Lumina
Jeremiah

The Linen Girdle

Jeremiah 13·Oriya Bible

1ସଦାପ୍ରଭୁ ମାେତେ ଏହା କହିଲେ : ତୁମ୍ଭେ ଏକ ମାଟୋ ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣ କଟି ଦେଶ ରେ ବାନ୍ଧ ଓ ତାକୁ ଓଦା କର ନାହିଁ।

2ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶ ରେ ବାନ୍ଧିଲି।

3ଅନ୍ତର ରେ ଦ୍ବିତୀୟଥର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା।

4 ହେ ଯିରିମିୟ, ତୁମ୍ଭେ କଟି ଦେଶ ରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନଇେ ଫରାତ୍ ନଦୀ ନିକଟକୁ ୟାଇ ସଠାେସ୍ଥିତ ଏକ ପଥର ତଳ ରେ ଲୁଚାଇ ରଖ।

5ତେଣୁ ସଦାପ୍ରଭୁଙ୍କ କହିବାନୁସା ରେ ମୁଁ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।

Jeremiah 13 illustration - Jeremiah Chapter 13

6ପୁଣି ଅନକେ ଦିନପ ରେ ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଫରାତ୍ ନଦୀ ନିକଟକୁ ୟାଅ ଓ ଯେଉଁ ପଟୁକା ସଠାେ ରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସଠାରୁେ ନିଅ।

7ତେଣୁ ମୁଁ ଫରାତ୍ ନଦୀ ନିକଟକୁ ୟାଇ ସହେି ପଥର ତଳ ଖାେଳି ଲୁଚାଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ ! ତାହା ସୂର୍ଣ୍ଣ ନଷ୍ଟ ହାଇୟୋଇଥିଲା, ତାହା ପିନ୍ଧିବା ଯୋଗ୍ଯ ନ ଥିଲା।

8ତା'ପ ରେ ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା।

9ସଦାପ୍ରଭୁ କହିଲେ, ଯେପରି ପଟୁକା ଧ୍ବଂସ ପାଇଲା ସହେିପରି ଆମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

10ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ଯ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣ ରେ ଅବାଧ୍ଯ ହାଇେ ଚାଲନ୍ତି ଆଉ ଅନ୍ୟ ଦବଗେଣର ସବୋ ଓ ପୂଜା କରିବା ନିମନ୍ତେ ସମାନଙ୍କେର ପଶ୍ଚାତଗମନ କରନ୍ତି, ସମାନେେ ଏହି ଅକର୍ମଣ୍ଯ ପଟୁକା ତୁଲ୍ଯ ହବେେ।

Jeremiah 13 illustration - Jeremiah Chapter 13

11କାରଣ ସଦାପ୍ରଭୁ କହନ୍ତି, ମନୁଷ୍ଯର କଟି ଦେଶ ରେ ପଟୁକା ଯେପରି ସଂଲଗ୍ନ ଥାଏ, ସହେିପରି ଆମ୍ଭେ ସମୁଦାଯ ଇଶ୍ରାୟେଲ ଓ ସମୁଦାଯ ଯିହୁଦା ବଂଶକୁ ଆମ୍ଭର ଲୋକ ହାଇେ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠା ରେ ସଂଲଗ୍ନ କରାଇଲୁ। ମାତ୍ର ସମାନେେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।

12ସଦାପ୍ରଭୁ, 'ଇଶ୍ରାୟେଲର ପରମେଶ୍ବର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରେତ୍ୟକକ କଳସ ଦ୍ରାକ୍ଷାରସ ରେ ପୂର୍ଣ୍ଣ କରାୟିବ,' ତା'ପ ରେ ସମାନେେ ତୁମ୍ଭକୁ କହିବେ, 'ଆମ୍ଭେ କଣ ଜାଣୁ ନାହୁଁ ଯେ, ପ୍ରେତ୍ୟକକ କଳସ ଯେ ଦ୍ରାକ୍ଷାରସ ରେ ପୂର୍ଣ୍ଣ ହବେ ?'

13ତା'ପ ରେ ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ଏହା କହନ୍ତି, ଦେଖ ! ସମସ୍ତ ଦେଶବାସୀଙ୍କୁ, ଦାଉଦର ଭବିଷ୍ଯତ୍ ବଂଶଧରମାନଙ୍କୁ ସମସ୍ତ ଯାଜକଗଣଙ୍କୁ, ସମସ୍ତ ଭବିଷ୍ଯତବକ୍ତାଙ୍କୁ ଏବଂ ୟିରୁଶାଲମ ନିବାସୀଙ୍କୁ ଆମ୍ଭେ ମାତାଲ ଲୋକମାନଙ୍କ ପରି ଅସହାୟ କରିବା।

