Lumina
Jonah

Jonah's Anger

Jonah 4·Oriya Bible

1ପରମେଶ୍ବର ସେ ନଗରକୁ ରକ୍ଷା କରିବାରୁ ୟୂନସ ଖୁସି ହେଲେ ନାହିଁ। ସେ ଏଥି ରେ କୋରଧାନ୍ବିତ ହେଲେ।

2ୟୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲା, ମୁଁ ଜାଣିଥିଲି ଏହାହିଁ ଘଟିବ। ମୁଁ ମାେ ନିଜ ଦେଶ ରେ ଥିଲା ବେଳେ ତୁମ୍ଭେ ମାେତେ ସଠାେକୁ ଡାକିଥିଲା। ସେତବେେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସହେି କୁନଗରୀର ଲୋକମାନଙ୍କୁ କ୍ଷମା ଦବେ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ୟିବାକୁ ସ୍ଥିର କଲି। ମିଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦଖାଇେ ଲୋକମାନଙ୍କୁ ଦଣ୍ତ ଦବେ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟା ରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତବେେ ତୁମ୍ଭେ ଧ୍ବଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।

3ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, ହେ ସଦାପ୍ରଭୁ, ମାେତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମାରେମରିବା ଭଲ ହବେ।

4ତା'ପ ରେ ସଦାପ୍ରଭୁ କହିଲେ, ତୁମ୍ଭେ କ'ଣ ଭାବୁଛ, ତୁମ୍ଭେ ରାଗି ଠିକ୍ କରୁଛ, କାରଣ ଆମ୍ଭେ ସମାନଙ୍କେୁ ବିନାଶ କଲୁ ନାହିଁ?

5ତଥାପି ୟୂନସ ଏ ବିଷଯ ରେ କୋର୍ଧାନ୍ବିତ ଥିଲା। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲା। ନଗର ନିକଟରେ ଥିବା ପୂର୍ବ ଦିଗ ରେ ଏକ ସ୍ଥାନକୁ ସେ ଗଲା। ସେ ସଠାେ ରେ ଏକ କୁଟୀର ନିର୍ମାଣ କରି ତାରି ଛାଯା ରେ ବସି ରହିଲା। ନଗର ରେ କ'ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲା।

Jonah 4 illustration - Jonah Chapter 4

6ସଦାପ୍ରଭୁ ଗୋଟିଏ ଲାଉଗଛ ସୃଷ୍ଟି କଲେ ଯାହା ୟୂନସ ଉପ ରେ ଶୀଘ୍ର ମାଡିୟାଇ ତା'ର ବସିବା ସ୍ଥାନ ରେ ଛାଯା ଓ ଶୀତଳତା ପ୍ରଦାନ କଲା। ତାହା ୟୂନସକୁ ଆରାମ ଦବୋ ରେ ଏତେ ସାହାୟ୍ଯ କଲା ଯେ ୟୂନସ ଗଛ ପାଇଁ ଭାରି ଖୁସି ହେଲେ।

7ପରଦିନ ପ୍ରଭାତ ରେ ପରମେଶ୍ବର ସହେି ଗଛକୁ ଖାଇଦବୋକୁ ଗୋଟିଏ କୀଟ ପଠାଇଲେ। ସହେି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।

8ସୂର୍ୟ୍ଯ ମୁଣ୍ତ ଉପରକୁ ଆସିଲା ପ ରପରେମେଶ୍ବର ଉତ୍ତପ୍ତ ପୁନଇେ ପବନ ବହିବାକୁ ନିର୍ଦ୍ଦେଶ ଦେଲେ। ସୂର୍ୟ୍ଯଙ୍କର ପ୍ରଖର କିରଣ ୟୂନସର ମୁଣ୍ତ ଉପ ରେ ପଡି ୟୂନସକୁ ଅତି ଦୁର୍ବଳ କରି ଦଲୋ। ୟୂନସ ପରମେଶ୍ବରଙ୍କୁ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ମାରେ ବଞ୍ଚିବା ଅପେକ୍ଷା ବରଂ ମରିବା ଭଲ।

9କିନ୍ତୁ ପରମେଶ୍ବର ୟୂନସକୁ କହିଲେ, ତୁମ୍ଭେ କ'ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?

10ସଦାପ୍ରଭୁ କହିଲେ, ତୁମ୍ଭେ ସେ ଗଛ ପାଇଁ କିଛି କରି ନଥିଲ। ସେ ଗଛ ବଢିବା ପାଇଁ ତୁମ୍ଭେ କିଛି କରି ନଥିଲା। ଏହା ରାତ୍ରି ରେ ବଢିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ।

Jonah 4 illustration - Jonah Chapter 4

11ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।

Chapter Complete

You have read Jonah 4

11 verses