Lumina
Job

Job's Faith

Job 19·Oriya Bible

1ତା'ପରେ ଆୟୁବ ଉତ୍ତର ଦଲୋ,

2ତୁମ୍ଭେ କେତେ କାଳ ମାେତେ ଆଘାତ କରିବ ଏବଂ ତୁମ୍ଭ ବାକ୍ଯ ଦ୍ବାରା ଭାଙ୍ଗିବ ?

3ତୁମ୍ଭେ ବର୍ତ୍ତମାନ ସୁଦ୍ଧା ମାେତେ ଦଶଥର ଅପମାନିତ କଲଣି। ତୁମ୍ଭକୁ ଟିକେ ଲଜ୍ଜା ଲାଗୁନି ଯେତବେେଳେ ମାେତେ ଆକ୍ରମଣ କରୁଛ।

4ଯଦି ବି ସତ ରେ ପାପ କରିଛି, ଏହା ମାରେ ସମସ୍ଯା। ଏହା କୌଣସି ପ୍ରକା ରେ ତୁମ୍ଭକୁ ଆଘାତ କରୁ ନାହିଁ।

5ତୁମ୍ଭେ କବଳେ ମାଠାରୁେ ଭଲ ହବୋ ପାଇଁ ଚାହୁଁଛ। ତେଣୁ ମାରେ ଅପମାନିତ ଅବସ୍ଥାକୁ ମାେ ବିରୁଦ୍ଧ ରେ ଏକ ୟୁକ୍ତି ରୂପେ ବ୍ଯବହାର କରୁଛ।

Job 19 illustration - Job Chapter 19

6କିନ୍ତୁ ସେ ପରମେଶ୍ବର ମାେ ପ୍ରତି ଭୁଲ କରିଛନ୍ତି ? ସେ ମାେତେ ଧରିବାକୁ ନିଜର ଫାନ୍ଦ ବସାଇଲେ।

7ମୁଁ ଚିତ୍କାର କଲି, କିନ୍ତୁ କହେି ମାରେ ରବ ଶୁଣି ସହାୟତା ପାଇଁ ଉତ୍ତର ଦେଲେ ନାହିଁ। ମୁଁ ଚିତ୍କାର କଲି, ମାେତେ ରକ୍ଷା କର ! କିନ୍ତୁ ସଠାେରେ ନ୍ଯାଯ ନାହିଁ।

8ପରମେଶ୍ବର ମାରେ ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମାରେ ବାଟକୁ ଅନ୍ଧକାର ରେ ବୁଡ଼ାଇ ରଖିଛନ୍ତି।

9ପରମେଶ୍ବର ମାରେ ସମ୍ମାନକୁ କାଢ଼ି ନଇେଛନ୍ତି। ସେ ମାରେ ମସ୍ତକରୁ ମୁକୁଟ କାଢ଼ି ନଇେଛନ୍ତି।

10ପରମେଶ୍ବର ମାେତେ ସବୁ ଦିଗର ଆଘାତ କରୁଛନ୍ତି, ମୁଁ ଶଷେ ନ ହେଲା ୟାଏ। ଉତ୍ପାଡ଼ିତ ବୃକ୍ଷ ତୁଲ୍ଯ, ସେ ମାରେ ଆଗକୁ କାଢ଼ି ନଇେଛନ୍ତି।

Job 19 illustration - Job Chapter 19

11ପରମେଶ୍ବରଙ୍କ ରାଗ ମାେ ବିରୁଦ୍ଧ ରେ ପ୍ରଜ୍ବଳିତ ହବୋ ରେ ଲାଗିଛି। ସେ ମାେତେ ତାଙ୍କର ଶତ୍ରୁ ଭାବୁଛନ୍ତି।

