Lumina
Numbers

The Second Census

Numbers 26·Oriya Bible

1ମହାମାରୀ ପରେ, ସଦାପ୍ରଭୁ ମାଶାେ ଓ ହାରୋଣର ପୁତ୍ର ଯାଜକ ଇଲିଯାସରକୁ କହିଲେ,

2ଇଶ୍ରାୟେଲର ପୁରୁଷ ଲୋକମାନଙ୍କ ମଧ୍ଯରୁ ନିଜ ନିଜ ପିତୃଗୃହାନୁସା ରେ କୋଡିଏ ବର୍ଷରୁ ଉର୍ଦ୍ଧ ଲୋକମାନଙ୍କୁ ସୈନ୍ଯ ଶ୍ ରଣେୀଭୁକ୍ତ କରିବାକୁ ଗଣନା କର।

3ମାଶାେ ଓ ଇଲିଯାସର ଯାଜକ ଯିରିହାରେ ନିକଟସ୍ଥିତ ୟର୍ଦ୍ଦନ ସମୀପର ଇଶ୍ରାୟେଲର ଲୋକମାନଙ୍କୁ ମାଯାେବ ପଦା ରେ ଏହା କହିଲେ।

4 ସମାନେେ କହିଲେ, ଯେଉଁ ପୁରୁଷମାନେ କୋଡିଏ ବର୍ଷ କିମ୍ବା ଅଧିକ ତୁମ୍ଭେ ସହେି ସମସ୍ତଙ୍କୁ ଗଣନା କର, ଠିକ୍ ଯେପରି ସଦାପ୍ରଭୁ ମାଶାଙ୍କେୁ ଆଦେଶ କରିଥିଲେ, ଯେତବେେଳେ ଲୋକମାନେ ମିଶରଠାରୁ ବାହାରି ଆସିଲେ।

5ରୁବନେ ଇଶ୍ରାୟେଲ ପ୍ରଥମ ପୁତ୍ର। ରୁବନରେ ପୁତ୍ରଗଣ ଓ ଗୋଷ୍ଠୀଗୁଡିକ ହେଲ, ହାନୋକରୁ ହାନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।

Numbers 26 illustration - Numbers Chapter 26

6ହିଷ୍ରୋଣଠାରୁ ହିଷ୍ରୋଣୀଯ ପରିବାର; କର୍ମ୍ମୀଠାରୁ କର୍ମ୍ମୀଯ ପରିବାର।

7ଏମାନେ ହେଲେ ରୁବନରେ ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ଯା ହେଲା 43 ,730

8ପଲ୍ଲର ସନ୍ତାନ ଇଲୀଯାବ।

9ଆଉ ଇଲୀଯାବର ତିନିପୁତ୍ର ଯଥା: ନମୂଯଲେ, ଦାଥନ୍ ଓ ଅବୀରାମ। କୋରହର ଦଳୀଯ ଲୋକମାନେ ଯେତବେେଳେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ବିବାଦ କଲେ, ସେତବେେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ୟାଇଥିଲେ।

10ସେତବେେଳେ ପୃଥିବୀ ସମାନଙ୍କେୁ ଓ କୋରହକୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହାପରେ ସମାନେେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କତେ ଚିହ୍ନ ସ୍ବରୂପ ଥିଲା।

Numbers 26 illustration - Numbers Chapter 26

11କିନ୍ତୁ କୋରହର ଅନ୍ୟ ପରିବାର ଅନ୍ୟ ଲୋକମାନେ ହତ ହେଲେ ନାହିଁ।

12ଏହି ପୁରୁଷମାନେ ହେଲେଶିମିଯୋନର ପରିବାରବର୍ଗ। ନମୂଯଲଠାରୁେ ନମୂଯଲେୀଯ ଗୋଷ୍ଠୀ ଏବଂ ୟାମୀନଠାରୁ ୟାମୀନୀଯ ଗୋଷ୍ଠୀ ଏବଂ ୟାଖୀନଠାରୁ ୟାଖୀନୀଯ ଗୋଷ୍ଠୀ।

