Lumina
Job

Job's Final Defense

Job 31·Oriya Bible

1ମୁଁ ମାରଚେକ୍ଷୁ ସଙ୍ଗେ ଏପରି ଏକ ଚୁକ୍ତି କରିଛି ଯେ ମୁଁ କୌଣସି ଝିଅକୁ ଏପରି ଭାବରେ ଦେଖିବି ନାହିଁ, ୟଦ୍ଦ୍ବାରା କି ମୁଁ ତାକୁ ଚାହିଁବି।

2ସର୍ବଶକ୍ତିମାନ ପରମେଶ୍ବର ଲୋକଙ୍କ ପ୍ରତି କ'ଣ କରନ୍ତି ? ପରମେଶ୍ବର ତାଙ୍କ ବାସସ୍ଥଳ ସ୍ବର୍ଗରୁ କିପରି ଲୋକମାନଙ୍କୁ ବତନେ ଦିଅନ୍ତି।

3ପରମେଶ୍ବର ଦୁଷ୍ଟ ଲୋକଙ୍କ ପ୍ରତି ବିପଦ ଓ ଦୁର୍ଗତି ସୃଷ୍ଟି କରନ୍ତି। ଯେଉଁ ଲୋକମାନେ ଭଲ କାମ ନ କରନ୍ତି ସମାନଙ୍କେ ପ୍ରତି ପରମେଶ୍ବର ବିପତ୍ତି ସୃଷ୍ଟି କରନ୍ତି।

4ମୁଁ ଯାହାକରେ ବା ପଦକ୍ଷପେ ଗ୍ରହଣ କରେ, ପରମେଶ୍ବର ସେ ସବୁ ଜାଣନ୍ତି ଓ ଦେଖନ୍ତି।

5ମଁ କବେେ ମିଥ୍ଯା କହି ନାହିଁ କି ଲୋକଙ୍କୁ ଠକି ନାହିଁ।

Job 31 illustration - Job Chapter 31

6ଯଦି ପରମେଶ୍ବର ଯଥାର୍ଥ ମାନଦଣ୍ଡ ବ୍ଯବହାର କରନ୍ତି, ତବେେ ସେ ଜାଣିପାରିବେ ମୁଁ ନିରପରାଧୀ।

7ମୁଁ ଯଦି ଠିକ୍ ବାଟରୁ ଆଡ଼ଇେ ୟାଏ, ଯଦି ମାରେଆଖି ହୃଦଯକୁ ଦୁଷ୍ଟତା ଆଡ଼କୁ ଟାଣି ନିଏ, ଯଦି ମାରେ ହାତ ପାପରେ ମଳିନ ହୁଏ। ତବେେ ପରମେଶ୍ବର ଜାଣିବେ।

8ତବେେ ଅନ୍ୟ ଲୋକ ସହେି ଶସ୍ଯ ଖାଇଲେ ତାହା ଠିକ୍ ହବେ, ମୁଁ ତାହା ଲଗାଇଲି ଏବଂ ବଢ଼ିଥିବା ଗଛକୁ ମୁଁ ଉପାଡ଼ି ଦଲେି।

9ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ୟ୍ଯ କରିବା ପାଇଁ ତା'ର ଦ୍ବାର ଦେଶ ରେ ଅପେକ୍ଷା କରିଥାଏ,

10ତବେେ ମାରେ ସ୍ତ୍ରୀ ପରପୁରୁଷର ଖାଦ୍ୟ ରାନ୍ଧିପା ରେ, ଅନ୍ୟ ଜଣେ ପୁରୁଷ ତାକୁ ଶୟ୍ଯା ସଙ୍ଗିନୀ କରିବ।

Job 31 illustration - Job Chapter 31

11କାହିଁକି ? କାରଣ ୟୌନାଚାର ପାପ ନିନ୍ଦନୀଯ। ଏହି ପାପୀ ନିଶ୍ଚିତ ଦଣ୍ଡ ପାଇବା ଉଚିତ୍।

12ୟୌନାଚାର ପାପ ହେଉଛି ଏଭଳି ଏକ ଅଗ୍ନି ସବୁ କିଛିକୁ ଧ୍ବଂସ କଲା ପର୍ୟ୍ଯନ୍ତ ଜଳୁଥାଏ। ଏହା ମାରେ କରିଥିବା ସମସ୍ତ କାର୍ୟ୍ଯକୁ ନଷ୍ଟ କରିଦଇେ ପା ରେ।

13ମୁଁ ଯଦି ମାରେ କ୍ରୀତଦାସଙ୍କ ପ୍ରତି ନ୍ଯାଯ କରିବାକୁ ମନା କରିଥାଏ। ସେତବେେଳେ ମାେ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଥାଏ।

14ତବେେ ପରମେଶ୍ବରଙ୍କର ସମ୍ମୁଖୀନ ହେଲା ବେଳେ ମୁଁ କ'ଣ କରିବି ? ମୁଁ ଯାହା କରିଛି ତା'ର ବ୍ଯାଖ୍ଯା କରିବାକୁ ପରମେଶ୍ବର ଯଦି କହନ୍ତି ତବେେ ମୁଁ କି ଉତ୍ତର ଦବେି ?

