Lumina
Isaiah

Land Beyond Ethiopia

Isaiah 18·Oriya Bible

1ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।

2ସେ ସମୁଦ୍ର ପଥରେ ନଳ ନିର୍ମିତ ନେ ୗକା ରେ ଦୂତମାନଙ୍କୁ ପ୍ ରରଣେ କରିବେ, କ୍ଷିପ୍ର ଗତି ରେ ଚାଲୁଥିବା ଦୂତମାନଙ୍କୁ,

3ଲକ୍ଷ୍ଯ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସହେି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପ ରେ ଧ୍ବଜା ଉଡ଼ି ସଙ୍କତେ ଦିଏ। ସହେି ଦୀର୍ଘକାଯ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ୟୁଦ୍ଧ ରେ ତୂରୀ ବାଜି ଘାଷେଣା କଲାପରି ସମାନେେ ସ୍ପଷ୍ଟ ଭାବରେ ଏହା ଶୁଣିବେ।

4ସଦାପ୍ରଭୁ କହିଲେ, ମୁଁ ମାରେ ବାସ ସ୍ଥାନ ରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବ।

5ଗ୍ରୀଷ୍ମକାଳୀନ ମଧ୍ଯାହ୍ନ ସମୟର ପ୍ରଚଣ୍ଡ ତାପ ରେ ଲୋକ ବିଶ୍ରାମ କରିବା ପରି, ଶସ୍ଯ ଛଦନକୋଳୀନ ଶିଶିର ୟୁକ୍ତ ମେଘପରି କ୍ଷାନ୍ତ ହାଇେ ନିରୀକ୍ଷଣ କରିବି। ତା'ପ ରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତା ରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷା ଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସମାନେେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦବେେ।

Isaiah 18 illustration - Isaiah Chapter 18

6ସହେି ଦ୍ରାକ୍ଷାଗୁଡ଼ିକୁ ପର୍ବତର ପକ୍ଷୀଗଣ ଓ ବଣର ପଶୁଗଣ ଭକ୍ଷଣ କରିବେ। ଦୂରସ୍ଥ ପକ୍ଷୀଗଣ ସହେି ଦ୍ରାକ୍ଷା ରେ ଗ୍ରୀଷ୍ମକାଳ କଟାଇବେ ଏବଂ ବନ୍ଯ ପଶୁଗଣ ସହେି ଦ୍ରାକ୍ଷା ଫଳ ରେ ଶୀତକାଳ କଟାଇବେ।'

7ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।

Chapter Complete

You have read Isaiah 18

7 verses