Lumina
Jonah

Jonah Preaches in Nineveh

Jonah 3·Oriya Bible

1ତା'ପ ରେ ସଦାପ୍ରଭୁ ୟୂନସଙ୍କୁ ପୁନର୍ବାର କହିଲେ।

2ପ୍ରଭୁ କହିଲେ, ବୃହତ୍ ନଗର ନୀନିବୀକୁ ୟାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧିଅରେ ପ୍ରଗ୍ଭର କର।

3ୟୂନସ ସଦାପ୍ରଭୁଙ୍କ ବାକ୍ଯକୁ ପାଳନ କରି ନୀନିବୀକୁ ଗଲା। ଏହା ଏକ ବିରାଟ ନଗର ଥିଲା। ଜଣେ ଲୋକକୁ ସମଗ୍ର ସହର ରେ ବୁଲି ଆସିବାକୁ ତିନିଦିନ ସମୟ ଲାଗୁଥିଲା।

4ୟୂନସ ନଗରର କନ୍େଦ୍ରସ୍ଥଳୀକୁ ୟାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧିଅରେ ଆରମ୍ଭ କଲା। ୟୂନସ କହିଲା, ଗ୍ଭଳିଶ ଦିନ ନୀନିବୀ ଧ୍ବଂସ ହବେ।

5ନୀନିବୀର ଲୋକମାନେ ପରମେଶ୍ବରଙ୍କର ଏହି ବାର୍ତ୍ତାକୁ ବିଶ୍ବାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସମାନେେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ ସମସ୍ତ ଲୋକେ ଏହି କାର୍ୟ୍ଯ କଲେ।

Jonah 3 illustration - Jonah Chapter 3

6ନୀନିବୀର ରାଜା ଏ ବିଷଯ ରେ ଶୁଣିଲେ ଏବଂ ସେ ମଧ୍ଯ ମନ୍ଦ କାର୍ୟ୍ଯ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ୟାଇ ରାଜକୀଯ ପୋଷାକ ପରିତ୍ଯାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପ ରେ ବସି ପଡିଲେ।

7ରାଜା ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖି ନଗରକୁ ପଠାଇଲେ।

8କିନ୍ତୁ ସମସ୍ତ ମନୁଷ୍ଯ ଓ ପ୍ରାଣୀ ମାଟେ ବସ୍ତ୍ର ପରିଧାନ କରିବେ ଏବଂ ସମାନେେ ଦୁଃଖ ପ୍ରକାଶ କରିବେ। ସମାନେେ ଉଚ୍ଚ ସ୍ବର ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବେ। ପ୍ରେତ୍ୟକକ ବ୍ଯକ୍ତି ସମାନଙ୍କେର ଜୀବନଧାରା ବଦଳାଇବେ ଓ ମନ୍ଦକାର୍ୟ୍ଯ କରିବା ବନ୍ଦ କରିବେ।

9ତାହା ହେଲେ ପରମେଶ୍ବର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ୟ୍ଯ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କୋରଧ ହବେ ନାହିଁ। ତା'ପ ରେ ସେ ହୁଏତ ଦଣ୍ତ ଦବେେ ନାହିଁ।

10ଲୋକମାନେ ଯାହା କଲେ ପରମେଶ୍ବର ସବୁ ଦେଖିଲେ। ସମାନେେ ମନ୍ଦ କାର୍ୟ୍ଯ ବନ୍ଦ କରିବା ପରମେଶ୍ବର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।

Chapter Complete

You have read Jonah 3

10 verses