13ସରହଠାରୁେ ସରହେୀଯ ଗୋଷ୍ଠୀ; ଶୌଲଠାରୁ ଶୌଲୀଯ ଗୋଷ୍ଠୀ,

14ଶିମିଯୋନୀଯ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 22,200 ଥିଲା।

15ଗାଦ ପରିବାରବର୍ଗର ଏହି ସନ୍ତାନଗଣ ହେଲେ: ସିଫୋନଠାରୁ ସିଫୋନୀଯ ଗୋଷ୍ଠୀ; ହଗିଠାରୁ ହଗୀଯ ଗୋଷ୍ଠୀ; ଶୂନିଠାରୁ ଶୂନୀଯ ଗୋଷ୍ଠୀ;

Numbers 26 illustration - Numbers Chapter 26

16ଓଷ୍ତିଠାରୁ ଉଷ୍ଟୀଯ ଗୋଷ୍ଠୀ; ଏରିଠାରୁ ଏରୀଯ ଗୋଷ୍ଠୀ।

17ଅରୋଦିଠାରୁ ଅରୋଦୀଯ ଗୋଷ୍ଠୀ; ଅ ରଲିଠାରୁେ ଅ ରେଲୀଯ ଗୋଷ୍ଠୀ;

18ଗାଦ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 40,500ଥିଲେ।

19ଏହିମାନେ ଯିହୁଦା ପରିବାରବର୍ଗର ପୁରୁଷ ଲୋକ ଅଟନ୍ତି: ଶଲୋଠାରୁ ଶଲୋଯୀଯ ଗୋଷ୍ଠୀ, ପରେସଠାରୁ ପରେସୀଯ ଗୋଷ୍ଠୀ;

20ସରହଠାରୁେ ସରହେୀଯ ଗୋଷ୍ଠୀ। ଯିହୁଦାର ଦୁଇପୁତ୍ର ଏର ଓ ଓନନ କିଣାନ ଦେଶ ରେ ହତ୍ଯା କରାୟାଇଥିଲେ।

Numbers 26 illustration - Numbers Chapter 26

21ଏହି ସକଳ ସନ୍ତାନଗଣ ହେଲେ ପରେସ ଗୋଷ୍ଠୀ:ହିଷ୍ରୋଣଠାରୁ ହିଷ୍ରୋଣୀଯ ଗୋଷ୍ଠୀ; ହାମୂଲଠାରୁ ହାମୂଲୀଯ ଗୋଷ୍ଠୀ।

22ଯିହୁଦାର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 76,500 ଥିଲେ।

23ଇଷାଖର ପରିବାରବର୍ଗର ପରିବାରଗୁଡିକ ହେଲେ: ତାେଲୟଠାରୁ ତୋଲଯୀଯ ଗୋଷ୍ଠୀ; ପୂଯଠାରୁ ପୂଯୀଯ ଗୋଷ୍ଠୀ।

24ୟାଶୂବଠାରୁ ୟାଶୁବୀଯ ଗୋଷ୍ଠୀ; ଶିମ୍ରୋଣଠାରୁ ଶିମ୍ରୋଣୀଯ ଗୋଷ୍ଠୀ।

25ଇଷାଖର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 64,300 ଥିଲେ।

Numbers 26 illustration - Numbers Chapter 26

26ସବୁଲୂନ ପରିବାରବର୍ଗର ପରିବାରଗୁଡିକ ହେଲେ: ସରଦେଠାରୁ ସରଦେୀଯ ଗୋଷ୍ଠୀ; ଏଲୋନଠାରୁ ଏଲୋନୀଯ ଗୋଷ୍ଠୀ, ୟହଲଲଠାରୁେ ୟହଲଲେୀଯ ଗୋଷ୍ଠୀ।

27ସବୁଲୂନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 60,500 ହେଲେ।

28ଯୋଷଫଙ୍କେ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରଯିମ। ଏମାନେ ପ୍ରେତ୍ୟକକ ଏକ ଏକ ପରିବାରବର୍ଗ ହେଲେ।

