Lumina
Job

God Answers Out of the Whirlwind

Job 38·Oriya Bible

1ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,

2କିଏ ଏହି ଅଜ୍ଞାନୀ ବ୍ଯକ୍ତି ୟିଏ କି ଏଭଳି ନିର୍ବୋଧ କଥା କହୁଛି ?

3ଆୟୁବ, ଜଣେ ମଣିଷ ପରି ଛିଡ଼ା ହାଇୟୋଅ, ଯାହା ଫଳ ରେ ମୁଁ ତୁମ୍ଭକୁ ପ୍ରଶ୍ନ ପଚାରି ପାରିବି ଏବଂ ତୁମ୍ଭେ ମାେତେ ଉତ୍ତର ଦଇପୋରିବ।

4ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

5ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହବେ ? କିଏ ଏହି ପୃଥିବୀକୁ ମାପଚୁପ କରିଥିଲା ଏକ ମାପିବା ରଖାେ ଦ୍ବାରା ।

Job 38 illustration - Job Chapter 38

6ପୃଥିବୀ କାହା ଉପରେ ସ୍ଥିର ରହିଛି ? କିଏ ଏହି ସ୍ଥାନ ରେ ପ୍ରଥମ ପଥର ରଖିଲା ?

7ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତବେେଳେ ହେଲା ସ୍ବର୍ଗଦୂତଗଣ ଆନନ୍ଦ ରେ ଚିତ୍କାର କଲେ।

8ଆୟୁବ, କିଏ ସମୁଦ୍ରକୁ ବନ୍ଦ କରିବା ପାଇଁ ଫାଟକ ବନ୍ଦ କଲା, ଯେତବେେଳେ ଏହା ଗଭୀର ଭାବରେ ପୃଥିବୀ ରେ ପ୍ରବାହିତ ହେଲା ?

9ସେତବେେଳେ ମୁଁ ତାକୁ ମେଘଦ୍ବାରା ଆବୃତ କଲି ଓ ଏହାକୁ ନିବିଡ଼ ଅନ୍ଧକାର ମଧିଅରେ ଗୁଡ଼ାଇ ରଖିଲି।

10ମୁଁ ସମୁଦ୍ର ପାଇଁ ସୀମା ନିରୁପିତ କଲି ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦିଅ।

Job 38 illustration - Job Chapter 38

11ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'

12ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ ?

13ଆୟୁବ ତୁମ୍ଭେ କବେେ ସକାଳର ସୂର୍ୟ୍ଯ କିରଣକୁ ପୃଥିବୀକୁ ଆଚ୍ଛାଦିତ କରିବାକୁ କହିଛ ? ଏବଂ ଦୁଷ୍ଟ ଲୋକମାନଙ୍କୁ ହଲାଇ ଲୁଚିବା ଜାଗାରୁ ଖାଜେି ବାହାର କରିଛ ?

14ସମାନଙ୍କେ ଆଲୋକ ଦ୍ବାରା ପୃଥିବୀ ଏକ ମାଟିଗୁଳା ପରି ପରିବର୍ତ୍ତିତ ହେଲା। ଯେତବେେଳେ ଏହା ଏକ ମାହେର ଦ୍ବାରା ମାହେରାଙ୍କିତ ହେଲା। ଏହାର ଆକାର କୋଟର ଭାଙ୍ଗ ଭଳି ଛିଡ଼ା ହୁଏ।

15ଦୁଷ୍ଟ ଲୋକମାନେ ଦିନର ଆଲୁଅକୁ ଭଲ ପାଆନ୍ତି ନାହିଁ। କାରଣ ଏହାର ପ୍ରଖର କିରଣ ସମାନଙ୍କେୁ ମନ୍ଦ କରିବାକୁ ମନା କରେ।

Job 38 illustration - Job Chapter 38

16ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି ?

17ଆୟୁବ ତୁମ୍ଭେ କବେେ ମୃତ୍ଯୁ ଦେଶର ଦ୍ବାରକୁ ଦେଖିଛ କି ? ତୁମ୍ଭେ କବେେ ସହେି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନଇୟୋଏ।

18ଆୟୁବ ତୁମ୍ଭେ ବୁଝିପାରୁଛ କି ପୃଥିବୀ କେତେ ବଡ଼ ଅଟେ ? ଯଦି ତୁମ୍ଭେ ଜାଣ ଉତ୍ତର ଦିଅ।

19ଆୟୁବ, ଆଲୋକ କେଉଁଠାରୁ ଆ ସେ ? ଅନ୍ଧକାର କେଉଁଠାରୁ ଆ ସେ।

20ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା'ର ପୂର୍ବ ସ୍ଥାନକୁ ଫରୋଇ ଦଇପୋରିବ କି ? ତୁମ୍ଭେ ସେ ସ୍ଥାନକୁ କିପରି ୟାଇପାରିବ ଜାଣିଛ କି ?

Job 38 illustration - Job Chapter 38

21ନିଶ୍ଚଯ ତୁମ୍ଭେ ଏକଥା ସବୁ ଜାଣିଛ। ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ଯ ଅଟ। ତୁମ୍ଭେ ବଞ୍ଚିଥିଲ ମୁଁ ଯେତବେେଳେ ଏହିସବୁ ଗଢ଼ିଥିଲି, ନୁହେଁ କି ?