14ପୁଣି ଆମ୍ଭେ ସମାନଙ୍କେର ଜଣକୁ ଅନ୍ୟ କିଛି ଉପ ରେ କଚାଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପ ରେ ଏକ ସଙ୍ଗେ କଚାଡ଼ିବା।' ଏହା ସଦାପ୍ରଭୁ କହନ୍ତି, 'ଆମ୍ଭେ ସମାନଙ୍କେ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦଖାଇେ ସମାନଙ୍କେୁ ବିନଷ୍ଟ କରିବା।'

15ତୁମ୍ଭମାନେେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।

Jeremiah 13 illustration - Jeremiah Chapter 13

16ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।

17କିନ୍ତୁ ଯଦି ତୁମ୍ଭମାନେେ ମାେ କଥା ନ ଶୁଣ, ତୁମ୍ଭମାନେେ ଅହଙ୍କାରୀ ବୋଲି ମୁଁ ଚୁପ୍ଚାପ୍ କାନ୍ଦିବି। ମୁଁ ମଧ୍ଯ ଜାରେ ରେ କାନ୍ଦିବି ଏବଂ ମାରଚେକ୍ଷୁ ଅଶ୍ରୁ ରେ ପୂର୍ଣ୍ଣ ହବେ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହାଇେଛନ୍ତି।

18ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, ତୁମ୍ଭମାନେେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହାଇେଅଛି।

19ଦକ୍ଷିଣ ପ୍ରଦେଶୀଯ ନଗରସବୁ ରୁଦ୍ଧ ହାଇେଅଛି ଓ ତାହାକୁ ଫିଟାଇବାକୁ କହେି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହାଇେଛନ୍ତି। ସମାନେେ ସମସ୍ତେ ବନ୍ଦୀରୂପେ ଉପନୀତ ହାଇେଛନ୍ତି।

20ହେ ୟିରୁଶାଲମ, ତୁମ୍ଭମାନେେ ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମଲେି ଦେଖ, ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହାଇେଥିଲା, ତୁମ୍ଭର ସେ ପଲ କାହିଁ ?

Jeremiah 13 illustration - Jeremiah Chapter 13

21ତୁମ୍ଭମାନେେ କ'ଣ କହିବ ଯେତବେେଳେ ସଦାପ୍ରଭୁ ସହେି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହବୋ ପାଇଁ ଶିକ୍ଷା ଦିଆୟାଇଥିଲା। ପ୍ରସବ କାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ତୁମ୍ଭମାନେେ ଅନୁଭବ କରିବ, ନୁହେଁ କି ?

22ଯଦି ତୁମ୍ଭେ ନିଜକୁ ପଚାରିବ, ଏହି ଦଶା ମାେ ପ୍ରତି କାହିଁକି ଘଟିଲା, ତବେେ ଉତ୍ତର ରେ କୁହାୟିବ ତୁମ୍ଭର ପାପ ଅଧିକ ହବୋ ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାୟାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆୟାଇଅଛି।

23ଜଣେ କୃଷ୍ଣକାଯ କ'ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ'ଣ ନିଜର ଦହରେ ଛାପ ବଦଳାଇ ପାରିବ ? ତେଣୁ ହେ ୟିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବା ରେ ଅଭ୍ଯସ୍ତ, ତୁମ୍ଭେ କବେେ ସୁକର୍ମ କରିପାରିବ ନାହିଁ।

24 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରାନ୍ତରସ୍ଥ ବାଯୁ ରେ ଧୂଷ ଉଡ଼ିଲାପରି ତୁମ୍ଭମାନଙ୍କ ଘରୁ ତଡ଼ିଦଇେ ଏଣେ ତଣେେ ଛିନ୍ନଭିନ୍ନ କରିଦବେୁ।

25ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭମାନେେ ମାେତେ ପାଶୋରିଲ ଓ ମିଥ୍ଯା ଦବଗେଣ ରେ ବିଶ୍ବାସ କଲ।

Jeremiah 13 illustration - Jeremiah Chapter 13

26ଏ ନିମନ୍ତେ ଏହା ଆମ୍ଭେ ୟିଏକି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟକେିଥିଲୁ, ଯାହାଫଳ ରେ ସମେସ୍ତ ତୁମ୍ଭମାନଙ୍କର ନଗ୍ନତା ଦେଖିପାରିନଥିଲେ।

27ଆମ୍ଭେ ପର୍ବତଗୁଡ଼ିକ ଉପ ରେ ତୁମ୍ଭର ଘୃଣ୍ଯକର୍ମ, ବ୍ଯଭିଚାର, ହିଁ ହିଁ ହବୋର ଶବ୍ଦ ଓ ବେଶ୍ଯାବୃତ୍ତିର ଦୁଷ୍ଟତା ଦେଖିଅଛୁ। ୟିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତକୋଳ ଏହି ପାପକର୍ମ କରିଚାଲିବ ?

Chapter Complete

You have read Jeremiah 13

27 verses