Lumina
Numbers

The Daughters of Zelophehad; Joshua Chosen

Numbers 27·Oriya Bible

1ଯୋଷଫଙ୍କେ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର , ମାଖୀରର ପ୍ରପୌତ୍ର ଗିଲିଯଦ, ଗିଲିଯଦର ପୌତ୍ର ହଫରେ ଓ ହଫରେର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚଟି କନ୍ଯା ଥିଲେ। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତର୍ସା।

2ଏହି ପାଞ୍ଚଜଣ ମାଶାେ, ଇଲିଯାସର ଯାଜକ, ଅଧିପତି ଓସମସ୍ତ ମଣ୍ତଳୀ ସମ୍ମୁଖ ରେ ସମାଗମ ତମ୍ବୁ ଦ୍ବାର ରେ ଠିଆ ହାଇେ କହିଲେ,

3ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ଯୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ଯୁବରଣ କଲେ। ସହେିମାନଙ୍କ ମଧ୍ଯରୁ ଜଣେ ନଥିଲେ, ଯେଉଁମାନେ କୋରହ ଦଳ ରେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନତେୃତ୍ବ ନଇେଥିଲେ। ତାଙ୍କର ପୁତ୍ର ନଥିଲା।

4ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇୟିବ, ଯେ ହତେୁ ତାଙ୍କର କୌଣସି ପୁତ୍ର ନଥିଲେ। ତେଣୁ ଆମ୍ଭ ପିତୃବଂଶୀଯ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।

5ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଇଁ ନିବଦନେ କଲେ।

Numbers 27 illustration - Numbers Chapter 27

6ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

7ସଲଫାଦର କନ୍ଯାଗଣ ଯଥାର୍ଥ ଅଛନ୍ତି। ତୁମ୍ଭେ ସମାନଙ୍କେ ପିତୃବଂଶୀଯ ଭାତୃଗଣ ମଧିଅରେ ଅବଶ୍ଯ ସମାନଙ୍କେୁ ପୈତୃକ ଅଧିକାର ଦବେ। ତେଣୁ ସମାନଙ୍କେୁ ତାହା ଦିଅ, ଯାହା ସମାନଙ୍କେର ପିତା ପାଇଥାନ୍ତେ।

8ଆଉ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଏହି ବିଧି ପ୍ରଚଳନ କର, 'ଯଦି କୌଣସି ଲୋକର ପୁତ୍ର ନଥାଇ ମୃତ୍ଯୁବରଣ କରେ, ତବେେ ତାହାର ଅଧିକାର ତା'ର କନ୍ଯା ଗ୍ରହଣ କରିବ।

9ଯଦି ତାହାର କନ୍ଯା ବା ପୁତ୍ର ନଥାଏ ତବେେ ତାହାର ଅଧିକାର ତାହାର ଭାଇମାନଙ୍କୁ ଦବେ।

10ପୁଣି ଯଦି ତାହାର ଭାଇ ନଥାଏ ତବେେ ତାହାର ଅଧିକାର ତା'ର ପିତାର ଭାଇମାନଙ୍କୁ ଦବେ।

Numbers 27 illustration - Numbers Chapter 27

11ଆଉ ଯବେେ ତା'ର ପିତାର ଭାଇମାନେ ନଥାନ୍ତି, ତବେେ ତାହାର ପରିବାର ମଧ୍ଯରୁ ଏବଂ ନିକଟ ସଂପର୍କୀଯ ଜ୍ଞାତିକୁ ତାହାର ଅଧିକାର ଦବେ। ଏହା ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବିଚାରବିଧି ହବେ। ଆଉ ସଦାପ୍ରଭୁ ମାଶାଙ୍କେୁ ଏହି ଆଜ୍ଞା ହେଲେ।'

12ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, ୟର୍ବ୍ଦନ ନଦୀର ପୂର୍ବ ରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛୁ ତାହା ନିରୀକ୍ଷଣ କର।

13ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ଯ ତୁମ୍ଭେ ମଧ୍ଯ ତୁମ୍ଭ ପୁର୍ବପୁରୁଷଗଣ ନିକଟକୁ ୟିବ।

14ମନେ ପକାଅ, ଯେତବେେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କୋର୍ଧିତ ହେଲେ, ତୁମ୍ଭେ ଓ ହାରୋଣ ମାରେ ଆଜ୍ଞା ଅମାନ୍ଯ କଲ। ତୁମ୍ଭମାନେେ ମାରେ ପବିତ୍ରତାକୁ ଲୋକଙ୍କ ସମ୍ମୁଖ ରେ ସମ୍ମାନ କଲ ନାହିଁ। (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧିଅରେ ଘଟଣା କ୍ରମେ ହବେ।)

15ଅନନ୍ତର ମାଶାେ ସଦାପ୍ରଭୁଙ୍କୁ କହିଲେ,

Numbers 27 illustration - Numbers Chapter 27

16ସଦାପ୍ରଭୁ ପ୍ରେତ୍ୟକକ ପ୍ରାଣୀସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନଯ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିୟୁକ୍ତ କରନ୍ତୁ।

17ମୁଁ ତୁମ୍ଭଙ୍କୁ ବିନଯ କରୁଛ ଏକ ପ୍ରତିନିଧି ବାଛିବାକୁ, ୟିଏ ସମାନଙ୍କେୁ ଆଗଇେ ନବେ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହିପ୍ରକା ରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମଷେପଲ ତୁଲ୍ଯ ହବେେ ନାହିଁ।

18ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, ନୂନର ପୁତ୍ର ଯିହାଶୂେୟକୁ ନିଅ, ସେ ଉପୟୁକ୍ତତା ବ୍ଯକ୍ତି ଅଟେ, ପୁଣି ତୁମ୍ଭେ ତାଙ୍କ ଉପରେ ନିଅ।

19ଆଉ ସମସ୍ତ ମଣ୍ତଳୀ ଓ ଯାଜକ ଇଲିଯାସ ସମ୍ମୁଖ ରେ ତାହାଙ୍କୁ ଉପସ୍ଥିତ କରାଅ ଓ ତାଙ୍କୁ ତା'ର ଆଦେଶ ଦିଅ।

20ତାଙ୍କୁ ତୁମ୍ଭେ ଆପଣାର କିଛି ଅଧିକାର ଦିଅ ଯେପରି ସମସ୍ତ ଇଶ୍ରାୟେଲର ଲୋକମାନେ ତାଙ୍କୁ ମାନିବେ।

Numbers 27 illustration - Numbers Chapter 27

21ପୁଣି ସେ ଇଲିଯାସର ଯାଜକ ସମ୍ମୁଖ ରେ ଠିଆ ହବେ, ଇଲିଯାସର ତାହା ପାଇଁ ଊରୀମର ବିଚାର ଦ୍ବାରା ସଦାପ୍ରଭିଙ୍କ ସମ୍ମୁଖ ରେ ସେ ପଚାରିବ; ତବେେ ସମୁଦାଯ ମଣ୍ତଳୀ 'ବାହାରକୁ ଯିବେ'ଓ ତାଙ୍କର ଆଜ୍ଞା ଅନୁସାରେ ଆସିବେ।

22ଏଥି ରେ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପ୍ରେତ୍ୟକକ କର୍ମ କଲେ; ସେ ଯିହାଶୂେୟଙ୍କୁ ଯାଜକ ଇଲିଯାସର ସମ୍ମୁଖ ରେ ଓ ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖ ରେ ଉପସ୍ଥିତ କରାଇଲେ।

23ପୁଣି ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି ସଦାପ୍ରଭୁ ମାଶାଙ୍କେ ହାତ ରେ ଯରେୂପ କହିଥିଲେ, ସେ ରୂପ ସେ ତାହାଙ୍କୁ ଆଜ୍ଞା ଦେଲେ।

Chapter Complete

You have read Numbers 27

23 verses