Lumina
Job

Job's Confidence

Job 13·Oriya Bible

1ଆୟୁବ ଉତ୍ତର ଦଲୋ, ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରେତ୍ୟକକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ଯ।

2ଯାହା ତୁମ୍ଭମାନେେ ଜାଣିଛ ତାହା ମୁଁ ବି ଜାଣିଛି। ମୁଁ ତୁମ୍ଭଠାରୁ କୌଣସି ଗୁଣ ରେ ନ୍ଯୁନ ନୁହେଁ।

3ମୁଁ ତୁମ୍ଭ ସହିତ ତର୍କ କରିବାକୁ ଚାହୁଁ ନାହିଁ। ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ କହିବାକୁ ଚା ହେଁ। ମୁଁ ପରମେଶ୍ବରଙ୍କ ସହିତ ମାେ ବିପଦ ସମ୍ପର୍କ ରେ ୟୁକ୍ତି କରିବାକୁ ଇଚ୍ଛା କରେ।

4କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।

5ମୁଁ ଚା ହେଁ ତୁମ୍ଭେ ଅନ୍ତତଃ ନିରବ ରୁହ ତାହା ସବୁଠାରୁ ବୁଦ୍ଧିମାନର କାମ ତୁମ୍ଭେ କରିବ।

Job 13 illustration - Job Chapter 13

6ଏବେ ମାରେ ୟୁକ୍ତି ଶୁଣ। ମୁଁ ଯାହା କହିବାକୁ ଇଚ୍ଛାକରେ ତାକୁ ମଧ୍ଯ ଶୁଣ।

7ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ରେ ମିଥ୍ଯା କଥା କହିବ। ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ ତୁମ୍ଭର ମିଥ୍ଯା କଥା ପରମେଶ୍ବରଙ୍କ ଦ୍ବାରା ସମର୍ଥିତ ହବେ।

8ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ, କବଳେ ସେ ପରମେଶ୍ବର ବୋଲି ? ତୁମ୍ଭେ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ କି ?

9ଯଦି ପରମେଶ୍ବର ତୁମ୍ଭକୁ ଅତି ନିକଟରୁ ପରୀକ୍ଷା କରିବେ, ଏହା କ'ଣ ଭଲ ହବେ ଯେ ତୁମ୍ଭକୁ ପରମେଶ୍ବର ଠିକ୍ ବୋଲି କହିବେ ? ତୁମ୍ଭେ କ'ଣ ସତ ରେ ଭାବୁଛ ତୁମ୍ଭେ ପରମେଶ୍ବରଙ୍କୁ ପ୍ରତାରିତ କରିବ, ଯମେିତିକି ତୁମ୍ଭେ ଲୋକମାନଙ୍କୁ ପ୍ରତାରିତ କରି ପାର।

10ତୁମ୍ଭେ ଜାଣ ଯଦି ତୁମ୍ଭେ ନ୍ଯାଯାଳଯ ରେ ଜଣକ ପକ୍ଷ ସମର୍ଥନ କର କାରଣ ସେ ଜଣେ ପ୍ରତିଷ୍ଠିତ ବ୍ଯକ୍ତି ତାହାହେଲେ ପରମେଶ୍ବର ତୁମ୍ଭକୁ ସମାଲୋଚନା କରିବେ।

Job 13 illustration - Job Chapter 13

11ପରମେଶ୍ବରଙ୍କ ମହତ୍ତ୍ବ କ'ଣ ତୁମ୍ଭକୁ ଡରାଇବ ନାହିଁ ? ତୁମ୍ଭେ ତାଙ୍କ ଦ୍ବାରା ଭୟଭୀତ ହେଉନାହଁ।

12ତୁମ୍ଭର ୟୁକ୍ତି ସବୁ ଅସାର। ତୁମ୍ଭର ଉତ୍ତର ସବୁ ମୂଲ୍ଯହୀନ।

13ତୁମ୍ଭେ ଚୁପ ରୁହ ଏବଂ ମାେତେ କହିବାକୁ ଦିଅ। ଯାହା ମାେ ପ୍ରତି ଘଟିବ ତାକୁ ମୁଁ ସମସ୍ତ ଗ୍ରହଣ କରିବି।

14ମୁଁ ନିଜକୁ ବିପଦ ରେ ପକାଇବି ଏବଂ ମାେ ଜୀବନ ନିଜ ହାତ ରେ ଦବେି।

15ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।

Job 13 illustration - Job Chapter 13

16ଯଦି ପରମେଶ୍ବର ମାେତେ ମୁକ୍ତି ପ୍ରଦାନ କରନ୍ତି, ଏହା କବଳେ ମାରେ ସାହସିକ ବକ୍ତବ୍ଯ ପାଇଁ। କୌଣସି ଦୁଷ୍ଟ ବ୍ଯକ୍ତି କବେେ ପରମେଶ୍ବରଙ୍କ ସମ୍ମୁଖକୁ ଆସିବାକୁ ସାହାସ କରିବେ ନାହିଁ।

