Lumina
Numbers

Israel's Sin at Peor

Numbers 25·Oriya Bible

1ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।

2ସମାନଙ୍କେର ଭଣ୍ତ ଦବେତାଙ୍କୁ ବଳିଦବୋ ନିମନ୍ତେ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସମାନେେ ବଳିଦାନ ଭୋଜନ କଲେ ଓ ସମାନଙ୍କେ ଭଣ୍ତ ଦବେତାଗଣଙ୍କୁ ପୂଜା କଲେ।

3ଇଶ୍ରାୟେଲ ନିଜକୁ ବାଲପଯୋରଙ୍କ ସହିତ ଯୋଗ ଦଇେଥିଲେ। ଏଣୁ ସଦାପ୍ରଭୁ ଇଶ୍ରାୟେଲ ସହିତ ବହୁତ କୋରଧ କଲେ।

4ସଦାପ୍ରଭୁ ମାଶାଙ୍କେୁ କହିଲେ, ଲୋକମାନଙ୍କର ସମସ୍ତ ନତେୃବର୍ଗଙ୍କୁ ହତ୍ଯା କର ଏବଂ ସର୍ବସାଧାରଣ ସମ୍ମୁଖ ରେ ସମାନଙ୍କେୁ ଖରା ରେ ଟାଙ୍ଗି ଦିଅ। ତବେେ ସଦାପ୍ରଭୁଙ୍କର କୋରଧ ଇଶ୍ରାୟେଲମାନଙ୍କଠାରୁ ଦୂ ରଇେ ୟିବ।

5ତେଣୁ ମାଶାେ ଇଶ୍ରାୟେଲର ନତେୃବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ପରିବାର ବାଲପିୟୋର ସହିତ ଯୋଗ ଦଇେଥିବା ଲୋକମାନଙ୍କୁ ବାହାର କର ଓ ସମାନଙ୍କେୁ ହତ୍ଯା କର।

Numbers 25 illustration - Numbers Chapter 25

6ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ଜଣେ ମାଶାଙ୍କେର ସମ୍ମୁଖ ରେ ଓ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତ ରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିଯମୀଯା ସ୍ତ୍ରୀ କି ଆଣିଲା। ସେତବେେଳେ ଲୋକମାନେ ସମାଗମ ତମ୍ବୁ ନିକଟରେ ବିଳାପ କରୁଥିଲେ।

7ତେଣୁ ହାରୋଣ ଯାଜକର ପୌତ୍ର, ଇଲିଯାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ଯରୁ ଉଠି ହାତ ରେ ଏକ ବର୍ଚ୍ଛା ନଲୋ।

8ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।

9ତଥାପି ଏହି ମହାମାରୀ ରେ 24 ,000 ଲୋକ ମରିଥିଲେ।

10ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

Numbers 25 illustration - Numbers Chapter 25

11ପୀନହସ ଯାଜକ ହାରୋଣର ନାତି ଏବଂ ଇଲିଯାସରର ପୁତ୍ର ଇଶ୍ରାୟେଲର ଲୋକମାନଙ୍କ ଉପରେ କୋର୍ଧ ଦଖାଇବୋ ପାଇଁ ମାେତେ ଅଟକାଇଲେ। ମାେତେ କୋରଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ ସେଥି ରେ ବ୍ଯତିବ୍ଯସ୍ତ ହାଇଗେଲେ। ତେଣୁ ମୁଁ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ହତ୍ଯା କଲି ନାହିଁ।

12ପୀନହସଙ୍କୁ କୁହ ଯେ, ମୁଁ ତାଙ୍କ ନିକଟରେ ବିଶଷେ ପ୍ରତିଜ୍ଞା କରୁଛି।

13ତହୁଁ ତାପ୍ରତି ଓ ତା ଅନ୍ତେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ବର ନିଯମ ରହିବ। କାରଣ ସେ ଆପଣା ପରମେଶ୍ବରଙ୍କ ପକ୍ଷ ରେ କୋର୍ଧଭାବ ପ୍ରକାଶ କଲା ଓ ଇଶ୍ରାୟେଲ ସନ୍ତାନଗଣ ନିମନ୍ତେ ପ୍ରାଯଶ୍ଚିତ କଲା।

14ଇଶ୍ରାୟେଲର ଯେଉଁ ପୁରୁଷ ମିଦିଯନୀଯ ସ୍ତ୍ରୀ ସହିତ ନିହିତ ହାଇେଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂଶିମିଯୋନ ପରିବାରବର୍ଗର ନତେୃବର୍ଗ ଥିଲେ।

15ପୁଣି ସହେି ମିଦିଯନୀଯା ସ୍ତ୍ରୀଲୋକ ୟିଏ ଇଶ୍ରାୟେଲ ପୁତ୍ର କସବୀ ସହିତ ହତ ହାଇେଥିଲା। ସେ ସୂରର କନ୍ଯା ଥିଲା। ସୂର ମିଦିଯନୀଯ ପରିବାରବର୍ଗର ଏକ ମୁଖ୍ଯ ଥିଲା।

Numbers 25 illustration - Numbers Chapter 25

16ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

17ମିଦିଯନୀଯ ଲୋକମାନେ ତୁମ୍ଭର ଶତୃ ତୁମ୍ଭେ ସମାନଙ୍କେୁ ବଧ କର।

18ସମାନେେ ପିୟୋର ରେ ତୁମ୍ଭକୁ ଠକି ଦେଲେ। ସମାନେେ ମିଦିଯନୀଯ ନେତାର କନ୍ଯା କସବୀ ସହିତ ତୁମ୍ଭକୁ ଠକି ଦଇେଛନ୍ତି। ସହେି ସ୍ତ୍ରୀ ଲୋକଟି ମହାମାରୀ ରେ ନହିତ ହେଲା। ଯାହା ଶିଯୋର ରେ ଘଟିଥିଲା, ତାହା ମହାମାରୀର କାରଣ ଥିଲା।

Chapter Complete

You have read Numbers 25

18 verses