15ପରମେଶ୍ବର ମାରେ ମା'ର ଶରୀର ଭିତ ରେ ମାେତେ ସୃଷ୍ଟି କରିଛନ୍ତି। ସେ ମଧ୍ଯ ମାରେ ଦାସମାନଙ୍କୁ ସୃଷ୍ଟି କରିଛନ୍ତି। ପରମେଶ୍ବର ଆମ୍ଭକୁ ମା'ର ଗର୍ଭ ଭିତ ରେ ଗଢ଼ିଛନ୍ତି।

Job 31 illustration - Job Chapter 31

16ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।

17ମୁଁ କବେେ ଖାଦ୍ୟ ରେ କୃପଣ ନୁହେଁ। ମୁଁ ସବୁବେଳେ ଅନାଥ ବାଳକମାନଙ୍କୁ ଖାଦ୍ୟ ପ୍ରଦାନ କରେ।

18ଅନାଥ ପିଲାମାନଙ୍କର ସାରା ଜୀବନ ମୁଁ ପିତାଭଳି କାମ କରିଛି। ସାରା ଜୀବନ ବିଧବାମାନଙ୍କ ଯତ୍ନ ନଇେଛି।

19ଯେତବେେଳେ ବସ୍ତ୍ର ଅଭାବରେ କଷ୍ଟ ପାଉଥିବା ଲୋକମାନଙ୍କୁ, ପୋଷାକ ନ ଥିବା ଦରିଦ୍ରମାନଙ୍କୁ ମୁଁ ଯେ ତବେଳେ ଦେଖିଛି,

20ମୁଁ ସବୁବେଳେ ସମାନଙ୍କେୁ ବସ୍ତ୍ର ଦଇେଛି ଓ ମାେ ନିଜ ମେଣ୍ଢାର ପଶମ ଦଇେ ସମାନଙ୍କେୁ ଉଷ୍ଣତା ଦଇେଛି ଏବଂ ସମାନେେ ମଧ୍ଯ ହୃଦଯଭଳି ମାେତେ ଆଶୀର୍ବାଦ କରିଛନ୍ତି।

Job 31 illustration - Job Chapter 31

21ଅନାଥ ବାଳକକୁ ମୁଁ କବେେ ହାତ ଉଠାଏ ନାହିଁ ବରଂ ମାରଫୋଟକ ପାଖ ରେ ସାହାୟ୍ଯ କାମନା କରି ଛିଡ଼ା ହାଇେ ଥିବାର ମୁଁ ତାକୁ ଦେଖେ।

22ମୁଁ ଯଦି କବେେ ତାହା କରିଥାଏ, ତବେେ ମାରେ ବାହୁ ଖଞ୍ଜାରୁ ଭାଙ୍ଗିଯାଉ ଓ ତାହାକୁ କାନ୍ଧ ଉପରୁ ପଡ଼ିଯାଉ।

23କିନ୍ତୁ ସହେିସବୁ କଦର୍ୟ୍ଯ କାମ ଭିତରୁ କୌଣସି ମୁଁ କବେେ କରି ନାହିଁ। ପରମେଶ୍ବରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମାେତେ ଭୟଭୀତ କରେ।

24ମାରେ ସମ୍ପତ୍ତିକୁ ମୁଁ କବେେ ବିଶ୍ବାସ କରେ ନାହିଁ। ପରମେଶ୍ବରଙ୍କ ସାହାୟ୍ଯକୁ ବିଶ୍ବାସ କରେ। ଖାଣ୍ଟି ସୁନାକୁ ମୁଁ କବେେ କ ହେ ନାହିଁ, 'ତୁ ମାରେ ଆଶା।'

25ମୁଁ ଧନୀ ଥିଲି। କିନ୍ତୁ ତାହା ମାେତେ ଗର୍ବି କରିନାହିଁ। ମୁଁ ବହୁତ ଟଙ୍କା ରୋଜଗାର କରିଛି କିନ୍ତୁ ତାହା ମାେତେ ଖୁସି ପରିପାରି ନାହିଁ।

Job 31 illustration - Job Chapter 31

26ଦୀପ୍ତିମାନ ସୂର୍ୟ୍ଯ କି ସ୍ମରଣୀଯ ଚନ୍ଦ୍ରକୁ ମୁଁ କବେେ ଉପାସନା କରି ନାହିଁ।

27ସୂର୍ୟ୍ଯ ଏବଂ ଚନ୍ଦ୍ରକୁ ଉପାସନା କଲାଭଳି ମାରେ ନିର୍ବୋଧତା ନାହିଁ।

28ଏହା ଏକ ପାପ ଯାହା ଦଣ୍ଡ ପାଇବା ଯୋଗ୍ଯ। ଯଦି ମୁଁ ସହେି ବସ୍ତୁକୁ ପୂଜା କରିଥାଏ, ସର୍ବଶକ୍ତିମାନ ପରମେଶ୍ବରଙ୍କ ପ୍ରତି ମୁଁ ଅବିଶ୍ବସ୍ତ ହାଇେଥାନ୍ତି।

