Lumina
Leviticus

Laws of the Offerings

Leviticus 6·Oriya Bible

1ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

2କହେି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ସତ୍ଯ ଲଙ୍ଘନ କରେ, ଅର୍ଥାତ୍ ଗଚ୍ଛିତ ବା ହସ୍ତ ରେ ସମର୍ପିତ, କିମ୍ବା ଅପହୃତ ଦ୍ରବ୍ଯ ବିଷଯ ରେ ଆପଣା ପ୍ରତିବେଶୀ ସହିତ ଅସତ୍ଯ ବ୍ଯବହାର କରେ, ଅଥବା ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରେ।

3କିମ୍ବା ହଜାଇଥିବା ଦ୍ରବ୍ଯ ପାଇଁ ସହେି ବିଷଯ ରେ ଅସତ୍ଯ ବ୍ଯବହାର କରେ ଓ ମିଥ୍ଯା କରି ଶପଥ କରେ, ଏହି ପ୍ରକାର ଯେ କୌଣସି କର୍ମ ରେ ମନୁଷ୍ଯ ପାପ କରେ,

4ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।

5ସେ ଯେଉଁଥିପାଇଁ ଗୋଟିଏ ମିଥ୍ଯା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସପୂର୍ଣ୍ଣ ଫରୋଇ ଦବୋ ଉଚିତ୍। ଏସବୁ ସେ କରିବ ଯେଉଁଦିନ ସେ ଦୋଷୀ ବୋଲି ସାବ୍ଯସ୍ତ ହବେଓ ସହେିଦିନ ସେ ଗ୍ରହିତାକୁ ସେ ଦ୍ରବ୍ଯ ଦବେ।

Leviticus 6 illustration - Leviticus Chapter 6

6ପୁଣି ସେ ସଦାପ୍ରଭୁଙ୍କୁ ଉଦ୍ଦେଶ୍ଯ ରେ ତା'ର ଦୋଷାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ଯ ଅନୁସାରେ ପଲରୁ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ।

7ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁ ରେ ତାହା ନିମନ୍ତେ ପ୍ରାଯଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହାଇେଥିବ ସେଥିରୁ କ୍ଷମା ପ୍ରାପ୍ତ ହବେ।

8ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

9ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହାମବେଳିର ବ୍ଯବସ୍ଥା ଅଟେ, ହାମବେଳି ସମସ୍ତ ପ୍ରଭାତ ହବୋ ପର୍ୟ୍ଯନ୍ତ ୟଜ୍ଞବଦେୀର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ବଳନ୍ତ ରହିବା ଉଚିତ୍।

10ଯାଜକ ଶଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହାମବେଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ୟଜ୍ଞବଦେୀ ପାଶର୍‌ବା ରେ ରଖିବା ଉଚିତ୍।

Leviticus 6 illustration - Leviticus Chapter 6

11ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।

12ମାତ୍ର ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ଜଳିତ ରହିବ। ତାହା କବେେ ନିର୍ବାପିତ ହବୋ ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତ ରେ ତା'ଉପରେ କାଠ ସଜାଇ ରଖିବ ଓ ସମାଗମ ନବୈେଦ୍ଯର ମଦେ ତା'ଉପରେ ଦଗ୍ଧ କରିବ।

13ୟଜ୍ଞବଦେୀ ଉପରେ ଅଗ୍ନି ସର୍ବଦା ଜ୍ବଳନ୍ତ ରହିବ, କଦାପି ନିର୍ବାପିତ ହବେ ନାହିଁ।

14ଏହା ହେଉଛି ଶସ୍ଯ ନବୈେଦ୍ଯର ବ୍ଯବସ୍ଥା। ହାରୋଣର ପୁତ୍ରଗଣ ୟଜ୍ଞବଦେୀ ସମ୍ମୁଖ ରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ଯ ଆଣିବେ।

15ଯାଜକ ସହେି ଶସ୍ଯ ନବୈେଦ୍ଯରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନବୈେଦ୍ଯ ଉପରିସ୍ଥ ସମସ୍ତ ଲୋବାନ ନଇେ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନବୈେଦ୍ଯ ହବେ।

