟେଲ ପୁତ୍ରମାନଙ୍କ ନାମ ଖାଦେିତ କରିବ।

10ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡିକ ସମାନଙ୍କେର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାୟିବା ଉଚିତ୍।

Exodus 28 illustration - Exodus Chapter 28

11ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ।

12ଏହାପରେ ଇଶ୍ରାୟେଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସହେି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟି ରେ ଦବେ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖ ରେ ଆପଣା ଦୁଇ ସ୍କନ୍ଧ ରେ ସମାନଙ୍କେ ନାମ ବହିବ।

13ଶୁଦ୍ଧ ସୁବର୍ଣ୍ଣ ରେ ଏହି ପଥର ଏଫୋଦର ରହିବ।

14ଦୁଇମାେଡା ହାଇେଥିବା ସୁବର୍ଣ୍ଣ ଜଞ୍ଜିର କରି ସହେି ଏଫୋଦ ରେ ଲଗାଇବ।

15ନିପୁଣ କାରିଗର ଦ୍ବାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନଳୀ, ବାଇଗଣି ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତ୍ତି ରେ ନିର୍ମାଣ ହବୋ ଉଚିତ୍ା

Exodus 28 illustration - Exodus Chapter 28

16ଚତୁଷ୍କଣ ଓ ଦୋହରା ହବେ। ତହିଁର ଦୀର୍ଘତା ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହବେ।

17ତାହାକୁ ଚାରି ମଣି ପଂକ୍ତି ରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତି ରେ ଚୂଣୀ ଓ ପୀତମଣି ମର୍କତ,

18ଦ୍ବିତୀୟ ପଂକ୍ତି ରେ ପଦ୍ମରାଗ ଓ ନୀଳକାନ୍ତ ହୀରକ,

19ତୃତୀୟ ପଂକ୍ତି ରେ ପରେୋଜ, ୟିସ୍ମ ଓ କଟା ହଳୋ।

20ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।

Exodus 28 illustration - Exodus Chapter 28

21ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।

22ବୁକୁପଟା ନିମନ୍ତେ ହାରଗୁଡିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣ ରେ ମାେଡା ୟାଇଥିବ।

23ବୁକୁପଟା ଉପରେ ସ୍ବର୍ଣ୍ଣର ଦୁଇ କଡା ରହିବ। ବୁକୁପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲଗାଇବ।

24ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡା ମଧିଅରେ ସହେି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।

25ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟି ରେ ବାନ୍ଧ।

Exodus 28 illustration - Exodus Chapter 28

26ଆଉ ଦୁଇଟି ସୁବର୍ଣ୍ଣର କଡା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କଣ ରେ ତାକୁ ଲଗାଅ।

27ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

28ବୁକୁପଟା ଯମେନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନୟିବ ଏଥିପାଇଁ ସମାନେେ ବୁକୁପଟାରକୁ ନିଜ କଡା ରେ ନୀଳସୁତ୍ର ଦ୍ବାରା ଏଫୋଦର କଡା ସହିତ ବନ୍ଦ ରଖିବେ।

29ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ।

30ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ।

Exodus 28 illustration - Exodus Chapter 28

31ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ରେ ଚୋଗା ତିଆରି କର।

32ଏହାର ମଧ୍ଯ ସ୍ଥଳ ରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ଯାଯ ସହେି ଛିଦ୍ରର ଚତୁର୍ଦ୍ଦିଗ ରେ ବୁଣା କର୍ମ ହବେ। ତହିଁରେ ତାହା ଛିଣ୍ଡି ୟିବ ନାହିଁ।

33ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣର ଡାଳିମ୍ବ କରିବ। ଆଉ ଚାରି ଦିଗ ରେ ତହିଁ ମଧିଅରେ ସ୍ବର୍ଣଘଣ୍ଟି ରହିବ।

34ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।

35ହାରୋଣ ସବୋ କରିବା ସମୟରେ ତାହା ପିନ୍ଧିବ। ଯେଉଁଥି ରେ ସେ ଯେତବେେଳେ ସଦାପ୍ରଭୁଙ୍କ ଛାମୁ ରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତବେେଳେ ଘଣ୍ଟି ଶବ୍ଦ ଶୁଣାୟିବ। ଏହି ପ୍ରକା ରେ ହାରୋଣ ମରିବ ନାହିଁ।

Exodus 28 illustration - Exodus Chapter 28

36ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।

37ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ।

38ଏହା ହାରୋଣର କପାଳ ଉପରେ ରହିବ। ଇଶ୍ରାୟେଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାଯୀ ହବେ। ଏହା ସର୍ବଦା ତା'ର କପାଳ ରେ ରହିବ, ଯାହା ଫଳ ରେ ସହେି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀଯ ହବେ।

39ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।

40ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ।

Exodus 28 illustration - Exodus Chapter 28

41ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।

42 ସମାନଙ୍କେର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟୀଠାରୁ ଜଙ୍ଘ ପର୍ୟ୍ଯନ୍ତ ଶୁକ୍ଲ ଜଙ୍ଘିଆ ତିଆରି କର।

43ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।

Chapter Complete

You have read Exodus 28

43 verses