29ମାରେ ଶତ୍ରୁମାନେ ଯେତବେେଳେ ଧ୍ବଂସ ହାଇେ ୟାଆନ୍ତି, ସେତବେେଳେ ମୁଁ ଖୁସି ହୁଏ ନାହିଁ। ସମାନଙ୍କେ ବିପଦ ସମୟରେ ମୁଁ କବେେ ହ ସେ ନାହିଁ।

30ମାରେ ଶତ୍ରୁମାନଙ୍କୁ ଅଭିଶାପ ଦଇେ ଓ ସମାନଙ୍କେ ମୃତ୍ଯୁ କାମନା ରେ ମାରେ ମୁଖକୁ ପାପୟୁକ୍ତ ହବୋକୁ ଦଇେ ନାହିଁ।

Job 31 illustration - Job Chapter 31

31ଅଚିହ୍ନା ଲୋକଙ୍କୁ ମୁଁ ଯେ ସବୁବେଳେ ଆହାର ଦଇେ ଆସିଛି ତାହା ମାେ ଗୃହର ସମସ୍ତ ଲୋକ ଜାଣନ୍ତି।

32ମାେ ଗୃହ ମଧ୍ଯକୁ ଅଜଣା ଲୋକଙ୍କୁ ସବୁବେଳେ ଆମନ୍ତ୍ରଣ କରି ଆଣିଛି, ଯଭେଳି କି ରାତି ରେ ରାସ୍ତା ରେ ଶାଇେବାକୁ ପଡ଼ିବ ନାହିଁ।

33ଅନ୍ୟ ଲୋକମାନେ ସମାନଙ୍କେର ପାପକୁ ଗୁପ୍ତ ରଖିବାକୁ ଚାହାଁନ୍ତି। ମୁଁ କବେେ ମାରେ ଦୋଷକୁ ଲୁଚାଏ ନାହିଁ।

34ଅନ୍ୟ ଲୋକମାନେ କ'ଣ କହିବେ ତାହାକୁ ମୁଁ କବେେ ଭୟ କରି ନାହିଁ। ସହେି ଭୟ ମାେତେ କବେେ ନିରବ କରାଇ ନାହିଁ। ବାହାରକୁ ୟିବା ପାଇଁ ମାେତେ କବେେ ପ୍ରତି ରୋଧ କରି ନାହିଁ। ଅନ୍ୟ ଲୋକର ଘୃଣାକୁ ମୁଁ କବେେ ଭୟ କରି ନାହିଁ।

35ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।

Job 31 illustration - Job Chapter 31

36ସହେି ଚିହ୍ନକୁ ମୁଁ ଗଳାର ମାଳି କରି ପିନ୍ଧିବି। ତାହାକୁ ମାେ ମୁଣ୍ଡ ଉପରେ ମୁକୁଟ ଭଳି ଥୋଇବି।

37ଯଦି ପରମେଶ୍ବର ତାହା କରନ୍ତି, ତବେେ ମୁଁ ଯାହା କରିଛି ସବୁକିଛି ବୁଝାଇ ଦବେି। ଜଣେ ନେତାଭଳି ମାରେ ମୁଣ୍ଡ ଟକେି ମୁଁ ପରମେଶ୍ବରଙ୍କ ପାଖକୁ ଆସିବି।

38ମାରେ ଜମି ମୁଁ କାହାଠାରୁ ଚୋରି କରି ନାହିଁ। ଏହା ଚୋରି କରିଥିବା କଥା କହେି ମାେତେ ଦୋଷ ଦଇେ ପାରିବେ ନାହିଁ।

39ଜମିରୁ ପାଉଥିବା ଖାଦ୍ୟ ପାଇଁ ମୁଁ କୃଷକମାନଙ୍କୁ ସବୁବେଳେ ସମାନଙ୍କେ ପ୍ରାପ୍ଯ ଦଇେଛି। ଜମିର ୟିଏ ମାଲିକ, ତାହାଠାରୁ ଜମି ଛଡ଼ାଇ ନବୋକୁ ମୁଁ କବେେ ଚେଷ୍ଟା କରି ନାହିଁ।

40ଯଦି ମୁଁ କବେେ ବି ସହେିସବୁ ଭୁଲ୍ କାମ କରିଥାଏ, ତବେେ ମାେ ଜମି ରେ ଗହମ ଓ ୟଅ ବଦଳ ରେ କଣ୍ଟା ଓ ବାଳୁଙ୍ଗା ଉଠୁ। ଏବଂ ତା'ପରେ ଆୟୁବର କଥା ସମାପ୍ତ ହେଲା।

Chapter Complete

You have read Job 31

40 verses