Lumina
Leviticus

The Peace Offering

Leviticus 3·Oriya Bible

1 ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।

2ପୁଣି ସେ ସମାଗମ-ତମ୍ବୁର ଦ୍ବାର ଦେଶ ରେ ଆପଣା ବଳିର ମସ୍ତକ ଉପରେ ହାତ ରଖି ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କରିବେ।

3ସେ ମଙ୍ଗଳାର୍ଥକ ନବୈେଦ୍ଯର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ୍ର-ଉପରିସ୍ଥ ମଦେ ଉତ୍ସର୍ଗ କରିବ।

4ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାଶର୍‌ବବର୍ତ୍ତୀ ମଦେ ଓ ୟକୃତର ଉପରିସ୍ଥ ଅନ୍ତ୍ରପ୍ଲାବକ ନବେ।

5ତହୁଁ ହାରୋଣର ପୁତ୍ରଗଣ ୟଜ୍ଞବଦେୀ ରେ ଏହିସବୁ ସହିତ ଅଗ୍ନିକାଠ ରେ ଥିବା ହାମବେଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନବୈେଦ୍ଯ ଅଟେ।

Leviticus 3 illustration - Leviticus Chapter 3

6 ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।

7ଯଦି ସେ ନବୈେଦ୍ଯ ରୂପେ ମଷେ ଉତ୍ସର୍ଗ କରେ ତବେେ ସେ ନିଶ୍ଚିତ ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମୁଖକୁ ତାକୁ ଆଣିବ।

8ପୁଣି ସେ ନିଜ ବନ୍ଦୀର ମସ୍ତକରେ ହାତ ରଖି ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣମ ପୁତ୍ରମାନେ ତା'ର ରକ୍ତକୁ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।

9ଏହାପରେ ସହେି ମଙ୍ଗଳାର୍ଥକ ନବୈେଦ୍ଯରୁ ଏକ ଅଂଶ ନବୈେଦ୍ଯ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହବେ। ସେ ତା'ର ମଦେ, ସମସ୍ତ ମଦମେଯ ଲାଙ୍ଗୁଳ, ମରେୁଦଣ୍ଡ ନିକଟରୁ କାଟି ନବେ। ସମସ୍ତ ମଦେ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡିକ ନବୈେଦ୍ଯ ହବେ।

10ସେ ଦୁଇଟି ଗୁରୁଦା ମଦେ ଉପରିସ୍ଥ ଓ ଗୁରୁଦାର ପାଶର୍‌ବବର୍ତ୍ତୀ, ୟକୃତର ମଦେ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନବୋ ଉଚିତ୍।

Leviticus 3 illustration - Leviticus Chapter 3

11ତତ୍ପରେ ଯାଜକ ସେସମସ୍ତ ନଇେ ବଦେୀ ଉପରେ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ଉପହାର ହବେ।

12ଆଉ ଯଦି କହେି ଛାଗ ନବୈେଦ୍ଯ କରେ, ତବେେ ସେ ତାକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ।

13ସେ ସହେି ଛାଗ ମସ୍ତକରେ ହାତ ରଖିବ ଓ ସମାଗମ ତମ୍ବୁ ନିକଟରେ ତାକୁ ବଧ କରିବ। ତା'ପରେ ହାରୋଣର ପୁତ୍ରର ତା'ର ରକ୍ତ ନଇେ ୟଜ୍ଞବଦେୀ ଉପରେ ଚାରିଆଡେ ଛିଞ୍ଚିବେ।

14ତା'ପରେ ସେ ସହଭାଗିତାର ନବୈେଦ୍ଯରୁ ଏକ ଅଂଶ ସଦାପ୍ରଭୁଙ୍କ ଉପହାର ରୂପେ ଦବେ। ସେ ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ ଉପରିସ୍ଥ ମଦେ ସବୁ ଉତ୍ସର୍ଗ କରିବ।

15ସେ ଦୁଇଟି ଗୁରୁଦା, ମଦେ ଉପରିସ୍ଥ ଓ ଗୁରୁଦାର ପାଶର୍‌ବବର୍ତ୍ତୀ ଏବଂ ୟକୃତର ମଦେ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନବୋ ଉଚିତ୍।

Leviticus 3 illustration - Leviticus Chapter 3

16ତା'ପରେ ଯାଜକ ୟଜ୍ଞବଦେୀ ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ଯ ନବୈେଦ୍ଯ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମଦେ ସଦାପ୍ରଭୁଙ୍ଗର।

17ଏହି ବିଧି ପ୍ରେତ୍ୟକକ ଗୃହ ରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ଯତ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀଯ ହବେ। ତୁମ୍ଭମାନେେ ଯେଉଁ ଠା ରେ ରୁହ ନା କାହିଁକି ମଦେ କିମ୍ବା ରକ୍ତ ଭୋଜନ କରିବ ନାହିଁ।

Chapter Complete

You have read Leviticus 3

17 verses