Lumina
Matthew

Peter's Confession

Matthew 16·Oriya Bible

1ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋକୁ କହିଲେ, କାରଣ ଯୀଶୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ ଫଳ ରେ ପ୍ରମାଣିତ ହାଇେ ପାରିବ ଯେ ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି।

2ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ସୂର୍ୟ୍ଯାସ୍ତ ସମୟରେ ଆକାଶକୁ ଲାଲରଙ୍ଗ ହାଇେଥିବାର ଦେଖିଲେ କୁହ ଯେ ପାଗ ଭଲ ରହିବ।

3ତୁମ୍ଭମାନେେ ସୂର୍ େଯ୍ଯାଦୟ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହବେ। ଏଗୁଡିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡିକ ଆକାଶ ରେ ଦେଖ ଓ ସଗେୁଡିକର ଅର୍ଥ ବୁଝ। ସହେିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡିକୁ ଦେଖୁଛ। ଏଗୁଡିକ ମଧ୍ଯ ଏପ୍ରକାର ଲକ୍ଷଣ। କିନ୍ତୁ ଏଗୁଡିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହାଇେ ପାରୁନ।

4ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ବରୂପ ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖିବାକୁ ଚାହାଁନ୍ତୁ। ଏଭଳି ଲୋକଙ୍କୁ ୟୂନୁସଙ୍କ ଚ଼ିହ୍ନ ବ୍ଯତୀତ ଅନ୍ୟ କୌଣସି ଚ଼ିହ୍ନ ଦିଆୟିବ ନାହିଁ। ତାପରେ ଯୀଶୁ ସମାନଙ୍କେୁ ସଠାେରେ ଛାଡ଼ି ଚ଼ାଲିଗଲେ।

5ଯୀଶୁଙ୍କ ଶିଷ୍ଯମାନେ ହ୍ରଦର ଅପର ପାଶର୍‌ବକୁ ଗଲେ। କିନ୍ତୁ ସମାନେେ ସାଙ୍ଗ ରେ ରୋଟୀ ନବୋକୁ ଭୁଲିଗଲେ।

Matthew 16 illustration - Matthew Chapter 16

6ଯୀଶୁ ସମାନଙ୍କେୁ କହିଲେ, ସାବଧାନ ରୁହ। ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।

7ଶିଷ୍ଯମାନେ ନିଜ ନିଜ ଭିତ ରେ ଏହାର ଅର୍ଥ ବିଷୟ ରେ ଆଲୋଚନା କଲେ। ସମାନେେ କହିଲେ, ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।

8ସମାନେେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, ତୁମ୍ଭେ ରୋଟୀ ନଥିବା କଥା କାହିଁକି ତୁମ୍ଭ ଭିତ ରେ କୁହାକୁହି ହେଉଛ? ତୁମ୍ଭର ବିଶ୍ବାସ ଅଳ୍ପ।

9ଏବେ ସୁଦ୍ଧା ତୁମ୍ଭେ କ'ଣ ବୁଝି ପାରୁନ? ପାଞ୍ଚଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନକେ ଟୋକଇେ ରେ ଭର୍ତ୍ତି କରିଥିଲ।

10ସାତଟେି ରୋଟୀକୁ ଚାରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନକେ ଟୋକଇେ ରେ ଭର୍ତ୍ତି କରିଥିବା ବିଷୟ ରେ କହୁ ନଥିଲି?

Matthew 16 illustration - Matthew Chapter 16

11ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂର ରେ ରହିବାକୁ କହୁଛି।

12ତା'ପରେ ସମାନେେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀ ରେ ବ୍ଯବହାର କରା ଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟ ରେ ଯୀଶୁ କହୁନଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସମାନଙ୍କେୁ କହୁଥିଲେ।

13ଯୀଶୁ କାଇସରିଯା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ଯମାନଙ୍କୁ କହିଲେ, ମୁଁ ହେଉଛି ମନୁଷ୍ଯପୁତ୍ର ମୁଁ କିଏ ବୋଲି ଲୋକେ ମାେ ବିଷୟ ରେ କ'ଣ କହୁଛନ୍ତି?

