Lumina
Job

Job's Continued Lament

Job 10·Oriya Bible

1ମୁଁ ମାରେ ନିଜର ପ୍ରାଣକୁ ଘୃଣା କରେ ତେଣୁ ମୁଁ ସ୍ବଚ୍ଛନ୍ଦ ରେ ମାରେ ଅଭିଯୋଗ କରିବି। ମାରେ ଆତ୍ମା ତିକ୍ତ ହାଇେ ଗଲାଣି। ତେଣୁ ବର୍ତ୍ତମାନ ମୁଁ କହିପାରିବି।

2ମୁଁ ପରମେଶ୍ବରଙ୍କୁ କହି ପାରିବି, ' ମାେତେ କଳଙ୍କିତ କର ନାହିଁ। ମାେତେ କବଳେ ଏତିକି କୁହନ୍ତୁ, ମୁଁ କ'ଣ ଭୁଲ କରିଛି। ଆପଣଙ୍କର ମାେ ବିପକ୍ଷ ରେ କ'ଣ କହିବାର ଅଛି।

3ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

4ହେ ପରମେଶ୍ବର, ତୁମ୍ଭର କ'ଣ ଚର୍ମର ଚକ୍ଷୁ ଅଛି। ମନୁଷ୍ଯମାନେ ଯେପରି ଦେଖନ୍ତି, ତୁମ୍ଭେ କ'ଣ ସପରେି ଦେଖ।

5ତୁମ୍ଭର ଆଯୁ କ'ଣ ମନୁଷ୍ଯର ଆଯୁ ଭଳି କ୍ଷୀଣ। ତୁମ୍ଭର ଜୀବନ କ'ଣ ମନୁଷ୍ଯର ଜୀବନଭଳି କ୍ଷଣସ୍ଥାଯୀ?

Job 10 illustration - Job Chapter 10

6ତୁମ୍ଭେ ମାରେ ଅଧର୍ମ ଓ ପାପକୁ ଖୋଜୁଛ।

7ତୁମ୍ଭେ ତ ଜାଣ ମୁଁ ନିର୍ଦ୍ ଦୋଷ। କିନ୍ତୁ ତୁମ୍ଭ ହାତରୁ ମାେତେ କହେି ଉଦ୍ଧାର କରିପାରିବେ ନାହିଁ।

8ହେ ପରମେଶ୍ବର, ତୁମ୍ଭେ ମାେତେ ତୁମ୍ଭ ହାତ ରେ ଗଢ଼ିଛ। ମାରେ ଶରୀରକୁ ତୁମ୍ଭେ ନିର୍ମାଣ କରିଛ। କିନ୍ତୁ ବର୍ତ୍ତମାନ ତୁମ୍ଭେ ବଦଳିଛ ଏବଂ ମାେତେ ଧ୍ବଂସ କରିଛ।

9ହେ ପରମେଶ୍ବର, ତୁମ୍ଭେ ମନରେଖ ତୁମ୍ଭେ ମାେତେ ମାଟି ତୁଲ୍ଯ ତିଆରି କରିଥିଲ। ପୁଣି ମାେତେ ଧୂଳି ରେ ମିଶାଇ ଦବେ କି ?

10ତୁମ୍ଭେ କ୍ଷୀର ପରି ମାେତେ ଢ଼ାଳି ଦଇେଛ, ତୁମ୍ଭେ ଛନୋ ପରି ମାେତେ ଘୁରାଅ ଏବଂ ଚିପୁଡ଼ି ଦିଅ।

Job 10 illustration - Job Chapter 10

11ଏତେ ତୁମ୍ଭେ ମାେତେ ହାଡ ଓ ଶିରା ରେ ମାରେ ଶରୀର ଗଢ଼ିଛ ତା'ପରେ ଚର୍ମ ଓ ମାଂସ ରେ ମାରେ ଶରୀର ଆଚ୍ଛାଦିତ କରିଛ।

12ତୁମ୍ଭେ ମାେତେ ଜୀବନ ଦାନ କରିଛ ଏବଂ ମାେତେ ଦୟା ଦଖାଇେଛ। ତୁମ୍ଭେ ମାରେ ଯତ୍ନ ନଇେଛ ଏବଂ ମାରେ ଆତ୍ମାର ପର୍ୟ୍ଯବେକ୍ଷକ ହାଇେଛ।

13ତଥାପି ଏସବୁ ବିଷଯ ତୁମ୍ଭେ ତୁମ୍ଭ ହୃଦଯ ରେ ଗୋପନ ରଖିଥିଲ ମୁଁ ଜାଣେ ଏହା ତୁମ୍ଭ ମନର ଗୋପନ ଅଭିପ୍ରାଯ। ହଁ, ମୁଁ ଜାଣେ ଏହାହିଁ ତୁମ୍ଭ ମନର ବିଚାର।

