Lumina
Matthew

John the Baptist; Baptism of Jesus

Matthew 3·Oriya Bible

1ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

2ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।

3ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3

4ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

5ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

Matthew 3 illustration - Matthew Chapter 3

6ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

7ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?

8ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

9ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

10ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

Matthew 3 illustration - Matthew Chapter 3

11ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

12ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

13ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

14କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?

15ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

Matthew 3 illustration - Matthew Chapter 3

16ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

17ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।

Chapter Complete

You have read Matthew 3

17 verses