Lumina
Genesis

Genesis 33

Genesis 33·Oriya Bible

1ଅନନ୍ତର ଯାକୁବ ଏଲଷୗ ଆସୁଥିବାରସଦଖିଲଲ। ଏଲଷୗ ତାଙ୍କ ସହିତ ଚାରିଶହସଲାକଙ୍କୁ ଧରି ଆସୁଥିଲଲ। ଯାକୁବ ତା'ର ପରିବାରକୁ ଚାରି ଭାଗସର ବିଭକ୍ତ କଲା।ସଲୟା ଏବଂ ତା'ର ପିଲାମାଲନସଗାଟିଏ ଦଳସର ରହିଲଲ। ରାଲହଲ ଏବଂସଯାଲଷଫସଗାଟିଏ ଦଳସର ରହିଲଲ। ଦୁଇଦାସୀ ଏବଂ ତାଙ୍କର ପିଲାମାଲନ ଦୁଇସଗାଟି ଦଳସର ରହିଲଲ।

2ଯାକୁବ, ଆଲଗ ଦୁଇ ଦାସୀ ଓସସମାନଙ୍କର ସନ୍ତାନଗଣଙ୍କୁ ତା' ପଲଛସଲୟା ଓ ତା'ର ସନ୍ତାନଗଣ, ସବା ଶଲଷସର ରାଲହଲ ଓସଯାଲଷଫକୁ ରଖିଲଲ।

3ସସମାନଙ୍କୁ ଆଗସର ଯାକୁବ ଗଲା,ସସସଯଲତଲବଲଳ ଭାଇର ନିକଟବର୍ତ୍ତୀସହଲା। ଭକ୍ତିସଦଖାଇବା ପାଇଁ ଯାକୁବ ସାତଥର ଭୂମିଷ୍ଠ ପ୍ରଣାମ କଲା।

4ସଯଲତଲବଲଳ ଏଲଷୗ ଯାକୁବକୁସଦଖିଲଲସସ ତାଙ୍କୁ ଭଲଟିବା ପାଇଁ ଦୌଡ଼ିଗଲଲ। ଏହାପଲରସସ ତା'ର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲଲ, ପୁଣି ଦୁସହଁ କାନ୍ଦିବାକୁ ଲାଗିଲଲ।

5ଏଲଷୗ ସ୍ତ୍ରୀ ଓ ପିଲାମାନଙ୍କୁସଦଖିଲଲ,ସସ ପଚାରିଲଲ, ତୁମ୍ଭ ସହିତ ଏହିସଲାକମାଲନ କିଏ?

Genesis 33 illustration - Genesis Chapter 33

6ଏହାପଲର ଦୁଇଦାସୀ ଓ ତାହାର ପିଲାମାଲନ ଏଲଷୗ ନିକଟକୁ ଗଲଲ।ସସମାଲନ ଏଲଷୗକୁ ଭୂମିଷ୍ଠ ପ୍ରଣାମ କଲଲ।

7ଏହାପଲରସଲୟା ଏବଂ ତାଙ୍କର ସନ୍ତାନଗଣ ଏଲଷୗକୁ ପ୍ରଣାମ କଲଲ। ଏବଂ ଏହାପଲର ରାଲହଲ ଓସଯାଲଷଫ ଏଲଷୗ ନିକଟକୁ ୟାଇ ପ୍ରଣାମ କଲଲ।

8ଏଲଷୗ କହିଲଲ, ମୁଁ ଆସିବା ସମୟଲରସଯଉଁମାନଙ୍କୁସଦଖିଲିସସମାଲନ କିଏ?ସସ ପଶୁଗୁଡ଼ିକ କାହା ନିମନ୍ଲତ ନଲଉଛନ୍ତି।

9କନ୍ତୁ ଏଲଷୗ କହିଲଲ, ତୁମ୍ଭରସମାଲତ କିଛି ଉପହାରସଦବା ଦରକାର ନାହିଁ, ଭାଇସମା ପାଇଁ ବହୁତ ଅଛି।

10ଯାକୁବ କହିଲଲ, ନା ଭାଇ. ମୁଁ ତୁମ୍ଭକୁ ଅନୁଲରାଧ କରୁଛି। ଯଦି ତୁମ୍ଲଭସମାଲତ ବାସ୍ତବସର ଗ୍ରହଣ କରୁଛସତଲବସମାର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁସଦଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସି।ସମାଲତ ପରଲମଶ୍ବରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାସର ତୁମ୍ଲଭସମାଲତ ଗ୍ରହଣ କରିଥିବାରୁ, ମୁଁ ଖୁସି।