29ମନଃଶି ପରିବାରଗୁଡିକ ହେଲେ: ମାଖୀରଠାରୁ ମାଖୀରୀଯ ଗୋଷ୍ଠୀ ମାଖୀରର ପୁତ୍ର ଗିଲିଯଦ, ଗିଲିଯଦଠାରୁ ଗିଲିଯଦୀଯ ଗୋଷ୍ଠୀ।

30ଗିଲିଯଦ ପରିବାରବର୍ଗ ହେଲେ: ଈଯଷେରଠାରୁ ଈଯେଷ୍ରୀଯ ଗୋଷ୍ଠୀ; ହେଲକଠାରୁ ହେଲକୀଯ ଗୋଷ୍ଠୀ:

Numbers 26 illustration - Numbers Chapter 26

31ଅସ୍ରୀଯଲଠାରୁେ ଅସ୍ରୀଯଲେୀଯ ଗୋଷ୍ଠୀ; ଶେଖମଠାରୁ ଶେଖମୀଯ ଗୋଷ୍ଠୀ;

32ଶମୀଦଠାରୁ ଶମୀଦାଯୀଯ ଗୋଷ୍ଠୀ; ହଫରଠାରୁେ ହଫରେୀଯ ଗୋଷ୍ଠୀ।

33ସହେି ହଫରେର ପୁତ୍ର ସଲଫାଦର ପୁତ୍ର ନ ଥିଲା, କବଳେ ପାଞ୍ଚଟି କନ୍ଯା ଥିଲା। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତିର୍ସା

34ମନଃଶି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 52,700 ଥିଲେ।

35ଇଫ୍ରଯିମ ପରିବାରବର୍ଗର ଗୋଷ୍ଠୀଗୁଡିକ ହେଲେ: ଶୂଥଲହଠାରୁ ଶୂଥଲହୀଯ ଗୋଷ୍ଠୀ, ବେଖରଠାରୁ ବେଖ୍ରୀଯ ଗୋଷ୍ଠୀ, ତହନଠାରୁ ତହନୀଯ ଗୋଷ୍ଠୀ।

Numbers 26 illustration - Numbers Chapter 26

36ଏମାନେ ଶୂଥଲହର ବଂଶଧର ଥିଲେ। ଏରଣଠାରୁ ଏରଣୀଯ ଗୋଷ୍ଠୀ।

37ଇଫ୍ରଯିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 32,500 ଥିଲେ। ଏମାନେ ସମାନଙ୍କେର ନିଜ ନିଜ ବଂଶ ଅନୁସାରେ ଯୋଷଫେର ସନ୍ତାନ।

38ବାନ୍ଯାମୀନର ପରିବାରବର୍ଗ ହେଲେ: ବଲୋଠାରୁ ବଲୋଯୀଯ ଗୋଷ୍ଠୀ; ଅସବଲଠାରୁେ ଅସବଲେୀଯ ଗୋଷ୍ଠୀ ଏବଂ ଅହୀରାମଠାରୁ ଅହୀରାମୀଯ ଗୋଷ୍ଠୀ।

39ଶୂଫମ୍ଠାରୁ ଶୂଫମୀଯ ଗୋଷ୍ଠୀବର୍ଗ; ହୂଫମଠାରୁ ହୂଫମୀଯ ଗୋଷ୍ଠୀ।

40ବଲୋର ସନ୍ତାନ ଅର୍ଦ ଓ ନାମାନ ହେଲେ: ଅର୍ଦଠାରୁ ଅର୍ଦୀଯ ଗୋଷ୍ଠୀ; ନାମାନଠାରୁ ନାମାନୀଯ ଗୋଷ୍ଠୀ।

Numbers 26 illustration - Numbers Chapter 26

41ବିନ୍ଯାମୀନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 45,600 ଥିଲେ।

42ଦାନ ପରିବାରବର୍ଗର ପରିବାରଗୁଡିକ ହେଲେ: ଶୂହମଠାରୁ ଶୂହମୀଯ ଗୋଷ୍ଠୀ,

43ଶୂହମୀଯ ଗୋଷ୍ଠୀରୁ ଦାନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା ହେଲେ 64,400

