Lumina
Numbers

The Twelve Spies

Numbers 13·Oriya Bible

1ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

2ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦବେି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସମାନଙ୍କେର ପ୍ରେତ୍ୟକକ ପିତୃବଂଶ ମଧିଅରେ ଯେଉଁ ମାନେ ଅଧିପତି, ସମାନଙ୍କେୁ ପଠାଅ।

3ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପାରଣ ମରୁଭୂମି ପ୍ରାନ୍ତରରୁ ସମାନଙ୍କେୁ ପଠାଇଲେ। ସହେି ଲୋକମାନେ ଇଶ୍ରାୟେଲର ଲୋକମାନଙ୍କର ନତେୃବର୍ଗ ଥିଲେ।

4ସହେି ପ୍ରଧାନମାନଙ୍କର ନାମ ଏହି

5ଶିମିୟୋନ ଗୋଷ୍ଠୀବର୍ଗ ମଧ୍ଯରୁ ହୋରିର ପୁତ୍ର ଶାଫଟ।

Numbers 13 illustration - Numbers Chapter 13

6ଯିହୁଦା ଗୋ୍ଟୀବର୍ଗ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍।

7ଇଷାଖର ଗୋଷ୍ଠୀବର୍ଗ ମଧ୍ଯରୁ ଯୋଷଫେର ପୁତ୍ର ୟିଗାଲ।

8ଇଫ୍ରଯିମ ଗୋଷ୍ଠୀବର୍ଗ ମଧ୍ଯରୁ ନୂନର ପୁତ୍ର ହାେେଶୟ।

9ବିଦ୍ଯାମୀନ ଗୋଷ୍ଠୀବର୍ଗ ମଧ୍ଯରୁ ରାଫୁର ପୁତ୍ର ପଲ୍ଟି।

10ସବୁଲୂନ ଗୋଷ୍ଠୀବର୍ଗ ମଧ୍ଯରୁ ସୋଦିର ପୁତ୍ର ଗବ୍ଦୀଯଲେ।

Numbers 13 illustration - Numbers Chapter 13

11ଯୋଷଫେ ଗୋଷ୍ଠୀବର୍ଗ ସୂଷିର ପୁତ୍ର ଗବ୍ଦି ମନଃଶି ଗୋଷ୍ଠୀର ଅଟେ।

12ଦାନ ଗୋଷ୍ଠୀବର୍ଗ ମଧ୍ଯରୁ ଗମଲ୍ଲୀର ପୁତ୍ର ଅମ୍ମୀଯଲେ।

13ଆଶରେ ଗୋଷ୍ଠୀବର୍ଗ ମଧ୍ଯରୁ ମୀଖାଯଲରେ ପୁତ୍ର ସଥୁର।

14ନପ୍ତାଲି ଗୋଷ୍ଠୀବର୍ଗ ମଧ୍ଯରୁ ବପ୍ ସିର ପୁତ୍ର ନହବି।

15ଗାଦ ଗୋଷ୍ଠୀବର୍ଗ ମଧ୍ଯରୁ ମାଖିର ପୁତ୍ର ଗୂଯଲେ।

Numbers 13 illustration - Numbers Chapter 13

16ମାଶାେ ଯେଉଁ ଲୋକମାନଙ୍କୁ ଗୁପ୍ତଚର କାର୍ୟ୍ଯ କରିବାକୁ ସହେି ଦେଶ ପଠାଇ ଥିଲେ, ମାଶାେ ନୂନର ପୁତ୍ର ହାେେଶୟଙ୍କୁ ଯିହାଶୂେୟ ନାମ ଦେଲେ।

17ଆଉ ମାଶାେ ଏମାନଙ୍କୁ କିଣାନ ଦେଶ ରେ ଗୁପ୍ତଚର କାର୍ୟ୍ଯ କରିବାକୁ ପଠାଇ ସମାନଙ୍କେୁ କହିଲେ, ତୁମ୍ଭମାନେେ ନଗେଭେକୁ ୟାଅ ଏବଂ ତା'ପରେ ପର୍ବତମଯ ଦେଶକୁ ୟାଅ।

18ପୁଣି ସହେି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦିର୍ବଳ ଓ ସେ ଅଳ୍ପ କି ଅନକେ ସେ ବିଷଯ ରେ ଅନୁସନ୍ଧାନ କର।

19ପୁଣି ସମାନେେ ଯେଉଁ ଦେଶ ରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗର ରେ ବାସ କରନ୍ତି ତାହା କି ପ୍ରକାର, ସମାନେେ ତମ୍ବୁ ରେ କି ଗଡ ରେ, କାହିଁ ରେ ବାସ କରନ୍ତି, ତାହା ମଧ୍ଯ ଅନୁସନ୍ଧାନ କର।

