Lumina
Job

Elihu Defends God

Job 34·Oriya Bible

1ତା'ପରେ ଇଲୀହୁ ତା'ର କଥାକୁ ଜାରିରଖି କହିଲା,

2 ହେ ଜ୍ଞାନୀମାନେ ମାେ କଥା ମନଦଇେ ଶୁଣ, ଯାହା ମୁଁ କହିବାକୁ ଚାହୁଁଛି। ହେ ବୁଦ୍ଧିମାନ ମାେ କଥାକୁ ଧ୍ଯାନ ଦଇେ ଶୁଣ।

3କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ବା ଖାଦ୍ୟର ସ୍ବାଦ ବାରିବା ପରି।

4ତେଣୁ ଆସ ଏହିସବୁ ୟୁକ୍ତିକୁ ପରୀକ୍ଷା କରିବା ଏବଂ ସ୍ଥିର କରିବା କେଉଁଟା ଠିକ୍ ଆମ୍ଭମାନଙ୍କ ମଧିଅରେ। ଆମ୍ଭେ ସମସ୍ତେ ମିଶି ଶିଖିବା ଭଲ କାହାକୁ କହନ୍ତି।

5ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।

Job 34 illustration - Job Chapter 34

6ମୁଁ ନିରପରାଧୀ ହେଲବେି କିନ୍ତୁ ବିଚାର ମାେ ବିରୁଦ୍ଧ ରେ ୟିବାରୁ ମୁଁ ମିଥ୍ଯାବାଦୀ ରେ ଗଣିତ ହାଇେଅଛି। ମୁଁ ନିରପରାଧୀ ହେଲବେି କିନ୍ତୁ ମୁଁ ବହୁତ କଷ୍ଟ ସହିଅଛି।'

7ଆୟୁବ ଭଳି ଆଉ କହେି ବ୍ଯକ୍ତି ଅଛନ୍ତି କି ? ଆୟୁବ ଖାତିର କରେ ନାହିଁ, ଯଦି ତୁମ୍ଭେ ତାକୁ ଅପମାନିତ କର।

8ଆୟୁବ ଦୁଷ୍ଟ ଲୋକଙ୍କ ସହିତ ବନ୍ଧୁତା କରିଛି। ଆୟୁବ ଦୁଷ୍ଟ ଲୋକଙ୍କ ସହିତ ରହିବାକୁ ଭଲପାଏ।

9ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'

10ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।

Job 34 illustration - Job Chapter 34

11ପରମେଶ୍ବର ଜଣେ ବ୍ଯକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ଯ ତାହା ଦିଅନ୍ତି।

12ଏହାହିଁ ସତ୍ଯ ଅଟେ। ପରମେଶ୍ବର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ବର ନ୍ଯାଯ ଭ୍ରଷ୍ଟ କରନ୍ତି ନାହିଁ।

13ପରମେଶ୍ବରଙ୍କୁ ପୃଥିବୀର ଦାଯିତ୍ବ ରେ ରହିବା ପାଇଁ କହେି ମନୋନୀତ କରି ନାହାନ୍ତି। କହେି ତାଙ୍କୁ ସମଗ୍ର ପୃଥିବୀର ଦାଯିତ୍ବ ଦଇେ ନାହିଁ।

14ଯଦି ପରମେଶ୍ବର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ବାସ ପ୍ରଶ୍ବାସକୁ କାଢ଼ି ନବେେ।

15ତବେେ ପୃଥିବୀର ସମସ୍ତ ଲୋକେ ମୃତ୍ଯୁବରଣ କରିବେ। ସବୁ ଲୋକ ପୁଣି ଧୂଳି ରେ ପରିଣତ ହବେେ।

Job 34 illustration - Job Chapter 34

16ଯଦି ତୁମ୍ଭେ ଜ୍ଞାନୀ ମନୁଷ୍ଯ, ତା' ହେଲେ ମାେ କଥା ମନଦଇେ ଶୁଣ।

17ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।

18କହେି ଜଣେ ରାଜାକୁ କ ହେ କି, 'ତୁମ୍ଭେ ଗୋଟିଏ ଅପଦାର୍ଥ ?' କିମ୍ବା କିଏ ନେତାମାନଙ୍କୁ କ ହେ, 'ତୁମ୍ଭମାନେେ ଦୁଷ୍ଟ ଅଟ।'

19ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି ? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।

20ଲୋକେ ହଠାତ୍ ମଧ୍ଯ ରାତ୍ରି ରେ ହୁଏତ ମରି ୟାଇପାରନ୍ତି। ଲୋକେ ହୁଏତ ବମାରେ ହାଇେ ମୃତ୍ଯୁମୁଖ ରେ ପଡ଼ିପାରନ୍ତି। ଏପରିକି କ୍ଷମତାଶାଳୀ ଲୋକ ବି କୌଣସି ସ୍ପଷ୍ଟ କାରଣ ନ ଥାଇ ମରିପାରନ୍ତି।

Job 34 illustration - Job Chapter 34

21ପରମେଶ୍ବର ଲୋକମାନଙ୍କର କାର୍ୟ୍ଯ ପଳାପକୁ ଲକ୍ଷ୍ଯ କରନ୍ତି। ପରମେଶ୍ବର ମଣିଷର ପ୍ରେତ୍ୟକକ ପାଦ ଗତିକୁ ଜାଣନ୍ତି।

22ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।

23ପରମେଶ୍ବର ଲୋକଙ୍କୁ ଆଉ ଟିକିଏ ପରୀକ୍ଷା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ନିଅନ୍ତି ନାହିଁ। ପରମେଶ୍ବର ତାଙ୍କ ସମ୍ମୁଖକୁ ଲୋକଙ୍କୁ ଆଣି ବିଚାର କରିବାକୁ ଦରକାର ମନେ କରନ୍ତି ନାହିଁ।

24ଯଦି କ୍ଷମତାଶାଳୀ ଲୋକେ ମନ୍ଦକାର୍ୟ୍ଯ କରନ୍ତି, ପରମେଶ୍ବର ସମାନଙ୍କେୁ ପ୍ରଶ୍ନ କରନ୍ତି ନାହିଁ। ସେ ସମାନଙ୍କେୁ କବଳେ ଧ୍ବଂସ କରିଦିଅନ୍ତି। ତାଙ୍କ ସ୍ଥାନ ରେ ଅନ୍ୟ ଲୋକଙ୍କୁ ନେତା କରିବାକୁ ସେ ପସନ୍ଦ କରନ୍ତି।

25ତେଣୁ ପରମେଶ୍ବର ଜାଣନ୍ତି ଲୋକେ କ'ଣ କରନ୍ତି। ସେଥିପାଇଁ ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ ରାତିକ ଭିତ ରେ ପରାଜିତ କରିବେ ଓ ସମାନେେ ଧ୍ବଂସ ହବେେ।

Job 34 illustration - Job Chapter 34

26ପରମେଶ୍ବର ଦୁଷ୍ଟ ଲୋକଙ୍କୁ ଦଣ୍ଡ ଦବେେ। କାରଣ ସମାନେେ ମନ୍ଦକାର୍ୟ୍ଯ କରନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ଶାସ୍ତି ଦବେେ, ଯେଉଁଠା ରେ କି ଅନ୍ୟ ଲୋକମାନେ ଏହା ଘଟୁଛି ବୋଲି ଦେଖି ପାରିବେ।

27କାହିଁକି ? କାରଣ ଦୁଷ୍ଟ ଲୋକେ ପରମେଶ୍ବରଙ୍କୁ ମାନନ୍ତି ନାହିଁ। ସହେି ମନ୍ଦ ଲୋକଗୁଡ଼ାକ ପରମେଶ୍ବର ଯାହା ଚାହାନ୍ତି ତାହା କରିବାକୁ ଇଚ୍ଛା କରନ୍ତି ନାହିଁ।

28ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।

29କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।

30ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା' ହେଲେ ପରମେଶ୍ବର ସହେି ବ୍ଯକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।

Job 34 illustration - Job Chapter 34

31ଏହା ଘଟିବ ଯଦି ସେ ପରମେଶ୍ବରଙ୍କୁ ପ୍ରାର୍ଥନା କରି କ ହେ, ମୁଁ ଦୋଷୀ ଅଟେ। ମୁଁ ଆଉ ପାପ କରିବି ନାହିଁ।

32ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'

33ଆୟୁବ, ତୁମ୍ଭେ ଚାହୁଁଛ ପରମେଶ୍ବର ତୁମ୍ଭକୁ ପୁରସ୍କୃତ କରନ୍ତୁ। କିନ୍ତୁ ତୁମ୍ଭେ ପରିବର୍ତ୍ତନକୁ ମନା କରୁଛ। ଆୟୁବ ଏହା ତୁମ୍ଭର ନିଷ୍ପତ୍ତି ମାରେ ନୁହେଁ। ତୁମ୍ଭେ କୁହ ମାେତେ ତୁମ୍ଭେ କ'ଣ ଭାବୁଛ।

34ଜଣେ ଜ୍ଞାନୀ ବ୍ଯକ୍ତି ମାେ କଥା ଶୁଣିବ। ଜଣେ ଜ୍ଞାନୀ ବ୍ଯକ୍ତି କହିବ,

35'ଆୟୁବ ଜଣେ କିଛି ନ ଜାଣିଥିବା ଲୋକ ପରି କଥା କୁ ହେ। ଆୟୁବ ଯେଉଁ କଥା କୁ ହେ ସେଥିର କିଛି ଅର୍ଥ ହୁଏ ନାହିଁ।'

Job 34 illustration - Job Chapter 34

36ମୁଁ ଭାବୁଛି ଆୟୁବକୁ ଅଧିକ ଦଣ୍ଡ ଦିଆୟିବା ଦରକାର। କାହିଁକି ? କାରଣ ଆୟୁବ ଆମ୍ଭକୁ ଯାହା ଉତ୍ତର ଦଲୋ, ଯମେିତି ଜଣେ ଦୁଷ୍ଟ ବ୍ଯକ୍ତି ଉତ୍ତର ଦବେ।

37ଆୟୁବର ବିଦ୍ରୋହ ତା'ର ଅନ୍ୟ ପାପ ସହିତ ୟାଗ କରେ। ଆୟୁବ ଆମ୍ଭ ସମ୍ମୁଖ ରେ ବ ସେ ଏବଂ ଆମ୍ଭକୁ ଅପମାନିତ କରେ ଏବଂ ପରମେଶ୍ବରଙ୍କ ବିଷଯ ରେ ଅତ୍ଯଧିକ କୁ ହେ।

Chapter Complete

You have read Job 34

37 verses