Lumina
Ezekiel

The Boiling Pot

Ezekiel 24·Oriya Bible

1ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନ ରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଆଜିର ତାରିଖ ଲେଖି ରଖ। 'ଏହି ଦିନ ରେ ବାବିଲର ରାଜା ୟିରୁଶାଲମକୁ ଅବ ରୋଧ କରିବାକୁ ଅଗ୍ରସର ହେଲା।'

3ଏହି ବିଦ୍ରୋହୀ ଲୋକମାନଙ୍କ ବିରୁଦ୍ଧ ରେ ଗୋଟିଏ ନୀତିଗଳ୍ପ କୁହ। ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ହଣ୍ଡା ନିଆଁ ରେ ବସାଅ ଓ ତାହା ମଧିଅରେ ପାଣି ଢ଼ାଳି ଦିଅ।

4ଉତ୍ତମ ମାଂସ ଖଣ୍ଡ ସବୁ ଯଥା : ଉରୁ ଓ ସ୍କନ୍ଧ ତହିଁ ମଧିଅରେ ରଖ ଓ ଭଲ ଅସ୍ଥି ରେ ତାହା ପୂର୍ଣ୍ଣ କର।

5ପଲ ମଧ୍ଯରୁ ଏକ ମଷେ ବାଛ। ହଣ୍ଡାତଳ ଜାଳଣେି ଦିଅ। ମାଂସକୁ ଉତ୍ତମରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧିଅରେ ପାକ ହେଉ।'

Ezekiel 24 illustration - Ezekiel Chapter 24

6ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ୟିରୁଶାଲମ, ଏକ ରକ୍ତାକ୍ତ ନଗରୀ। ସହେି ହଣ୍ଡା, ଯାହା ମଧିଅରେ କଳଙ୍କ ରହିଛି ଓ ଯାହାର କଳଙ୍କ ତା' ମଧ୍ଯରୁ ଦୂର ହାଇେ ନାହିଁ। ପାତ୍ର ମଧ୍ଯରୁ ପ୍ରେତ୍ୟକକ ମାଂସ ଖଣ୍ଡ ବାହାର କର। କ'ଣ ଖାଇବାକୁ ହବେ ଓ କ'ଣ ଖାଇବାକୁ ନ ହବେ ସେଥିପାଇଁ ଗୁଳାବାଣ୍ଟ କର ନାହିଁ, ଏହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରିଦିଅ।

7କାରଣ ସହେି ରକ୍ତ ପାତ୍ର ମଧିଅରେ ଅଛି। ୟିରୁଶାଲମ ଏହାକୁ ପଥର ଚଟାଣ ଉପ ରେ ଢ଼ାଳିଲା, ସେ ଧୂଳି ଭୂମିରେ ନୁହେଁ, ଯେଉଁଠା ରେ ଧୂଳି ଆଚ୍ଛାଦିତ ହବେ।

8ସେ ରକ୍ତ ପ୍ରତି ଶାଧେ ନବୋ ପାଇଁ ଯେପରି ଲୋକମାନଙ୍କର କୋର୍ଧ ଜାଗ୍ରତ କରିବ, ଏଥିପାଇଁ ତାକୁ ଆଚ୍ଛାଦିତ ନ କରି ଶୁଷ୍କ ତୈଳ ଉପ ରେ ତାହା ରଖିଅଛୁ।

9ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ' ସହେି ରକ୍ତପୂର୍ଣ୍ଣ ନଗରୀ ସହିତ ଏହା ଖରାପ ହବୋକୁ ଯାଉଛି। ମୁଁ ନିଆଁ ପାଇଁ ପ୍ରଚୁର କାଠ ସଜାଇବି।

10ପାତ୍ର ତଳେ ପ୍ରଚୁର କାଠ ଗଦା କରି ଅଗ୍ନି ସଂୟୋଗ କର। ମାଂସ ଉତ୍ତମ ରୂପେ ସିଦ୍ଧ କର ଓ ମସଲା ମିଶାଅ। ଅସ୍ଥିସବୁ ଦଗ୍ଧ କର। ଯେପର୍ୟ୍ଯନ୍ତ ସମାନେେ ପୋଡ଼ିୟାଇ ନାହାଁନ୍ତି।

Ezekiel 24 illustration - Ezekiel Chapter 24

11ଖାଲି ହଣ୍ଡାକୁ ଜ୍ବଳନ୍ତ ଅଙ୍କାର ଉପ ରେ ରଖ। ତହିଁରେ ହଣ୍ଡା ଉତ୍ତପ୍ତ ହବେ ଓ ପିତ୍ତଳ ଉତ୍ତପ୍ତ ଦଗ୍ଧ ହବେ। ତେଣୁ ଅ େଶୗଚ ତରଳି ୟିବ ଓ କଳଙ୍କ ଉଭଇୟିବେ।

12ଅତିରିକ୍ତ 'ମଇଳା' ଏଥିରୁ ବାହାରି ଆସିବ ନାହିଁ। କବଳେ ଅଗ୍ନି କଳଙ୍କକୁ ପୋଡ଼ିବ।

13ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମାରେ କୋରଧ ତୁମ୍ଭ ବିରୁଦ୍ଧ ରେ ପଠାଇବି।

14ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

15ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Ezekiel 24 illustration - Ezekiel Chapter 24

16 ହେ ମନୁଷ୍ଯ ପୁତ୍ର, ତୁମ୍ଭର ପ୍ରିଯତମା ପତ୍ନୀକୁ ହଠାତ୍ ନଇୟିବେି। ସେ ମରିୟିବ କିନ୍ତୁ ତୁମ୍ଭେ ତା' ପାଇଁ ଶାେକ କରିବ ନାହିଁ କିମ୍ବା କ୍ରନ୍ଦନ କରିବ ନାହିଁ। ତୁମ୍ଭ ଚକ୍ଷୁରୁ ଲୁହ ନ ପଡ଼ୁ।

17ଦୁଃଖ ରେ ଦୀର୍ଘ ନିଶ୍ବାସ ଛାଡ଼, ମାତ୍ର ଉଚ୍ଚ ସ୍ବର ରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦ ରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଅ ନାହିଁ।

18ମୁଁ ପ୍ରାତଃକାଳ ରେ ପରମେଶ୍ବରଙ୍କ ବାକ୍ଯ ଲୋକମାନଙ୍କୁ କହିଲି। ପୁଣି ସନ୍ଧ୍ଯା ବେଳେ ମାରେ ପତ୍ନୀ ମଲା। ପରଦିନ ପ୍ରାତଃକାଳ ରେ ମୁଁ ପରମେଶ୍ବରଙ୍କ ଆଜ୍ଞାନୁସା ରେ କର୍ମ କଲି।

19ତହୁଁ ଲୋକମାନେ ମାେତେ କହିଲେ, ଏସବୁ ତୁମ୍ଭେ କାହିଁକି କରୁଅଛ ? ଏହାର ଅର୍ଥ ଆମ୍ଭମାନଙ୍କୁ ବୁଝାଇବ କି ?

20ସେତବେେଳେ ମୁଁ ସମାନଙ୍କେୁ କହିଲି, ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ ମାେତେ କହିଲେ,

Ezekiel 24 illustration - Ezekiel Chapter 24

21ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।

22ତୁମ୍ଭମାନେେ ମଧ୍ଯ ସହେିପରି ଜିନିଷଗୁଡ଼ିକ ମୁଁ କଲାପରି କରିବ, ତୁମ୍ଭମାନେେ ନିଜ ନିଜ ନିଶ ଆଚ୍ଛାଦନ କରିବ ନାହିଁ କିମ୍ବା ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଇବ ନାହିଁ।

23ଏବଂ ତୁମ୍ଭମାନେେ ତୁମ୍ଭର ମସ୍ତକରେ ଶିରୋଭୂଷଣ ଆଚ୍ଛାଦନ କରିବ ୟୋତା ପିନ୍ଧିବ। ତୁମ୍ଭମାନେେ ତୁମ୍ଭର ଶାେକ ପ୍ରକାଶ କରିବ ନାହିଁ, କ୍ରନ୍ଦନ କରିବ ନାହିଁ। କିନ୍ତୁ ତୁମ୍ଭମାନେେ ନିଜ ନିଜ ପାପ ଯୋଗୁଁ କ୍ଷଯ ହାଇଯେିବ। ଜଣେ ଅନ୍ୟ ନିକଟରେ ନୀରବ ରେ ବିଳାପ କରିବ।

24ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପାଇଁ ଏକ ଉଦାହରଣ ଅଟନ୍ତି। ସେ ଯାହା କିଛି କଲେ ତୁମ୍ଭମାନେେ କରିବ। ଏହା ଯେତବେେଳେ ଘଟିବ, ସେତବେେଳେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।'

25 ହେ ମନୁଷ୍ଯ ପୁତ୍ର, ଯେଉଁଦିନ ମୁଁ ସମାନଙ୍କେର ବଳ, ଗୌରବ ଆନନ୍ଦ ଓ ନଯନର ଖୁସି,

Ezekiel 24 illustration - Ezekiel Chapter 24

26ସମାନେେ ଭଲ ପାଉଥିବା ସ୍ଥାନ ସମାନଙ୍କେର ସନ୍ତାନଗଣଙ୍କୁ ସମାନଙ୍କେଠାରୁ ନଇୟିବେି, ସହେିଦିନ ସହେି ଦୁଃସମ୍ବାଦ ତୁମ୍ଭର କର୍ଣ୍ଣଗୋଚର କରାଇବା ନିମନ୍ତେ ଏକ ଉତ୍ତରାଧିକାରୀ ତୁମ୍ଭ ନିକଟକୁ ଆସିବ।

27ସଦେିନ ସହେି ଉତ୍ତରାଧିକାରୀ ଲୋକ ନିକଟରେ ତୁମ୍ଭର ମୁଖ ଫିଟିୟିବ ଓ ତୁମ୍ଭେ ଆଉ ନୀରବ ନ ରହି କଥା କହିବ। ଏହିରୂପେ ତୁମ୍ଭେ ସମାନଙ୍କେ ପାଇଁ ଏକ ଦୃଷ୍ଟାନ୍ତ ହବେ ଏବଂ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।

Chapter Complete

You have read Ezekiel 24

27 verses