17ମୁଁ ଯାହା କରୁଛି, ମାେ କଥା ମନଯାଗେ ଦଇେ ଶୁଣ। ମାେତେ ବୁଝାଇ କହିବାକୁ ଦିଅ।

18ମୁଁ ବର୍ତ୍ତମାନ ମାେ ପକ୍ଷ ସମର୍ଥନ କରିବାକୁ ପ୍ରସ୍ତୁତ ଅଟେ। ମୁଁ ସତର୍କତାର ସହିତ ମାରେ ତର୍କ ଉପସ୍ଥାପନ କରିବି। ମୁଁ ଜାଣେ ମୁଁ ଶଷେ ରେ ନିଜକୁ ସରଳ ବୋଲି ପ୍ରମାଣିତ କରିପାରିବି।

19ଯଦି କୌଣସି ବ୍ଯକ୍ତି ପ୍ରମାଣ କରିପା ରେ ଯେ ମୁଁ ଭୁଲ ତା' ହେଲେ ମୁଁ ସାଙ୍ଗେ ସାଙ୍ଗେ ଚୁପ ହାଇଯେିବି।

20ହେ ପରମେଶ୍ବର ମାେତେ କବଳେ ଦୁଇଟି ବସ୍ତୁ ଦିଅ ଓ ମୁଁ ତୁମ୍ଭଠାରୁ ଲୁଚିବି ନାହିଁ।

Job 13 illustration - Job Chapter 13

21ମାେତେ ଦଣ୍ଡ ଦବୋ ବନ୍ଦକର, ଏବଂ ମାେତେ ତୁମ୍ଭ ଭୟାବହତା ରେ ଭୟଭୀତ କର ନାହିଁ।

22ତା'ପରେ ମାେତେ ଡ଼ାକ ମୁଁ ଉତ୍ତର ଦବେି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।

23ମୁଁ କେତେ ପାପ କରିଛି ? ମୁଁ କ'ଣ ଅଧର୍ମ କରିଛି ? ମାେତେ ମାରେ ପାପ ଓ ଭୁଲ୍ ସବୁ ଜଣାଇ ଦିଅ।

24ହେ ପରମେଶ୍ବର, ଆପଣ କାହିଁକି ମାଠାରୁେ ଦୂ ରଇେ ଯାଉଛନ୍ତି, ଏବଂ ଶତ୍ରୁଭଳି ବ୍ଯବହାର କରୁଛନ୍ତି ?

25ତୁମ୍ଭେ କ'ଣ ମାେତେ ଡ଼ରାଇବାକୁ ଚେଷ୍ଟା କରୁଛ ? ମୁଁ ଏକ ପାତ୍ର ଯାହାକି ପବନ ରେ ଉଡ଼ିୟାଏ। ତୁମ୍ଭେ କ'ଣ କୁଟାଖିଆ ପଛ ରେ ଗୋଡ଼ାଇବ ?

Job 13 illustration - Job Chapter 13

26ହେ ପରମେଶ୍ବର, ତୁମ୍ଭେ ମାେ ବିରୁଦ୍ଧ ରେ ତିକ୍ତ କଥା କହୁଛ ଏବଂ ହୁଏତ ମାେ ୟୌବନର ପାପ ପାଇଁ ମାେତେ ଶାସ୍ତି ପ୍ରଦାନ କରୁଛ।

27ତୁମ୍ଭେ ମାେ ପାଦ ରେ ବଡ଼େି ବାନ୍ଧିଛ ଏବଂ ମାରେ ପ୍ରେତ୍ୟକକ ଆଗଇବୋ ପାଦକୁ ଲକ୍ଷ୍ଯ ରଖିଛ ଓ ମାରେ ପ୍ରେତ୍ୟକକ ଗତିବିଧିକୁ ଲକ୍ଷ୍ଯ କରୁଛ।

28ତେଣୁ ମୁଁ ଧୀ ରେ ଧୀ ରେ ଦୁର୍ବଳ ହାଇେ ପଡ଼ୁଅଛି ଖଣ୍ଡେ ପଚା କାଠପରି ଚଥା ଖଣ୍ଡେ ପୋକଖିଆ କପଡ଼ା ପରି।

Chapter Complete

You have read Job 13

28 verses