44ଆଶରେ ପରିବାରବର୍ଗର ପରିବାରଗୁଡିକ ହେଲେ: ୟିମ୍ନଠାରୁ ୟିମ୍ନୀଯ ଗୋଷ୍ଠୀ; ୟିସବିଠାରୁ ୟିସବୀଯ ଗୋଷ୍ଠୀ; ବରିଯଠାରୁ ବରିଯୀଯ ଗୋଷ୍ଠୀ।

45ବରିଯର ପରିବାରଗୁଡିକ ହେଲେ ଏହିମାନେ: ହବରଠାରୁେ ହବରେୀଯ ଗୋଷ୍ଠୀ; ମଲକୀଯଲଠାରୁେ ମଲକୀଯଲେୀଯ ଗୋଷ୍ଠୀ।

Numbers 26 illustration - Numbers Chapter 26

46ଆଶରରେ ମଧ୍ଯ ଏକ କନ୍ଯା ଥିଲା, ତା'ର ନାମ ସାରହ।

47ଆଶରରେ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା ଥିଲା 53400

48ପରିବାରବର୍ଗ ଅନୁସାରେ ନପ୍ତାଲି ପରିବାରଗୁଡିକ ହେଲେ: ୟହସୀଯଲଠାରୁେ ୟହସୀଯଲେୀଯ ଗୋଷ୍ଠୀ; ଗୂନିଠାରୁ ଗୂନୀଯ ଗୋଷ୍ଠୀ।

49ଯେତ୍ସରଠାରୁ ଯେତ୍ସରୀଯ ଗୋଷ୍ଠୀ, ଶିଲ୍ଲମଠାରୁେ ଶିଲ୍ଲମେୀଯ ଗୋଷ୍ଠୀ।

50ନପ୍ତାଲି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 45,400 ଥିଲା।

Numbers 26 illustration - Numbers Chapter 26

51ଇଶ୍ରାୟେଲୀୟ ପୁରୁଷମାନଙ୍କ ସଂଖ୍ଯା 6,01,730 ଥିଲା।

52ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

53ନାମ ସଂଖ୍ଯା ଅନୁସାରେ ସମାନଙ୍କେ ମଧିଅରେ ଅଧିକାର ପାଇଁ ଦେଶ ବିଭକ୍ତ ହବେ।

54ଯାହାର ବଡ ଗୋଷ୍ଠୀ ତାକୁ ଅଧିକ ଭୂମି ଦବେ ଓ ଯାହାର େଛାଟ ଗୋଷ୍ଠୀ ତାକୁ ଅଳ୍ପ ଭୂମି ଦବେ। ପ୍ରେତ୍ୟକକ ଗୋଷ୍ଠୀକୁ ତା'ର ଆକାର ଅନୁସାରେ ଭୂମି ଦିଆୟିବା ଉଚିତ୍।

55ତୁମ୍ଭେ ଗୁଳାବାଣ୍ଟ ଦ୍ବାରା ଦେଶ ଭାଗ କରିବା ଉଚିତ୍। ସମାନେେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।

Numbers 26 illustration - Numbers Chapter 26

56ଉଭୟ େଛାଟ ଓ ବଡ ଗୋଷ୍ଠୀଗଣ ଲୋକସଂଖ୍ଯା ଅନୁସାରେ ଗୁଳାବାଣ୍ଟ କରି ସମାନଙ୍କେର ଭୂମି ନିର୍ଦ୍ଧାରଣ କରାୟିବା ଉଚିତ୍।

57ସମାନେେ ମଧ୍ଯ ଲବେୀର ପରିବାରବର୍ଗଙ୍କୁ ଗଣନା କଲେ। ଲବେୀୟ ପରିବାରବର୍ଗଗୁଡିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀଯ ଗୋଷ୍ଠୀ; କାହାତଠାରୁ କାହାତୀଯ ଗୋଷ୍ଠୀ; ମରାରିଠାରୁ ସରାରୀଯ ଗୋଷ୍ଠୀ।

