Lumina
Nehemiah

Builders of the Wall

Nehemiah 3·Oriya Bible

1ଇଲିଯାଶୀବ ମହାୟାଜକ ଥିଲେ, ଇଲିଯାଶୀବ ଓ ତାଙ୍କର ସାଥି ଯାଜକମାନେ ମଷେ ଫାଟକ ଗଠନ କରିବାକୁ ଗଲେ। ସମାନେେ ସହେି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ବାର ସ୍ଥାପନ କଲେ। ସମାନେେ ସହସ୍ର ଦୂର୍ଗର ଓ ହନନଲେ ଦୂର୍ଗର କାର୍ୟ୍ଯ କଲେ।

2ଯିରୀହାରେ ଲୋକମାନେ ସମାନଙ୍କେ ପରେ କାମ କଲେ। ଇମ୍ରିର ପୁତ୍ର ସକ୍କୂର ଯିରୀହାରେ ଲୋକମାନଙ୍କ ପରେ କାମ କଲା।

3ହସନାଯାରର ପୁତ୍ରମାନେ ମତ୍ସ୍ଯଦ୍ବାର ଗଠନ କଲେ। ସମାନେେ ତାର କଢି ଚଢାଇଲେ, ତା'ର କବାଟ, ହୁଡୁକା ଓ ଅର୍ଗଳ ସବୁ ଲଗାଇଲେ।

4ସମାନଙ୍କେ ପରେ ହକ୍କୋସର ପୁତ୍ର ଊରିଯ, ଊରିଯର ପୁତ୍ର ମରମୋେତ୍ ତାପର ଅଂଶ ମରାମତି କଲା,

5ତକୋଯୀଯ ଲୋକମାନେ ମରାମତି କଲେ। ସମାନଙ୍କେ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମ ରେ ହସ୍ତକ୍ଷପେ କଲେ ନାହିଁ।

Nehemiah 3 illustration - Nehemiah Chapter 3

6ପା ସହରେ ପୁତ୍ର ଯିହାୟୋଦାରଦା ଓ ବିଷୋଦିଯାର ପୁତ୍ର ମଶୁଲ୍ଲମ, ପୁରୁଣା ଫାଟକ ଲଗାଇଲେ। ସମାନେେ ତହିଁର କଢି କବାଟ, କବ୍ଜା ଓ ଅର୍ଗଳ ଲଗାଇଲେ।

7ଗିବିଯୋନୀଯରୁ ମଲାଟିଯ ଓ ମରୋଣୋଥୀଯରୁ ୟାଦୋନ ସମାନଙ୍କେର ପାଶର୍‌ବ ପ୍ରାଚୀରକୁ ମରାମତି କଲେ। ସହେି ଲୋକମାନେ ଗିବିଯୋନ ଓ ମିସ୍ପାରୁ ଥିଲେ। ସମାନେେ ନଦୀର ପଶ୍ଚିମାଞ୍ଚଳ ରାଜ୍ଯପାଳ ଦ୍ବାରା ଶାସିତ ହେଲେ।

8ହର୍ହଯର ପୁତ୍ର ସ୍ବର୍ଣ୍ଣକାର ଉଷୀଯଲେ ସମାନଙ୍କେ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀଯ ୟିଏ କି ସୁଗନ୍ଧ ବ୍ଯାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସମାନେେ ପ୍ରଶସ୍ତ ପ୍ରାଚୀର ପର୍ୟ୍ଯନ୍ତ ୟିରୁଶାଲମ ଦୃଢ କଲେ।

9ସମାନଙ୍କେ ନିକଟରେ ୟିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗ ରେ ଅଧ୍ଯକ୍ଷ ହୂରର ପୁତ୍ର ରଫାଯ ଭଗ୍ନ ପ୍ରାଚୀର ଗଠନ କଲେ।

10ହରୁମଫର ପୁତ୍ର ୟିଦାଯ ଆପଣା ଗୃହ ସମ୍ମୁଖ ରେ ପ୍ରାଚୀର ଗଠନ କଲା। ତା ନିକଟକୁ ହଶ୍ବନିଯର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା।