Leviticus 6 illustration - Leviticus Chapter 6

16ପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।

17ଶସ୍ଯ ନବୈେଦ୍ଯ ବିନା ତାଡି ରେ ପାକ କରାୟିବ। ମାେତେ ଦିଆୟାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦଇେଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ଯ ମହାପବିତ୍ର ରୂପେ ବ୍ଯବହାର କରାୟିବା ଉଚିତ୍।

18ହାରୋଣଙ୍କ ସନ୍ତାନଗଣଙ୍କ ମଧ୍ଯରୁ ପ୍ରେତ୍ୟକକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନବୈେଦ୍ଯ ସମାନେେ ଗ୍ରହଣ କରିବେ ଏକ ବିଧି ହବେ। ଯାହା କିଛି ଜିନିଷଗୁଡିକ ଏହାକୁ ସ୍ପର୍ଶ କରିବ ପବିତ୍ର ହବେ।

19ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

20ଏହି ନବୈେଦ୍ଯ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସମାନଙ୍କେର ଅଭିଷକେ ଦିନ ରେ ଉତ୍ସର୍ଗ କରିବା ଉଚିତ୍। ସମାନେେ ପ୍ରତିଦିନ ଶସ୍ଯ ନବୈେଦ୍ଯ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନଇେ ଅର୍ଦ୍ଧକେ ପ୍ରଭାତ ରେ ଓ ଅର୍ଦ୍ଧକେ ସନ୍ଧ୍ଯା କାଳ ରେ ଉତ୍ସର୍ଗ କରିବେ।

Leviticus 6 illustration - Leviticus Chapter 6

21ପଲମ ରେ ତାହା ତୈଳ ମିଶ୍ରିତ ହାଇେ ପ୍ରସ୍ତୁତ କରାୟିବ। ପାକ ହେଲେ ତୁମ୍ଭେ ତାକୁ ଭିତରକୁ ଆଣିବ, ସହେି ନବୈେଦ୍ଯର ଖଣ୍ଡ ଖଣ୍ଡ ପକ୍ବାନ୍ନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ। ସହେି ଆଘ୍ରାଣ ତାଙ୍କର ତୁଷ୍ଟିଜନକ ହବେ।

22ହାରୋଣଙ୍କ ପରେ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ମଧ୍ଯରୁ ଯେ ତାଙ୍କ ପଦ ରେ ଅଭିଷିକ୍ତ ଯାଜକ ହବେ, ସେ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦଗ୍ଧ କରାୟିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକା ରେ ତାହା ସଦାସର୍ବଦା କରାୟିବା ଉଚିତ୍।

23ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।

24ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

25ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ଯବସ୍ଥା। ଯେଉଁ ସ୍ଥାନ ରେ ହାମବେଳି ଉତ୍ସର୍ଗ କରାୟାଏ, ସହେି ସ୍ଥାନ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପମାଚେନ ପାଇଁ ପଶୁ ଉତ୍ସର୍ଗ କରାୟିବ। ଏହା ମହାପବିତ୍ର ଅଟେ।

Leviticus 6 illustration - Leviticus Chapter 6

26ଯେଉଁ ଯାଜକ ପାପମାଚେନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ ତମ୍ବୁ ପ୍ରାଙ୍ଗଣର ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାହା ଭକ୍ଷଣ କରିବ।

27ଯେ କହେି ପାପାର୍ଥକ ବଳିର ମାଂସକୁ ସ୍ପର୍ଶ କରିବ, ସେ ପବିତ୍ର ହବେ,

28ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।

29ଯାଜକ ପରିବାରରୁ ଯେ କୌଣସି ପୁରୁଷ ତାହା ଭୋଜନ କରିବେ। ତାହା ଅତି ପବିତ୍ର ଅଟେ।

30ମାତ୍ର ପବିତ୍ର ସ୍ଥାନ ରେ ପ୍ରାଯଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ ତମ୍ବୁ ଭିତରକୁ ଅଣାୟାଏ, ତବେେ ସହେି ପାପାର୍ଥକ ବଳି ନିଶ୍ଚଯ ଭୋଜନ କରାୟିବା ଉଚିତ୍ ନୁହେଁ। ତାହା ସମ୍ପୁର୍ଣ୍ଣରୂପେ ଅଗ୍ନି ରେ ଦଗ୍ଧ କରାୟିବା ଉଚିତ୍।

Chapter Complete

You have read Leviticus 6

30 verses