Genesis 33 illustration - Genesis Chapter 33

11ସତଣୁ ମୁଁ ବିନତୀ କରୁଛି ତୁମ୍ଲଭସମାର ଉପହାର ଗ୍ରହଣ କର। ପରଲମଶ୍ବରସମା ପ୍ରତି ସଦଯସହାଇଛନ୍ତି।ସମାର ଆବଶ୍ଯକତାଠାରୁ ଅଧିକ ପାଇଛି। ଯାକୁବ ଏଲଷୗକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲଲ।ସତଣୁସସସସଗୁଡ଼ିକୁ ଗ୍ରହଣ କଲଲ।

12ଏହାପଲର ଏଲଷୗ କହିଲଲ, ତୁମ୍ଲଭ ତୁମ୍ଭର ୟାତ୍ରା ଚାଲୁ ରଖ। ମୁଁ ମଧ୍ଯ ତୁମ୍ଭ ସହିତ ୟିବି।

13କିନ୍ତୁ ଯାକୁବ ତାଙ୍କୁ କହିଲଲ, ତୁମ୍ଲଭ ଜାଣସମାର ସନ୍ତାନଗଣସଛାଟ ଏବଂ ମୁଁସମାର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ସହବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକସଗାଟିଏ ଦିନସର ବହୁତ ବାଟସନଇୟାଏସତଲବ ସମସ୍ତ ପଶୁ ମରିଯିଲବ।

14ସତଣୁସମାର ପ୍ରଭୁ ତୁମ୍ଲଭ ଆମ୍ଭ ଆଗସର ଚାଲ, ମୁଁ ତୁମ୍ଭକୁ ଧିସର ଧିସର ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧିସର ୟିବି କାରଣସମାରପିଲାମାଲନ କ୍ଲାନ୍ତସହାଇ ପଡ଼ିଲବ। ମୁଁ ତୁମ୍ଭକୁସସଯୀରସର ସାକ୍ଷାତ କରିବି।

15ସତଣୁ ଏଲଷୗ କହିଲଲ, ତୁମ୍ଭର ସାହାୟ୍ଯ ପାଇଁ ମୁଁସମାରକିଛିସଲାକଙ୍କୁ ଛାଡ଼ି ଯାଉଛି।

Genesis 33 illustration - Genesis Chapter 33

16ସତଣୁସସହିଦିନ ଏଲଷୗସସଯୀରକୁସଫରିବା ୟାତ୍ରା ଆରମ୍ଭ କଲଲ।

17କିନ୍ତୁ ଯାକୁବ ସୁକ୍କୋତକୁ ଗଲଲ।ସସହି ସ୍ଥାନସରସସ ଆପଣା ପାଇଁ ଏକ ଗୃହ ତିଆରି କଲଲ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲଲ।ସତଣୁସସହି ସ୍ଥାନର ନାମ ସୁକ୍କୋତସହଲା।

18ଏହି ପ୍ରକାସର ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳସର କିଣାନସଦଶସ୍ଥ ଶିଖିମର ଏକ ନଗରସର ଉପସ୍ଥିତସହାଇ ନଗରର ବାହାସର ତମ୍ବୁ ସ୍ଥାପନ କଲଲ।

19ଏହାପଲର ଶିଖିମର ପିତା ହସମାରର ସନ୍ତାନମାନଙ୍କୁ ଏକଶ କସୀତା ନାମକସର ୗପ୍ୟ ମୁଦ୍ରାଲଦଇସସହି ତମ୍ବୁ ସ୍ଥାନଟିକୁ କିଣିଲଲ।

20ପୁଣି ଯାକୁବସସଠାଲର ପରଲମଶ୍ବରଙ୍କର ଉପାସନା ପାଇଁ ଏକ ୟଜ୍ଞବଲଦୀ ସ୍ଥାପନ କଲଲ। ଯାକୁବସସହି ସ୍ଥାନର ନାମସଦଲଲ, ଏଲ ଇଶ୍ରାଲୟଲର ପରଲମଶ୍ବର।

Chapter Complete

You have read Genesis 33

20 verses