Lumina
Jeremiah

Judgment on the Philistines

Jeremiah 47·Oriya Bible

1ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷଯ ରେ ସଦାପ୍ରୁଙ୍କର ଏହି ବାକ୍ଯ ଯିରିମିୟ ଭବିଷ୍ଯଦବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।

2ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।

3 ସମାନେେ ଧାବମାନ ଅଶ୍ବଗଣର ଖୁରା ଶବ୍ଦ, ରଥସମୂହର ଚାଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ। ପିତୃଗଣ ଏତେ ଦୁର୍ବଳ ହବେେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ସାହାୟ୍ଯ କରିବେ ନାହିଁ।

4ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ବଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରେତ୍ୟକକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛନ୍ନ କରିବାର ସମୟ ଆସୁଅଛି। ଯେ ହତେୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ବୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ବ ହରଣ କରିବେ।

5ଘସାର ଲୋକମାନେ ଦୁଃଖିତ ହାଇେ ସମାନଙ୍କେର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହାଇେଅଛନ୍ତି। ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ନିଜକୁ କାଟିବ ?

Jeremiah 47 illustration - Jeremiah Chapter 47

6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ କେତେ କାଳପ ରେ ୟୁଦ୍ଧରୁ କ୍ଷାନ୍ତ ହବେ ? ତୁମ୍ଭେ ଆପଣା କୋଷ ରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।

7ମାତ୍ର ସଦାପ୍ରଭୁଙ୍କ ଖଡ୍ଗ କିପରି କ୍ଷାନ୍ତ ହବେ ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧ ରେ ଓ ସମୁଦ୍ର ତୀର ବିରୁଦ୍ଧ ରେ ତାହାକୁ ନିୟୁକ୍ତ କରିଅଛନ୍ତି।

Chapter Complete

You have read Jeremiah 47

7 verses