Lumina
Malachi

Warnings to the Priests

Malachi 2·Oriya Bible

1 ହେ ଯାଜକଗଣ, ଏହି ବିଧି ତୁମ୍ଭମାନଙ୍କ ପାଇଁ।

2ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।

3 ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦବୋ। ଛୁଟିଦିନମାନଙ୍କ ରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭମାନେେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗି ଦିଅ, ଆମ୍ଭେ ସହେି ଗୋବରକୁ ନଇେ ତୁମ୍ଭମାନଙ୍କ ମୁହଁ ରେ ପକାଇବା ଓ ତୁମ୍ଭମାନଙ୍କୁ ସହେି ଗୋବର ସହିତ ଫିଙ୍ଗି ଦବୋ।

4ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ବରା ଲବେୀମାନଙ୍କ ସହିତ ଆମ୍ଭର ନିଯମ ଗ୍ଭଲୁ ରହିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

5ଆମ୍ଭେ ଲବେୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦବୋପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା।

Malachi 2 illustration - Malachi Chapter 2

6ଲବେୀ ସତ୍ଯବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ଯା ଶିକ୍ଷା ଦେଉନଥିଲା। ସେ ଧାର୍ମିକ ଏବଂ ବିଶ୍ବସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସମାନଙ୍କେ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।

7ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।

8ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହାଇେଛ ଏବଂ ତୁମ୍ଭମାନେେ ବହୁତ ଲୋକମାନଙ୍କୁ ଭୂଲ୍ ପଥରେ ୟିବା ପାଇଁ ଶିଖାଇଲ। ତୁମ୍ଭମାନେେ ଲବେୀଙ୍କ ସହିତ ହାଇେଥିବା ଚୁକ୍ତିକୁ ଲଙ୍ଘନ କଲ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ।

9ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।

10ପରମେଶ୍ବର ଆମ୍ଭ ସମସ୍ତଙ୍କର ପିତା ଓ ଆମ୍ଭ ସମସ୍ତଙ୍କର ସୃଷ୍ଟିକର୍ତ୍ତା। ତେଣୁ କାହିଁକି ଆମ ମଧ୍ଯରୁ କହେି ଜଣେ ଅନ୍ୟ ଜଣକୁ ପ୍ରତାରଣା କରୁଛି? କାହିଁକି ଆମ୍ଭମାନେେ ଜଣେ ଅନ୍ୟ ଜଣ ପ୍ରତି ଅବିଶ୍ବସ୍ତ? କାହିଁକି ପରମେଶ୍ବର ଯେଉଁ ଚୁକ୍ତି ଆମ୍ଭ ପୂର୍ବପୁରୁଷଙ୍କ ସହିତ କରିଥିଲେ, ଆମ୍ଭମାନେ ତାହା ଭାଙ୍ଗୁଛୁ?

Malachi 2 illustration - Malachi Chapter 2

11ଯିହୁଦାର ଲୋକମାନେ ଅବିଶ୍ବସ୍ତ ଥିଲେ। ୟିରୁଶାଲମ ଓ ଇଶ୍ରାୟେଲର ଲୋକମାନେ ବହୁତ ଘୃଣିତ କାର୍ୟ୍ଯ କରିଛନ୍ତି। ପରମେଶ୍ବର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସମାନେେ ବିଦେଶୀ ଦବେତାର କନ୍ଯାକୁ ବିବାହ କଲେ।

12ସଦାପ୍ରଭୁ ଯାକୁବ ପରିବାରରୁ ସହେି ଲୋକମାନଙ୍କୁ ବିତାଡିତ କରିବେ। ସହେି ଲୋକମାନେ ଯଦିଓ ସଦାପ୍ରଭୁଙ୍କୁ ଭଟେି ଅର୍ପଣ କରନ୍ତି, ତାହା କିଛି ଫଳ ହବେନାହିଁ ଏବଂ ସଦାପ୍ରଭୁ କବେେ ହେଲେ ସନ୍ତୁଷ୍ଟ ହବେେ ନାହିଁ।

13ଏପରିକି ଯଦି ତୁମ୍ଭମାନେେ ପୁଣି ୟଜ୍ଞବଦେୀ ତୁମ୍ଭ ଲୁହ ରେ ବୁଡାଇ ଦବୋକୁ ଚେଷ୍ଟାକର, ସେ ତୁମ୍ଭମାନଙ୍କର ଉପହାର ଗ୍ରହଣ କରିବେ ନାହିଁ। ତୁମ୍ଭେ ଆଣିଥିବା ଜିନିଷ ରେ ସେ ଖୁସି ହବେେ ନାହିଁ।

14ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

15ପରମେଶ୍ବର ଉଭୟ ସ୍ବାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସମାନଙ୍କେୁ ଶରୀର ଓ ଆତ୍ମା ରେ ଏକ ହବୋ ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ବର ଧର୍ମପରାଯଣ ସନ୍ତାନ ସନ୍ତତି ଗ୍ଭହାଁନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ବସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ୟୁବାବସ୍ଥା ରେ ବିବାହ କରିଛ।

Malachi 2 illustration - Malachi Chapter 2

16ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କୁହନ୍ତି! ଆମ୍ଭେ ଛାଡପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ଯ ଲୋକମାନେ କରୁଥିବା ନିଷ୍ଠୁର କାର୍ୟ୍ଯକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ବସ୍ତ ହୁଅ ନାହିଁ।

17ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।

Chapter Complete

You have read Malachi 2

17 verses