Lumina
Exodus

Consecration of the Priests

Exodus 29·Oriya Bible

1ବର୍ତ୍ତମାନ ମୁଁ ତୁମ୍ଭକୁ କହିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିୟିକ୍ତି କରିବା ପାଇଁ ହବେ। ଏକ ନିଖୁଣ ବାଛୁରୀ ଓ ଦୁଇଟି ନିଖୁଣ ଅଣ୍ଡିରା ମଷେ ନିଅ।

2ଏହାପରେ ତାଡିଶୁନ୍ଯ ରୋଟୀ ଓ ତୈଳୟୁକ୍ତ ତାଡିଶୂନ୍ଯ ଚକୁଳୀ, ଏବଂ ତୈଳୟୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡୀଶୂନ୍ଯ ଅଟାରୁ ପ୍ରସ୍ତୁତ କରିବ।

3ଏହି ପିଠା ଓ ରୋଟୀତକ ଡାଲା ରେ ରଖ। ଏହାପରେ ସହେି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମଷେ ସମାଗମ ତମ୍ବୁ ନିକଟକୁ ଆଣ।

4ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ ତମ୍ବୁ ସ୍ଥାନର ଦ୍ବାର ଦେଶକୁ ଆଣ। ସମାନଙ୍କେୁ ଗା ଧୋଇ ଦିଅ।

5ହାରୋଣକୁ ସହେି ସ୍ବତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଲ ସୂତ୍ର ରେ ବୁଣା ୟାଇଥିବା ଚୋଗା ଏବଂ ଏଫୋଦର ଚୋଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟୀବନ୍ଧନ ତାହାର କଟୀ ରେ ବନ୍ଧ।

Exodus 29 illustration - Exodus Chapter 29

6ତାହାର ମସ୍ତକରେ ପାଗ ବାନ୍ଧି ତା' ଉପରେ ଏକ ପବିତ୍ର ମୁକୁଟ ଦବେ।

7ଏହାପରେ ଅଭିଷକୋର୍ଥକ ତୈଳ ନଇେ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷକେ କରିବ।

8ଏହାପରେ ହାରୋଣର ପୁତ୍ରମାନଙ୍କୁ ସହେି ସ୍ଥାନକୁ ଆଣ। ସମାନଙ୍କେୁ ଧଳା ଜାମା ପରିଧାନ କରାଇବ।

9ହାରୋଣର ଓ ତା'ର ପୁତ୍ରମାନଙ୍କର କଟୀ ରେ କଟୀବନ୍ଧନ ବାନ୍ଧିଦିଅ ଓ ସମାନଙ୍କେ ମସ୍ତକରେ ପଗଡି ବାନ୍ଧ। ତହିଁରେ ସମାନେେ ବିଶଷେ ବ୍ଯବସ୍ଥା ଅନୁସାରେ ସର୍ବଦା ଯାଜକ ହବେେ।

10ତା'ପରେ ସହେି ବାଛୁରୀକୁ ସମାଗମ ତମ୍ବୁ ନିକଟକୁ ଆଣ। ହାରୋଣ ଏବଂ ତା'ର ପୁତ୍ରମାନେ ସହେି ଗୋବତ୍ସ ମସ୍ତକରେ ହାତ ରଖିବେ।

Exodus 29 illustration - Exodus Chapter 29

11ଏହାପରେ ସହେି ବାଛୁରୀକୁ ସହେିଠା ରେ ଅର୍ଥାତ୍ ସହେି ପ୍ରବେଶ ଦ୍ବାର ନିକଟରେ ହତ୍ଯା କର। ଏହା ସଦାପ୍ରଭୁଙ୍କ ସମ୍ମୁଖ ରେ ହବେ।

12ଏହାପରେ ସହେି ପାଛୁରୀର କିଛି ରକ୍ତ ୟଜ୍ଞବଦେୀ ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳି ରେ ରକ୍ତ ନଇେ ୟଜ୍ଞବଦେୀର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବଦେୀ ମୂଳ ରେ ଢାଳ।

13ତା'ପରେ ତା'ର ଭିତରର ମଦେ, କଲିଜାର ମଦେ ଅଂଶ, ୟକୃତ ଏବଂ ଚାରିପଟେ ଥିବା ମଦକେୁ ୟଜ୍ଞବଦେୀ ରେ ଦଗ୍ଧ କର।

14ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।

15ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସମାନେେ ତାଙ୍କର ହସ୍ତ ଏକ ଅଣ୍ଡିରା ମଷେର ମସ୍ତକ ଉପରେ ରଖିବେ।

Exodus 29 illustration - Exodus Chapter 29

16ସହେି ଅଣ୍ଡିରା ମଷେକୁ ହତ୍ଯା କର ଓ ତା'ର ରକ୍ତ ସଂଗ୍ରହ କର। ସହେି ରକ୍ତକୁ ୟଜ୍ଞବଦେୀର ଚାରିକାନ୍ଥ ରେ ଛିଞ୍ଚି ଦିଅ।