Nehemiah 3 illustration - Nehemiah Chapter 3

11ହାରିମର ପୁତ୍ର ମଲ୍କିଯ ଓ ପହତ୍ ମାୟୋବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ ଦୁର୍ଗ ଗଠନ କଲା।

12ତାହା ନିକଟରେ ୟିରୁଶାଲମର ପ୍ରଦେଶର ଅର୍ଦ୍ଧଭାଗ ରେ ଅଧ୍ଯକ୍ଷ ହଲୋ ହେଶର ପୁତ୍ର, ଶଲ୍ଲୁମ ଓ ତାହାର କନ୍ଯାମାନେ ଜିର୍ଣ୍ଣ ପ୍ରାଚୀର ଗଠନ କଲେ।

13ହାନୂନ୍ ଓ ସାନୋହର ନିବାସୀମାନେ ଉପତ୍ୟକା ଦ୍ବାରର ଭଗ୍ନାଂଶ ଗଠନ କଲେ। ସମାନେେ ତାହା ଗଢି ତାର କବାଟ, କବ୍ଜା, ଅର୍ଗଳ ସବୁ ଲଗାଇଲେ। ଆଉ ଖତଦ୍ବାର ପର୍ୟ୍ଯନ୍ତ ପ୍ରାଚୀର ଏକ ହଜାର ହାତ ଦୃଢ କଲେ।

14ବୈଥ୍ ହକ୍କରେମ୍ ପ୍ରଦେଶର ଅଧ୍ଯକ୍ଷ ରେଖବର ପୁତ୍ର ମଲକିଯ ଖତଦ୍ବାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡୁକା ଓ ଅର୍ଗଳ ଲଗାଇଲା।

15ମିସ୍ପା ପ୍ରଦେଶର ଶାସକ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ବାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କବ୍ଜା, ଢାଲ, ଅର୍ଗଳ ସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ୟିବା ପାବଛ ପର୍ୟ୍ଯନ୍ତ ସେ ରାଜାଙ୍କର ରାଜୋଦ୍ଯାନ ଓ ଶଲୋ ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।

Nehemiah 3 illustration - Nehemiah Chapter 3

16ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ଯକ୍ଷ ଅସ୍ବୂକର ପୁତ୍ର ନିହିମିଯା ଦାଉଦଙ୍କର କବର ସମ୍ମୁଖ ପର୍ୟ୍ଯନ୍ତ ଓ ମନୁଷ୍ଯକୃତ ପୁଷ୍କରିଣୀ ପର୍ୟ୍ଯନ୍ତ ଓ ବୀରମାନଙ୍କ ଗୃହ ପର୍ୟ୍ଯନ୍ତ ମରାମତି କଲେ।

17ତାର ନିକଟକୁ ଲବେୀୟ ପରିବାରବର୍ଗର, ବାନିର ପୁତ୍ର ରହୂମ୍ ଭଗ୍ନ ଅଂଶ ମରାମତି କଲା। ତାପରେ ଅର୍ଦ୍ଧ କିଯୀଲା ପ୍ରଦେଶର ଅଧ୍ଯକ୍ଷ ହଶବିଯ ମରାମତି କଲେ। ତାଙ୍କ ପ୍ରଦେଶ ତରଫରୁ ସେ ମରାମତି କଲେ।

18ସମାନଙ୍କେ ଭାତୃଗଣ କିଯୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ଯକ୍ଷ ହୋନାନଦର ପୁତ୍ର ବବଯ ତାହା ନିକଟରେ ଭଗ୍ନ ଅଂଶ ମରାମତି କଲେ।

19ତାହା ନିକଟରେ ମିସ୍ପାର ଅଧ୍ଯକ୍ଷ ଯଶୂେଯର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣୀ ପଥ ସମ୍ମୁଖ ରେ ଅନ୍ୟ ଏକ ଭଗ୍ନା ଅଂଶ ଗଠନ କଲେ।