20ପୁଣି ସହେି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧିଅରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭମାନେେ ସାହସୀ ହାଇେ ସହେି ଦେଶର ଫଳରୁ କିଛି ସଙ୍ଗ ରେ ଆଣ। ସହେି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।

Numbers 13 illustration - Numbers Chapter 13

21ତେଣୁ ସମାନେେ ସୀନ ମରୁଭୂମିରୁ ୟାତ୍ରାକରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ୟ୍ଯନ୍ତ ଦେଶ ଅନୁସନ୍ଧାନ କଲେ।

22ଆଉ ସମାନେେ ଦକ୍ଷିଣ ଦିଗ ଦଇେ ହିବ୍ରୋଣ ରେ ୟାଇ ଉପସ୍ଥିତ ହେଲେ, ସହେି ସ୍ଥାନ ରେ ଅହୀମାନ୍, ଶେଶଯ, ତଲ୍ମଯ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋଯନର ସାତବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହାଇେଥିଲା।

23ଏହାପରେ ସମାନେେ ଇଷ୍କୋଲ ଉପତ୍ୟକା ରେ ଉପସ୍ଥିତ ହାଇେ ସଠାେରେ ଏକ ପନ୍ଡୋ ଫଳୟୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀ ରେ ବହନ କଲେ, ସମାନେେ ମଧ୍ଯ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।

24ଇଶ୍ରାୟେଲର ଲୋକମାନେ ଯେଉଁ ଉପତ୍ୟକା ରେ ଦ୍ରାକ୍ଷାପନ୍ଡୋ କାଟି ଥିଲେ, ସେଥି ସକାେଶ ସହେି ସ୍ଥାନ ଇଷ୍କୋଲ ଉପତ୍ୟକା ନାମ ରେ ପ୍ରସିଦ୍ଧ ହେଲା।

25ସମାନେେ ଚାଳିଶ ଦିନ ସହେି ଦେଶ ଅନୁସନ୍ଧାନ କଲାପରେ ଫରେି ଆସିଲେ।

Numbers 13 illustration - Numbers Chapter 13

26ଅନନ୍ତର ସମାନେେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନ ରେ ମାଶାଙ୍କେୁ ଭଟେିଲେ, ହାରୋଣ ଓ ଇଶ୍ରାୟେଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହାଇେ ସମାନଙ୍କେୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସମାନଙ୍କେୁ ସହେି ଦେଶର ଫଳ ଦଖାଇେଲେ।

27ପୁଣି ସମାନେେ ବର୍ଣନା କରି ତାହାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭମାନେେ ସଠାେକୁ ୟାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସହେି ଦେଶର ଫଳ।

28ତଥାପି ସହେି ଦେଶ ନିବାସିମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ, ଆହୁରି ଆମ୍ଭମାନେେ ସଠାେରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।

29ଦକ୍ଷିଣ ଦେଶ ରେ ଅମାଲକେ ବାସ କରନ୍ତି, ପର୍ବତମଯ ଦେଶ ରେ ହିତ୍ତୀଯ, ୟିବୁଷୀଯ ଓ ଇ ମାରେୀଯ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ୟର୍ବ୍ଦନ ତୀର ରେ କିଣାନୀଯ ଲୋକମାନେ ବାସକରନ୍ତି।

30କାଲେବ୍ ମାଶାଙ୍କେ ନିକଟରେ ଥିବା ଲୋକମାନଙ୍କୁ କହିଲେ, ଆସ ଆମ୍ଭମାନେେ ଏହାକୁ ଅକ୍ତିଆର କରିବା, ସମାନଙ୍କେୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ୟଥେଷ୍ଟ ବଳ ଅଛି।

Numbers 13 illustration - Numbers Chapter 13

31ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ୟାଇଥିଲେ, ସମାନେେ କହିଲେ, ଆମ୍ଭମାନେେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟାଇ ପାରିବୁ ନାହିଁ। କାରଣ ସମାନେେ ଆମ୍ଭଠାରୁ ଶକ୍ତିଶାଳୀ।

32ଏହିରୂପେ ସମାନେେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇଶ୍ରାୟେଲର ଲୋକମାନଙ୍କ ନିକଟରେ ସହେି ଦେଶର ଅଖ୍ଯାତି କରି କହିଲେ, ଯେଉଁ ଦେଶର ମଧ୍ଯ ଦଇେ ଆମ୍ଭମାନେେ ୟାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭମାନେେ ଯେତେ ଲୋକଙ୍କୁ ସଠାେରେ ଦେଖିଲୁ ସମାନେେ ବଡ ଡେଙ୍ଗା।

33ସଠାେରେ ଆମ୍ଭମାନେେ ଅନାକର ନଫଲିେମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସମାନଙ୍କେ ଦୃଷ୍ଟି ରେ ଆମ୍ଭମାନେେ ଝିଣ୍ଟିକା ପରି ହେଲୁ।

Chapter Complete

You have read Numbers 13

33 verses