17ଏହାପରେ ଅଣ୍ଡିରା ମଷେକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ ଧେ ୗତ କରି ତାହାସବୁ ସହେି ଖଣ୍ଡ ସକଳ ଓ ତା'ର ମସ୍ତକ ସହିତ ରଖ।

18ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।

19ହାରୋଣକୁ ଏବଂ ତାଙ୍କର ପୁତ୍ରମାନଙ୍କୁ ଅନ୍ୟ ଅଣ୍ଡିରା ମଷେ ମୁଣ୍ଡ ଉପରେ ହାତ ରଖିବାକୁ କୁହ।

20ସହେି ଅଣ୍ଡିରା ମଷେକୁ ହତ୍ଯାକର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସହେି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତ ରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତର ଲଗାଅ। ସମାନଙ୍କେର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ୟଜ୍ଞବଦେୀର ଚାହିଆଡେ ରକ୍ତ ଛିଞ୍ଚ।

Exodus 29 illustration - Exodus Chapter 29

21ଏହାପରେ ୟଜ୍ଞବଦେୀର ଉପରିସ୍ଥିତ ରକ୍ତରୁ ଓ ଅଭିଷକୋର୍ଥକ ତୈଳରୁ କିଛି ନଇେ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସମାନଙ୍କେ ବସ୍ତ୍ର ପବିତ୍ର ହବେ।

22ଆହୁରି ତୁମ୍ଭେ ସହେି ଉତ୍ସର୍ଗୀତ ମଷେର ମଦେ ଓ ମଦମେଯ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମଦେ ଓ ଡାହାଣ ଚଟୁଆ ନିଅ। ଯେ ହତେୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମଷେ।

23ଏହାପରେ ତାଡୀଶୂନ୍ଯ ରୋଟୀ ଡାଲା ନଇେ ସହେି ଡାଲାକୁ ସଦାପ୍ରଭୁଙ୍କୁ ସମ୍ମୁଖ ରେ ଥୋଇବ। ସହେି ଡାଲାରୁ ଏକ ରୋଟୀ, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ହବେ।

24ଏହିସବୁ ନଇେ ହାରୋଣ ଏବଂ ତା'ର ପୁତ୍ରମାନଙ୍କ ସମ୍ମୁଖ ରେ ହାତ ରେ ଧରିବେ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶିଷ୍ଟ ନବୈେଦ୍ଯ ହବେ।

25ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।

Exodus 29 illustration - Exodus Chapter 29

26ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମଷେର ଛାତି ନିଅ ଏବଂ ଏହାକୁ ବିଶଷେ ନବୈେଦ୍ଯରୂପେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧର। ଏହା ତୁମ୍ଭର ଅଂଶ ହବେ।

27ଉତ୍ସର୍ଗୀକୃତ ମଷେର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ୍ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।

28ଇଶ୍ରାୟେଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦବେେ। ଯେତବେେଳେ ଇଶ୍ରାଯୋଲର ଲୋକମାନେ ସହେିସବୁ ନବୈେଦ୍ଯ ଦବେେ ସହେି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସମାନେେ ଯାଜକକୁ ଯେତବେେଳେ ଏହିସବୁ ଅଂଶ ଦବେେ, ଏହା ୟାୟକମାନଙ୍କ ଦ୍ବାରା ଗ୍ରହଣ କରାୟିବ।

29ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ବତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ଯୁ ପରେ ଏହି ପୋଷାକ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ଦ୍ବାରା ବ୍ଯବହାର ହବେ। ସେ ଏହାକୁ ପିନ୍ଧିବେ ଯେତବେେଳେ ସେ ଅଭିଷିକ୍ତ ଓ ଯାଜକ ପଦ ରେ ସମ୍ପ୍ରଦାଯଭୁକ୍ତ ହବେେ।

30ହାରୋଣଙ୍କ ମୃତ୍ଯୁ ପରେ ତାଙ୍କର ପୁତ୍ର ମହାୟାଜକ ହବେେ। ତାଙ୍କର ପୁତ୍ର ଏହି ବିଶଷେ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତବେେଳେ ସମାନେେ ସମାଗମ ତମ୍ବୁକୁ ଆସିବେ, ସହେି ପବିତ୍ର ସ୍ଥାନ ରେ ସବୋ କରିବେ।

Exodus 29 illustration - Exodus Chapter 29

31ଏହାପରେ ସହେି ପଦ ନି ଯୋଗର୍ଥକ ଅଣ୍ଡିରା ମଷେର ମାଂସ ନଇେ ଗୋଟିଏ ପବିତ୍ର ସ୍ଥାନ ରେ ରୋଷଇେ କର।

32ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ ତମ୍ବୁ ଦ୍ବାର ଦେଶ ରେ ଏହାକୁ ଖାଇବେ। ଡାଲା ରେ ଥିବା ରୋଟୀକୁ ମଧ୍ଯ ସମାନେେ ଖାଇବେ।

33ସମାନଙ୍କେୁ ପଦ ରେ ନିୟୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ବାରା ପ୍ରାଯଶ୍ଚିତ ହେଲା, ତାହା ସମାନେେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀଯ ଲୋକ ତାହା ଭୋଜନ କରିବ ନାହିଁକାରଣ ତାହାସବୁ ପବିତ୍ର ବସ୍ତୁ।

34ଯଦି ପଦ ନି ଯୋଗର୍ଥକ ମାଂସର କିଛି ଏଂଶ କିମ୍ବା ରୋଟୀ ସକାର ପର୍ୟ୍ଯନ୍ତ ରହିୟାଏ, ତବେେ ତାକୁ ଅଗ୍ନି ରେ ଦଗ୍ଧ କର। ତୁମ୍ଭମାନେେ କହେି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ।

35ତୁମ୍ଭମାନେେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦଇେଥିବା ଆଜ୍ଞାନୁସା ରେ ନିଶ୍ଚଯ କରିବ। ତାଙ୍କର ପଦ ନିୟୋଗ ପାଇଁ ନିଶ୍ଚିତ ଭାବରେ ସାତଦିନ ପାଇଁ ଲାଗିବ।

Exodus 29 illustration - Exodus Chapter 29

36ପ୍ରସ୍ତୁତ କରିବା ପାଇଁ ଏବଂ ୟଜ୍ଞବଦେୀକୁ ପବିତ୍ର କରିବା ପାଇଁ ତୁମ୍ଭମାନେେ ସାତଦିନ ପାଇଁ ପ୍ରେତ୍ୟକକ ଦିନ ଏକ ବାଛୁରୀ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।

37ସାତଦିନ ୟାଏ ୟଜ୍ଞବଦେୀକୁ ପ୍ରସ୍ତୁତ କର। ଏହିପରି ୟଜ୍ଞବଦେୀଟି ଅତି ପବିତ୍ର ହବେ। ଯାହା କିଛି ୟଜ୍ଞବଦେୀକୁ ସ୍ପର୍ଶ କରେ ନିଶ୍ଚଯ ସେସବୁ ପବିତ୍ର ହବେ।

38ପ୍ରେତ୍ୟକକ ଦିନ ସହେି ୟଜ୍ଞବଦେୀ ଉପରେ ତୁମ୍ଭେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ବଳି ପାଇଁ ମଷେଶାବକ ଏକ ବର୍ଷୀଯ ହବେ ଏବଂ ପ୍ରେତ୍ୟକକ ଦିନ ଏହା ଦୁଇଟି ବଳି ହବେ।

39ପ୍ରଥମ ମଷେଶାବକ ପ୍ରଭାତ ରେ ଓ ଅନ୍ୟଟି ସନ୍ଧ୍ଯା ସମୟରେ ଉତ୍ସର୍ଗ କରିବ।

40ଯେତବେେଳେ ତୁମ୍ଭେ ପ୍ରଥମ ମଷେଶାବକ ସହିତ ଚତୁର୍ଥାଂଶ ନିର୍ମଳ ପଷୋ ତୈଳ ରେ ମିଶ୍ରୀତ ଏକ ଐଫାର ଦଶମାଂଶ ମଇଦା ଓ ପଯେ ନବୈେଦ୍ଯ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।

Exodus 29 illustration - Exodus Chapter 29

41ସନ୍ଧ୍ଯା ସମୟରେ ଯେତବେେଳେ ଦ୍ବିତୀୟ ମଷେ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତ ରେ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ପ୍ରମାଣେ ତୃଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅଗ୍ନି ଉପହାର ସ୍ବରୂପେ ତାହା ଉତ୍ସର୍ଗ କରିବ।

42ଏହା ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ଯ ହାମବେଳି ହବେ। ସହେି ସ୍ଥାନ ରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।

43ସହେି ସ୍ଥାନ ରେ ମୁଁ ଇଶ୍ରାୟେଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମାରେ ମହିମା ରେ ତମ୍ବୁଟି ପବିତ୍ର ହବେ।

44ମୁଁ ସମାଗମ ତମ୍ବୁ ଓ ୟଜ୍ଞବଦେୀ ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଉତ୍ସର୍ଗ କରିବି।

45ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।

Exodus 29 illustration - Exodus Chapter 29

46ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ତାହା ସମାନେେ ଜାଣିବେ। ସମାନଙ୍କେ ମଧିଅରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସମାନଙ୍କେୁ ବାହାର କରି ଆଣିଛୁ, ତାହା ସମାନେେ ଜାଣିବେ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର।

Chapter Complete

You have read Exodus 29

46 verses