12ପରମେଶ୍ବର ତାଙ୍କର ସୈନ୍ଯଦଳମାନଙ୍କୁ ମାେ ବିରୁଦ୍ଧ ରେ ଆକ୍ରମଣ କରିବାକୁ ପଠାଇଛନ୍ତି। ସମାନେେ ମାରେ ଚତୁଃପାଶର୍‌ବ ରେ ଆକ୍ରମଣ ପାଇଁ ଦୁର୍ଗ ନିର୍ମାଣ କରିଛନ୍ତି। ଏବଂ ସମାନେେ ମାରେ ଛାଉଣୀର ଚତୁଃପାଶର୍‌ବ ରେ ଛାଉଣୀ କରିଛନ୍ତି।

13ସେ ମାରେ ଭାଇମାନଙ୍କୁ ମାଠାରୁେ ବହୁତ ଦୂରକୁ ନଇୟୋଇଛନ୍ତି। ମାରେ ନିଜର ସାଙ୍ଗମାନେ ମାେ ପାଇଁ ଅଚିହ୍ନା ହାଇେଛନ୍ତି।

14ମାରେ ଜ୍ଞାତିମାନେ ମାେତେ ଛାଡ଼ି ଚାଲିଗଲେ। ମାରେ ବନ୍ଧୁମାନେ ମାେତେ ଭୁଲିଗଲେ।

15ମାେ ଘରକୁ ଆସୁଥିବା ଆଗନ୍ତୁକ ଏପରିକି ଦାସୀମାନେ ମଧ୍ଯ ମାେତେ ଏପରି ଦୃଷ୍ଟି ରେ ଦେଖୁଛନ୍ତି ଯେପରିକି ମୁଁ ଜଣେ ଅପରିଚିତ ବିଦେଶୀ।

Job 19 illustration - Job Chapter 19

16ମୁଁ ଚାକରମାନଙ୍କୁ ଡାକିଲେ ସମାନେେ ମାେତେ ଉତ୍ତର ଦିଅନ୍ତି ନାହିଁ। ମୁଁ ସାହାୟ୍ଯ ପାଇଁ ପ୍ରାର୍ଥନା କଲେ ବି ମାରେ ଚାକରମାନେ ଉତ୍ତର ଦିଅନ୍ତି ନାହିଁ।

17ମାରେ ପତ୍ନୀ ମାରେ ନିଶ୍ବାସର ପବନକୁ ମଧ୍ଯ ଘୃଣା କରେ। ଓ ନିଜ ଭାଇମାନେ ମାେତେ ଘୃଣା କରନ୍ତି।

18େଛାଟ ପିଲାମାନେ ମାେତେ ଦେଖି ଥଟ୍ଟା କରନ୍ତି ଓ ମାେତେ ଖରାପ କଥା କହି ଗାଳି ଦିଅନ୍ତି। ଯେତବେେଳେ ମୁଁ ତାଙ୍କ ପାଖକୁ ୟାଏ।

19ମାରେ ନିକଟତମ ବନ୍ଧୁମାନେ ମାେତେ ଘୃଣା କରନ୍ତି। ମୁଁ ଯେଉଁ ଲୋକମାନଙ୍କୁ ଭଲପାଏ, ସମାନେେ ମାେ ବିରୁଦ୍ଧ ରେ ଯାଉଛନ୍ତି।

20ତେଣୁ ମୁଁ ଅତି କ୍ଷୀଣ ହାଇଗଲିେଣି। ମାରେ ଚର୍ମ ଓହଳି ପଡ଼ିଲାଣି। ମାରେ ଚମଡ଼ା ମାରେ ହାତ ଉପରେ ଝୁଲୁଛି। ମାରେ ଅଳ୍ପ ଜୀବନ ବାକିଅଛି।

Job 19 illustration - Job Chapter 19

21ମାେତେ ଦୟା କରନ୍ତୁ। ମାରେ ଶତ୍ରୁଗଣ ମାେତେ ଦୟାକର। କାହିଁକି ? କାରଣ ପରମେଶ୍ବର ମାେ ବିରୁଦ୍ଧ ରେ।

22କାହିଁକି ? ତୁମ୍ଭେ ମାେତେ ଅତ୍ଯାଚାର କରୁଛ ପରମେଶ୍ବରଙ୍କ ପରି ? ତୁମ୍ଭେ ମାେତେ ଆଘାତ ଦଇେ ଦଇେ କ'ଣ କ୍ଲାନ୍ତି ଅନୁଭବ କରୁ ନାହଁ ?