20ତା'ର ନିକଟକୁ ସଦ୍ଦଯର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିଯାଶୀବ୍ ମହାୟାଜକର ଗୃହଦ୍ବାର ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।

Nehemiah 3 illustration - Nehemiah Chapter 3

21ତାପରକୁ ହକ୍କୋସର ପୌତ୍ର ଊରିଯର ପୁତ୍ର ମରମୋେତ୍ ଇଲିଯାଶୀବର ଗୃହଦ୍ବାରଠାରୁ ଇଲିଯାଶୀବର ଗୃହ ପ୍ରାନ୍ତ ପର୍ୟ୍ଯନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ।

22ତା'ପରକୁ ପ୍ରାନ୍ତର ବାସୀ ଯାଜକମାନେ ଭଗ୍ନ ଅଂଶ ଗଠନ କଲେ।

23ସମାନଙ୍କେ ପରେ ବିନ୍ଯାମୀନ ଓ ହଶୂବ୍ ସମାନଙ୍କେ ଆପଣାମାନଙ୍କ ଗୃହଗୁଡିକ ସମ୍ମୁଖ ରେ ଭଗ୍ନ ଅଂଶ ମରାମତି କଲେ। ସମାନଙ୍କେ ପରେ ଅନନିଯର ପୁତ୍ର ମା ସଯେ, ମା ସଯରେ ପୁତ୍ର ଅସରିଯ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।

24ତା'ପରକୁ ହନୋଦଦର ପୁତ୍ର ବନ୍ନେୁଯୀ ଅସରିଯର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।

25ଉଷଯର ପୁତ୍ର ପାଉଲ ପ୍ରାଚୀରର ବାଙ୍କ ସମ୍ମୁଖ ରେ ପ୍ରହରି ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖ ରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିଯୋଶର ପୁତ୍ର ପଦାଯ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।

Nehemiah 3 illustration - Nehemiah Chapter 3

26ଏହି ସମୟରେ ନଥୀନୀଯମାନେ ଜଳଦ୍ବାରର ପୂର୍ବଦିଗ ରେ ସମ୍ମୁଖ ପର୍ୟ୍ଯନ୍ତ ଓ ବାହାର ଦୁର୍ଗ ପର୍ୟ୍ଯନ୍ତ ଓ ଫଲ ରେ ବାସ କରୁଥିଲେ।

27ତା'ପରେ ତକୋଯୀଯମାନେ ବାହାରସ୍ଥ ବଡ ଦୁର୍ଗ ସମ୍ମୁଖରୁ ଓ ଫଲର ପ୍ରାଚୀର ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।

28ଯାଜକମାନେ ପ୍ରେତ୍ୟକକ ନିଜ ନିଜ ଗୃହ ସମ୍ମୁଖ ରେ ଅଶ୍ବଦ୍ବାରର ଉପରଭାଗର ଭଗ୍ନଅଂଶ ଗଠନ କଲେ।

29ସମାନଙ୍କେ ପରେ ଇମ୍ ମାରେର ପୁତ୍ର ସାଦୋକ୍ ଆପଣା ଗୃହ ସମ୍ମୁଖ ରେ ଭଗ୍ନ ଅଂଶ ଗଠନ କଲେ। ତା'ପରେ ପୂର୍ବଦ୍ବାରପାଳ ଶିଖନିଯର ପୁତ୍ର ଶମଯିଯ ଜିର୍ଣ୍ଣ ପ୍ରାଚୀର ଗଠନ କଲେ।

30ଶଲେିମିଯର ପୁତ୍ର ହନାନିଯ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ଭଗ୍ନାଂଶ ଗଠନ କଲେ।

Nehemiah 3 illustration - Nehemiah Chapter 3

31ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।

32କୋଣର ଉଠାଣୀ ଓ ମଷେଦ୍ବାର ମଧିଅରେ ସ୍ବର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।

Chapter Complete

You have read Nehemiah 3

32 verses