Lumina
John

John 21

John 21·Oriya Bible

1ତା'ପରେ ଯୀଶୁ ନିଜକୁ ଶିଷ୍ଯମାନଙ୍କ ଆଗ ରେ ଦଖାଦେେଲେ। ସେ ତିବିରିଆ ହ୍ରଦ ଗାଲୀଲୀ କୂଳ ରେ ସମାନଙ୍କେୁ ଦଖାଦେଇେଥିଲେ। ସେ ଏହିପରି ଭାବରେ ଦର୍ଶନ ଦଇେଥିଲେ:

2ଯୀଶୁଙ୍କର କେତକେ ଶିଷ୍ଯ ଏକତ୍ର ହାଇେଥିଲେ, ସମାନେେ ହେଲେ ଶିମାନେ ପିତର, ଥୋମା, (ଡାକନାମ ଦିଦୁମ)। ଗାଲୀଲୀର କାନ୍ନା ନିବାସୀ ନିଥନିଯଲେ, ଜବଦେିର ପୁତ୍ରମାନେ ଓ ଦୁଇଜଣ ଅନ୍ୟ ଶିଷ୍ଯ।

3ଶିମାନେ ପିତର କହିଲେ, ମୁଁ ମାଛ ଧରିବାକୁ ଯାଉଛି। ଅନ୍ୟ ଶିଷ୍ଯମାନେ କହିଲେ, ଆମ୍ଭେ ତୁମ୍ଭ ସହିତ ୟିବୁ। ତେଣୁ ସବୁ ଶିଷ୍ଯମାନେ ଯାଇ ନେ ୗକା ରେ ବସିଲେ। ସମାନେେ ମାଛ ଧରିବାକୁ ସାରା ରାତି ଚେଷ୍ଟା କଲେ, କିନ୍ତୁ କିଛି ଧରିପାରିଲେ ନାହିଁ.

4ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳ ରେ ଠିଆ ହାଇେଥିଲେ। କିନ୍ତୁ ଶିଷ୍ଯମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନଥିଲେ।

5ତା'ପରେ ଶିଷ୍ଯମାନଙ୍କୁ କହିଲେ, ବନ୍ଧୁମାନେ, ତୁମ୍ଭେ କିଛି ମାଛ ଧରିଛ କି?

John 21 illustration - John Chapter 21

6ଯୀଶୁ କହିଲେ, ତୁମ୍ଭର ଜାଲ ନେ ୗକାର ଡାହାଣ ପଟ ପାଣି ରେ ପକାଅ। ତୁମ୍ଭେ ସଠାେରେ ମାଛ ପାଇବ। ଶିଷ୍ଯମାନେ ସହେିପରି କଲେ। ସମାନେେ ଏତେ ମାଛ ଧରିଲେ ଯେ, ସମାନେେ ଜାଲକୁ ନେ ୗକା ପର୍ୟ୍ଯନ୍ତ ଟାଣି ପାରିଲେ ନାହିଁ।

7ଯୀଶୁ ଯେଉଁ ଶିଷ୍ଯଙ୍କୁ ପ୍ ରମେ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ପିତର ଏତ ପ୍ରଭୁ ବୋଲି ଶୁଣି ତାହାଙ୍କୁ ପୋଷାକ ପିନ୍ଧିଲେ। କାରଣ ସେ କାର୍ୟ୍ଯ କରିବା ପାଇଁ ସବୁ ବସ୍ତ୍ର ଖାଲିେ ଦଇେଥିଲେ। ତା'ପରେ ସେ ପାଣିକୁ ଡଇେଁ ପଡିଲେ।

8ଅନ୍ୟ ଶିଷ୍ଯମାନେ ନେ ୗକା ରେ କୂଳକୁ ଗଲେ। ସମାନେେ ମାଛ ରେ ଭର୍ତ୍ତି ହାଇେଥିବା ଜାଲ ଭିଡିଲେ। ସମାନେେ କୂଳରୁ ବେଶୀ ଦୂର ରେ ନଥିଲେ, ଦୂରତ୍ବ ପ୍ରାୟ ନବେ ମିଟର ଥିଲା।

9ଶିଷ୍ଯମାନେ ଯେତବେେଳେ ନେ ୗକାରୁ ବାହାରି କୂଳ ରେ ପହନ୍ଚିଲେ, ସମାନେେ ସେତବେେଳେ ରଡନିଆଁ ଜଳୁଥିବାର ଦେଖିଲେ। ସଠାେରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ଯ ଥିଲା।

10ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ଧରିଥିବା କିଛି ମାଛ ଆଣ।

John 21 illustration - John Chapter 21

11ଶିମାନେ ପିତର ନେ ୗକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ ବଡ ମାଛ ରେ ପୂର୍ଣ୍ଣ ଥିଲା। ସେଥି ରେ ଟି ମାଛ ଥିଲା। ମାଛଗୁଡିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନଥିଲା।

12ଯୀଶୁ ସମାନଙ୍କେୁ କହିଲେ, ଆସ ଓ ଖାଅ। ଶିଷ୍ଯମାନଙ୍କ ଭିତ ରେ କହେି ଜଣେ ହେଲେ ପଚାରିବା ପାଇଁ ସାହାସ କଲେ ନାହିଁ, ତୁମ୍ଭେ କିଏ? କାରଣ ସମାନେେ ଜାଣିଥିଲେ ଯେ, ସେ ପ୍ରଭୁ।

13ଯୀଶୁ ଖାଦ୍ୟ ନିକଟକୁ ଆସି ରୋଟୀ ଘନେି ସମାନଙ୍କେୁ ଦେଲେ। ସେ ସମାନଙ୍କେୁ ମାଛ ମଧ୍ଯ ଦେଲେ।

14ଯୀଶୁ ମୃତ୍ଯୁରୁ ବଞ୍ଚି ଉଠିବା ପରେ ଶିଷ୍ଯମାନଙ୍କୁ ଏହି ତୃତୀୟ ଥର ପାଇଁ ଦର୍ଶନ ଦେଲେ।

15ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

John 21 illustration - John Chapter 21

16ତା'ପରେ ଯୀଶୁ ପୁଣି ତାହାଙ୍କୁ କହିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ କ'ଣ ମାେତେ ପ୍ ରମେ କର?

17ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?

18ମୁଁ ତୁମ୍ଭକୁ ସତ୍ଯ କହୁଛି ତୁମ୍ଭେ ଯେତବେେଳେ ୟୁବକ ଥିଲ, ସେତବେେଳେ ତୁମ୍ଭେ ଅଣ୍ଟା ରେ ନିଜଲୁଗା ଭିଡି ଇଚ୍ଛାନୁସା ରେ ଯେ କୌଣସି ସ୍ଥାନକୁ ଯାଉଥିଲ। ମାତ୍ର ବୃଦ୍ଧ ବୟସ ରେ ତୁମ୍ଭେ ହାତ ବଢାଇବ ଓ ଯେଉଁଆଡେ ତୁମ୍ଭର ୟିବାକୁ ଇଚ୍ଛା ନଥିବ, ସହେିଠାକୁ ଅନ୍ୟମାନେ ତୁମ୍ଭକୁ ନଇେଯିବେ।

19ପରମେଶ୍ବରଙ୍କର ଗୌରବ ପାଇଁ ପିତର କିପରି ଭାବେ ମୃତ୍ଯୁ ବରଣ କରିବେ, ଏହା ଜଣାଇବା ଉଦ୍ଦେଶ୍ଯ ରେ ଯୀଶୁ ସପରେି କହିଥିଲେ। ଏହା ପରେ ଯୀଶୁ ତାହାଙ୍କୁ କହିଲେ, ମାରେଅନୁଗମନ କର।

20ପିତର ବୁଲି ପଡି ଦେଖିଲେ ଯେ ଯେଉଁ ଶିଷ୍ଯଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସେ ସମାନଙ୍କେ ଅନୁଗମନ କରୁଛନ୍ତି। ( ସହେି ରାତ୍ରି ଭୋଜନ ବେଳେ, ସହେି ଶିଷ୍ଯ ଯୀଶୁଙ୍କ ଶରୀର ରେ ଆଉଜି ପଡି, ପ୍ରଚାରି ଥିଲେ, ପ୍ରଭୁ, ଆମ୍ଭ ଭିତରୁ କିଏ ଆପଣଙ୍କ ବିରୁଦ୍ଧ ରେ ୟିବ?)

John 21 illustration - John Chapter 21

21ସହେି ଶିଷ୍ଯଙ୍କୁ ପଛ ରେ ଆସୁଥିବା ଦେଖି ପିତର ପଚାରିଲେ, ପ୍ରଭୁ, ତାହାଙ୍କ ବିଷୟ ରେ କ'ଣ ହବେ?

22ଯୀଶୁ ଉତ୍ତର ଦେଲେ, ମାରେ ପୁନରାଗମନ ସମୟ ପର୍ୟ୍ଯନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତବେେ ସେଥି ରେ ତୁମ୍ଭର କ'ଣ ଅଛି? ତୁମ୍ଭେ ମାରେ ଅନୁଗମନ କର।

23ତେଣୁ ଭାଇମାନଙ୍କ ମଧିଅରେ ଗୋଟିଏ କଥେ ପ୍ରଚାରିତ ହେଲା। ସମାନେେ କହୁଥିଲେ ଯେ, ଯୀଶୁ ଯେଉଁ ଶିଷ୍ଯଙ୍କୁ ପ୍ ରମେ କରୁଛନ୍ତି, ସହେି ଶିଷ୍ଯ ମରିବେ ନାହିଁ। କିନ୍ତୁ ଯୀଶୁ ଏକଥା କହି ନଥିଲେ ଯେ, ସେ ମରିବ ନାହିଁ। ସେ କବଳେ କହିଲେ, ମାରେପୁନରାଗମନ ସମୟ ପର୍ୟ୍ଯନ୍ତ ସେ ବଞ୍ଚି ରହୁ ବୋଲି ଯଦି ମୁଁ ଇଚ୍ଛାକରେ, ତବେେ ସେଥିଲେ ତୁମ୍ଭର କ'ଣ ଅଛି?

24ସହେି ଶିଷ୍ଯ ଏ ସବୁ କଥା କହୁଛନ୍ତି। ସେ ହେଉଛନ୍ତି ସହେି ବ୍ଯକ୍ତି ଯେ କି ଏସବୁ କଥା ଲେଖିଛନ୍ତି। ଆମ୍ଭେ ଜାଣୁ ସେ ଯାହା କହନ୍ତି ତାହା ସତ୍ଯ।

25ଯୀଶୁ ଆହୁରି ଅନକେ କାର୍ୟ୍ଯ କରିଥିଲେ। ମୁଁ ମନେ କରେ ଯେ, ଯୀଶୁଙ୍କ ବିଷୟ ରେ ସମସ୍ତ ବିଷୟ ଯଦି ଲଖାେ ହାଇେ ଥାଆନ୍ତା, ତବେେ ସହେି ପୁସ୍ତକଗୁଡିକ ରଖିବା ପାଇଁ ସାରା ଜଗତ ରେ ସ୍ଥାନ ହୁଅନ୍ତା ନାହିଁ।

Chapter Complete

You have read John 21

25 verses