58ଏହିସବୁ ଗୋଷ୍ଠୀଗୁଡିକ ମଧ୍ଯ ଲବେୀୟ ପରିବାରବର୍ଗର ଅର୍ନ୍ତଭୁକ୍ତ ଅଟେ। ଲିବନୀଯ ଗୋଷ୍ଠୀ, ହିବ୍ରୋଣୀଯ ଗୋଷ୍ଠୀ, ମହଲୀଯ ଗୋଷ୍ଠୀ, ମୂଶୀଯ ଗୋଷ୍ଠୀ ଏବଂ କୋରହୀଯ ଗୋଷ୍ଠୀ।

59ସହେି ଅମ୍ରମର ସ୍ତ୍ରୀ ୟୋକବଦେ । ସେ ମିଶର ଦେଶ ରେ ଲବେୀର ପରିବାରବର୍ଗରୁ ଜନ୍ମ ହାଇେ ଥିଲା। ଅମ୍ରମ ଔରସ ରେ ୟୋକବଦଠାରୁେ ମାଶାେ, ହାରୋଣ ଓ ସମାନଙ୍କେର ଭଉଣୀ ମରିଯମ ଜନ୍ମ ହାଇେଥିଲେ।

60ହାରୋଣଠାରୁ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର ଜନ୍ମ ହେଲେ।

Numbers 26 illustration - Numbers Chapter 26

61କିନ୍ତୁ ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖ ରେ ମୃତ୍ଯୁବରଣ କଲେ, ଯେତବେେଳେ ସମାନେେ ଅଗ୍ନି ଅର୍ପଣ କଲେ ଓ ତାହା ଗୃହିତ ହାଇେ ନାହିଁ।

62ଲବେୀୟମାନଙ୍କର ସମୁଦାଯ ଏକ ମାସର ପୁରୁଷ ଓ ବଯଜେଷ୍ଠ ସଂଖ୍ଯା 23,000 ହେଲା। କିନ୍ତୁ ସମାନଙ୍କେୁ ଇଶ୍ରାୟେଲର ଲୋକ ବୋଲି ଗଣନା କରାଗଲା ନାହିଁ କାରଣ ଇଶ୍ରାୟେଲର ଲୋକମାନଙ୍କର ପରି ସମାନଙ୍କେୁ ଭୂମି ଦିଆଗଲା ନାହିଁ।

63ଯିରୀହାେ ନିକଟସ୍ଥ ୟର୍ଦ୍ଦନ ସୀମାର ମାୟୋବ ପଦା ରେ ଇଶ୍ରାୟେଲର ଲୋକମାନଙ୍କୁ ମାଶାେ ଓ ଯାଜକ ଇଲିଯାସର ଗଣନା କଲେ।

64ମାତ୍ର ସୀନଯ ମରୁଭୂମିରେ ଇଶ୍ରାୟେଲ ଲୋକମାନଙ୍କର ଗଣନାକାରୀ ମାଶାେ ଓ ହାରୋଣ ଯାଜକ ଦ୍ବାରା ଯେଉଁମାନେ ଗଣିତ ହାଇେଥିଲେ, ସମାନଙ୍କେ ମଧ୍ଯରୁ ଜଣେ ଏମାନଙ୍କ ମଧିଅରେ ନ ଥିଲା। ସହେି ଲୋକମାନେ ସମସ୍ତେ ମୃତ୍ଯୁବରଣ କରିଥିଲେ।

65କାରଣ ସଦାପ୍ରଭୁ ସମାନଙ୍କେ ବିଷଯ ରେ କହିଥିଲେ ଯେ, ସମାନେେ ଅବଶ୍ଯ ଏହି ମରୁଭୂମିରେ ମରିବେ। କବଳେ ସମାନଙ୍କେ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।

Chapter Complete

You have read Numbers 26

65 verses