14ଶିଷ୍ଯମାନେ ଉତ୍ତର ଦେଲେ, କେତକେ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତକେ ଏଲିୟ ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ୟିରିମିୟ ବା ଭବିଷ୍ଯଦ୍ବକ୍ତା ମାନଙ୍କ ମଧ୍ଯରୁ ଜଣେ ବୋଲି କହୁଛନ୍ତି।

15ଯୀଶୁ କହିଲେ, ମୁଁ କିଏ ବୋଲି ତୁମ୍ଭେ କ'ଣ କହୁଛ?

Matthew 16 illustration - Matthew Chapter 16

16ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।

17ଉତ୍ତର ରେ ଯୀଶୁ କହିଲେ, ହେ ଶିମାନେ! ୟୂନସଙ୍କ ପୁତ୍ର! ତୁମ୍ଭେ ଧନ୍ଯ! ଏକଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମାେ ସ୍ବର୍ଗୀୟ ପିତା ତୁମ୍ଭକୁ ଏକଥା ଶିଖାଇଛନ୍ତି।

18ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।

19ସ୍ବର୍ଗରାଜ୍ଯର ଚାବିଗୁଡ଼ିକ ମୁଁ ତୁମ୍ଭକୁ ଦବେି। ତେଣୁ ଏ ପୃଥିବୀ ରେ ଯେତବେେଳେ ତୁମ୍ଭେ ନ୍ଯାୟବିଗ୍ଭର କରିବ, ସହେି ନ୍ଯାୟ ବିଗ୍ଭର ପରମେଶ୍ବରଙ୍କର ନ୍ଯାୟ ବିଗ୍ଭର ହବେ। ଏ ପୃଥିବୀ ରେ ଯେତବେେଳେ ତୁମ୍ଭେ କ୍ଷମା ଦବେ, ସହେି କ୍ଷମା ପରମେଶ୍ବରଙ୍କର କ୍ଷମା ହବେ।

20ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।

Matthew 16 illustration - Matthew Chapter 16

21ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ୟିରୂଶାଲମକୁ ଯିବେ। ସଠାେରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ବାରା ସେ ଅନକେ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ଯୁରୁ ତୃତୀୟ ଦିନ ପୁନର୍ଜୀବିତ ହବେେ।

22ତା'ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, ହେ ପ୍ରଭୁ! ପରମେଶ୍ବର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନଘଟୁ।

23ଯୀଶୁ ବୁଲିପଡି ପିତରଙ୍କୁ କହିଲେ, ଶୟତାନ! ମାେ ପାଖରୁ ଚାଲିଯାଅ। ତୁମ୍ଭେ ମାେ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ବରଙ୍କ ନିୟମକୁ ଖାତିର୍ କରୁନାହଁ। ଲୋକମାନେ ଯାହାକୁ ସହତ୍ତ୍ବପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଭାବୁଛ।

24ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଯଦି କହେି ଲୋକ ମାରେ ଅନୁସରଣ କରିବାକୁ ଇଚ୍ଛା କରୁଛି ତବେେ ସେ ନିଜ ବିଷୟ ରେ ଭୂଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କୃଶ ବହନ କରୁ। ତା'ପରେ ସେ ମାରେ ଅନୁସରଣ କରିବା ଉଚିତ।

25ଯେଉଁ ଲୋକ ତା ନିଜ ଜୀବନ ରକ୍ଷା କରିବାକୁ ଚାହୁଁଥିବ, ସେ ଏହାକୁ ହ ରଇେ ବସିବ। ମାେ ପାଇଁ ଜୀବନ ଦେଉଥିବା ପ୍ରେତ୍ୟକକ ଲୋକ ଏହାକୁ ରକ୍ଷା କରିବ।

Matthew 16 illustration - Matthew Chapter 16

26ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।

27ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।

28ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ କେତକେ ଲୋକ ଠିଆ ହାଇେଛନ୍ତି, ଯେଉଁମାନେ ସମାନଙ୍କେ ମୃତ୍ଯୁ ପୂର୍ବରୁ ମନୁଷ୍ଯ ପୁତ୍ରଙ୍କୁ ତାହାଙ୍କ ରାଜ୍ଯ ସହିତ ଆସୁଥିବାର ଦେଖିବେ।

Chapter Complete

You have read Matthew 16

28 verses