14ଯଦି ମୁଁ ପାପ କରିଛି, ତୁମ୍ଭେ ମାେତେ ଦେଖିବ, ଯେ ହତେୁ ତୁମ୍ଭେ ମାେତେ ଅଧର୍ମ କରିଥିବାରୁ ଶାସ୍ତି ଦବେ।

15ମୁଁ ଯେତବେେଳେ ପାପ କରେ, ମୁଁ ଦୋଷୀ ହୁଏ ଏବଂ ତାହା ମାେ ପ୍ରତି ବହୁତ ଖରାପ। ଯଦିଓ ମୁଁ ନିର୍ଦ୍ ଦୋଷ ମୁଁ ମୁଣ୍ଡ ଟକେି ପା ରେ ନାହିଁ। ମୁଁ ଏତେ ଲଜ୍ଜିତ ଓ ବିଚଳିତ ହୁଏ।

Job 10 illustration - Job Chapter 10

16ଯଦି ମାେ ଜୀବନ ରେ କିଛି ସଫଳତା ଆସିଛି ଏବଂ ଯେଉଁଥିପାଇଁ ମୁଁ ଗର୍ବିତ ବା ମୁଣ୍ଡ ଟକେି ବାଟ ଚାଲିବାର ଶକ୍ତି ହାସଲ କରୁଛି। ଏବେ ପୁନର୍ବାର ତୁମ୍ଭେ ତୁମ୍ଭର ଶକ୍ତିକୁ ମାେ ବିରୁଦ୍ଧ ରେ ପ୍ରଯୋଗ କରୁଛ।

17ତୁମ୍ଭେ ନୂଆ ସାକ୍ଷୀମାନଙ୍କୁ ମାେ ବିରୁଦ୍ଧ ରେ ନଇେଆସ ମାେତେ ଅଧର୍ମ ପ୍ରମାଣିତ କରିବା ପାଇଁ। ତୁମ୍ଭେ ଆପଣା ରାଗକୁ ମାେ ଉପରେ ବାରମ୍ବାର ନାନା ପ୍ରକାର ରେ ବୃଦ୍ଧି କରୁଛ। ତୁମ୍ଭେ ସୈନ୍ଯ ପରେ ସୈନ୍ଯ ମାେ ବରୁଦ୍ଧ ରେ ପଠାଇଛ।

18ହେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ଜନ୍ମ ହବୋକୁ ଦଲେ ? ମୁଁ ଇଚ୍ଛା କରେ କହେି ମାେତେ ଦେଖିବା ପୂର୍ବରୁ ମରିୟାଇଥାନ୍ତି।

19ମାେତେ ଭଲ ହାଇେଥାଆନ୍ତା ଯଦି ମୁଁ ବଞ୍ଚି ନ ଥାଆନ୍ତି। କି ମାତୃଗର୍ଭରୁ ସିଧା କବରକୁ ୟାଇଥିଲେ ଭଲ ହାଇେଥାନ୍ତା।

20ମାରେ ଜୀବନ ପ୍ରାଯ ଶଷେ ହାଇୟୋଇଛି, ତେଣୁ ମାେତେ ଛାଡ଼ି ଦିଅ। ଯାହା କିଛି ଅଳ୍ପ ସମୟ ଜୀବନର ବାକି ଅଛି, ଆନନ୍ଦ କରିବାକୁ ଦିଅ।

Job 10 illustration - Job Chapter 10

21ପୂର୍ବରୁ ମୁଁ ସହେି ସ୍ଥାନକୁ ୟିବି ଯେଉଁଠାରୁ କହେି କବେେ ଫେ ରେ ନାହିଁ। ଯାହା ମୃତ୍ଯୁ ଓ ଅନ୍ଧକାର ଅଟେ।

22ମାରେ ଯେଉଁ ଅଳ୍ପ ଅବଶିଷ୍ଟ ଜୀବନ ବାକି ଅଛି ତାକୁ ଭୋଗ କରିବାକୁ ଦିଅ ସହେି ଦେଶକୁ ୟିବା ପୂର୍ବରୁ ଯାହାକୁ କହେି କବେେ ଦେଖି ନାହିଁ, ସହେି ଅନ୍ଧକାର ଅବ୍ଯବସ୍ଥା ରାଜ୍ଯ ରେ ଆଲୋକ ମଧ୍ଯ ଘନ ଅନ୍ଧକାର ସମାନ ଅଟେ।

Chapter Complete

You have read Job 10

22 verses