1ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।
2ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।
3ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।
4ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3
5ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।

6ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:
7ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:
8ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.
9ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।
10ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

11ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
12ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।
13ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।
14ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।
15ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।

16ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2
17ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।
18ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।
19ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।
20ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ।

21ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।
22ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ.
23ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
24ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
25ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।
You have read Matthew 4
25 verses