22ଆୟୁବ, ତୁମ୍ଭେ କବେେ ମାରେ ଭଣ୍ଡାର ଘରକୁ ୟାଇଛ କି, ଯେଉଁଠା ରେ କି ମୁଁ ବରଫ ଏବଂ କୁଆପଥର ରଖିଛି।

23ମୁଁ ବରଫ ଓ କୁଆପଥର ଖଣ୍ଡଗୁଡ଼ିକୁ, କଷ୍ଟ ସମୟ ପାଇଁ ୟୁଦ୍ଧ ଓ ସଂଗ୍ରାମ ସମୟ ପାଇଁ ସଞ୍ଚଯ କରିଛି।

24ତୁମ୍ଭେ ସହେି ସ୍ଥାନକୁ ୟାଇଛ କି ଯେଉଁଠାରୁ ସୂର୍ୟ୍ଯ ଉଦଯ ହୁଏ ଏବଂ ଯେଉଁଠାରୁ ପୂର୍ବବାଯୁ ସାରା ପୃଥିବୀ ରେ ଚାରିଆଡ଼େ ବିଚ୍ଛୁରିତ ହାଇୟୋଏ।

25ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।

Job 38 illustration - Job Chapter 38

26କିଏ ବର୍ଷା ତିଆରି କରନ୍ତି ଏପରି ଜାଗା ରେ ଯେଉଁଠା ରେ କହେି ମନୁଷ୍ଯ ରହନ୍ତି ନାହିଁ।

27ସହେି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ। ଘାସ ଉଠିବାକୁ ଆରମ୍ଭ କରେ।

28ବର୍ଷାର କ'ଣ ପିତା ଅଛି ? କିଏ କାକର ବୁନ୍ଦା ତିଆରି କରେ।

29ବରଫର କ'ଣ ମାତା ଅଛି ? କିଏ କୁଆପଥରର ଜନ୍ମଦାତା ଅଟେ।

30ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ। ଏପରିକି ସମୁଦ୍ର ଜଳ ମଧ୍ଯ ଜମାଟ ବାନ୍ଧି ୟାଏ।

Job 38 illustration - Job Chapter 38

31ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି ? ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି ?

32ତୁମ୍ଭେ କ'ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ ? କି ତୁମ୍ଭେ କ'ଣ ଭାଲୁକୁ ତା'ର ଛୁଆମାନଙ୍କ ସହିତ କଢ଼ଇେ ନବେ।

33ତୁମ୍ଭେ ଆକାଶ ମଣ୍ଡଳର ନିଯମସବୁ ଜାଣ କି ? ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି ?

34ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦଇପୋରିବ, ସମାନେେ ବର୍ଷା ରେ ତୁମ୍ଭକୁ ଘାଡ଼ୋଇ ପାରିବେ ?

35ତୁମ୍ଭେ ବିଜୁଳି କି ଡ଼ାକି ପାରିବ କି? ସେ ତୁମ୍ଭ ନିକଟକୁ ଆସି କହିବ କି? ଆମ୍ଭେ ଏଠା ରେ ଅଛୁ। ମହାଶୟ ଆପଣ କ'ଣ ଚାହାଁନ୍ତି।' ଏହା କ'ଣ ତୁମ୍ଭେ ଯେଉଁଠାକୁ ୟିବ ତୁମ୍ଭ ସାଥି ରେ ୟାଇପାରିବ କି ?

Job 38 illustration - Job Chapter 38

36ଆୟୁବ କିଏ ମଣିଷକୁ ବୁଦ୍ଧିମାନ କରେ ? କିଏ ତାଙ୍କ ଭିତ ରେ ଜ୍ଞାନ ଭର୍ତ୍ତୀ କରେ।

37ଏପରି କିଏ ବୁଦ୍ଧିମାନ ଅଛି, ୟିଏ ମେଘକୁ ଗଣିପା ରେ ଏବଂ କିଏ ତାଙ୍କୁ ବକ୍ସିସ ଦଇେ ତାଙ୍କ ବୃଷ୍ଟି ଢ଼ାଳି ଦବେ।

38ତେଣୁ ଧୂଳି ରାସ୍ତା କାଦୁଅ ରେ ପରିଣତ ହୁଏ ଏବଂ ମାଟିମୁଣ୍ଡା ଲାଗିୟାଆନ୍ତା।

39ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି ? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି ?

40ସହେି ସିଂହମାନେ ତାଙ୍କ ଗୁମ୍ଫା ଭିତ ରେ। ସମାନେେ ଘାସ ଭିତ ରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହାଇେଥାଆନ୍ତା।

Job 38 illustration - Job Chapter 38

41କିଏ ଡ଼ାମରା କାଉକୁ ଖାଦ୍ୟ ଯୋଗଇ ଦିଏ। ଯେତବେେଳେ ତା'ର ଶାବକମାନେ ପରମେଶ୍ବରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲା ବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ।

Chapter Complete

You have read Job 38

41 verses