23ମୁଁ ଚା ହେଁ କହେି ଜଣେ ମନରେଖୁ ଯାହା ମୁଁ କହୁଛି ଓ ଯାହା ଗୋଟିଏ ବହି ରେ ଲେଖିଛି। ମୁଁ ଚା ହେଁ ମାରେ କଥାସବୁ ପୁସ୍ତକରେ ଲିଖିତ ହାଇରହେୁ।

24ମାରେ ଲୁହା ଲେଖନୀ ଓ ସୀସା ଦ୍ବାରା ମାରେ ବାକ୍ଯସବୁ ଖାଦେିତ ହବୋ ଉଚିତ୍। ସଗେୁଡ଼ିକ ଚିରଦିନ ପାଇଁ ପ୍ରସ୍ତର ଉପରେ ଖାଦେିତ ହବୋ ଉଚିତ୍।

25ମୁଁ ଜାଣେ ମାରେ ରକ୍ଷାକର୍ତ୍ତା ଜୀବିତ ଏବଂ ଶଷେ ରେ ସେ ମାେତେ ରକ୍ଷା କରିବା ପାଇଁ ପୃଥିବୀ ରେ ଠିଆ ହବେେ।

Job 19 illustration - Job Chapter 19

26ମାରେ ଚମଡ଼ା ଧ୍ବଂସ ହେଲା ପରି, ବିନା ମାଂସ ରେ ମୁଁ ପରମେଶ୍ବରଙ୍କୁ ଦେଖିବି।

27ମୁଁ ପରମେଶ୍ବରଙ୍କୁ ନିଜ ଆଖି ରେ ଦେଖିବି। ମୁଁ ମାରେନିଜ ପାଇଁ ପରମେଶ୍ବରଙ୍କୁ ଦେଖିବି। ମୁଁ ଇଚ୍ଛାକରେ ମାରେ ନିଜ ଆଖି ତାଙ୍କୁ ଦେଖିବ ଅନ୍ୟ କାହାର ଆଖି ନୁହେଁ। ମାରେ ଅତିରିକ୍ତ ଅନୁଭବ ଦ୍ବାରା, ମୁଁ କ୍ଲାନ୍ତ ହାଇେ ପଡ଼ିଛି।

28ତୁମ୍ଭେ ହୁଏତ କହିପାର, ଆମ୍ଭେ କିପରି ତାକୁ ହଇରାଣ କରିବା। ତଥାପି ତୁମ୍ଭେ ଚିନ୍ତା କରୁଛ, ସମସ୍ଯାର ମୂଳ ମାଠାେ ରେ ଅଛି।'

29କିନ୍ତୁ ତୁମ୍ଭେ ନିଜେ ଖଡ୍ଗ ଦ୍ବାରା ଭୟଭୀତ ହବେ। କାରଣ ପରମେଶ୍ବର ଦୋଷୀକୁ ଦଣ୍ଡ ଦିଅନ୍ତି। ପରମେଶ୍ବର କବଳେ ତୁମ୍ଭକୁ ଦଣ୍ଡ ଦବୋକୁ ତାଙ୍କର ଖଡ୍ଗ ବ୍ଯବହାର କରିବେ। ସେତବେେଳେ ତୁମ୍ଭେ ଜାଣିବ ଯେ ଉପୟୁକ୍ତ ସମୟ ଆସିଲେ ସେ ହିଁ ନ୍ଯାଯ ପ୍ରଦାନ କରି ବିଚାର କରନ୍ତି।

Chapter Complete

You have read Job 19

29 verses