Lumina
Proverbs

Pride and Humility

Proverbs 16·Oriya Bible

1ମନୁଷ୍ଯ କଳ୍ପନା କରେ। କିନ୍ତୁ ନିର୍ଣ୍ଣଯ ସଦାପ୍ରଭୁଙ୍କ ପାଖରୁ ଆ ସେ।

2ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।

3ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।

4ସଦାପ୍ରଭୁ ପ୍ରେତ୍ୟକକ ବିଷଯକୁ ତହିଁର ନିଜ ଉଦ୍ଦେଶ୍ଯ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଚାର ରେ ଦୁଷ୍ଟମାନେ ବିନାଶ ହବେେ।

5ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।

Proverbs 16 illustration - Proverbs Chapter 16

6ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।

7ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।

8ଅନ୍ଯାଯ ରେ ପ୍ରଚୁର ରୋଜଗାର, ଧାର୍ମିକତା ରେ ଅଳ୍ପ ରୋଜଗାର ହିଁ ଭଲ ଅଟେ।

9ମନୁଷ୍ଯର ମନ ଆପଣାର ପଥ ବିଷଯ ରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଚାଲିବାକୁ ନିର୍ଦ୍ଦେଶ କରନ୍ତି।

10ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।

Proverbs 16 illustration - Proverbs Chapter 16

11ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।

12କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।

13ଧର୍ମୟୁକ୍ତ କଥା ରାଜାଙ୍କ ପାଇଁ ତୁଷ୍ଟିକର। ସମାନେେ ଯଥାର୍ଥ କରନ୍ତି ଯେଉଁମାନେ ପ୍ ରମେ କରନ୍ତି।

14ରାଜାଙ୍କର କୋରଧ ମୃତ୍ଯୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।

15ରାଜାର ପ୍ରସନ୍ନ ବଦନ ରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶଷେ ବର୍ଷାର ମେଘସ୍ବରୂପ।

Proverbs 16 illustration - Proverbs Chapter 16

16ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।

17ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।

18ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।

19ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ଯ ଭାଗ କରିବା ଅପେକ୍ଷା ଦରିଦ୍ରତାର ସହିତ ନମ୍ର ହବୋ ଭଲ।

20ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କରେ, ସେ ସାଫଲ୍ଯ ଅର୍ଜନ କରେ। ପୁଣି ସହେି ଲୋକ ଧନ୍ଯ ଯେ ସଦାପ୍ରଭୁଙ୍କଠା ରେ ନିର୍ଭର କରେ।

Proverbs 16 illustration - Proverbs Chapter 16

21କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣିପାରିବେ। ବାକ୍ଯର ମିଷ୍ଟତା ପାଣ୍ଡିତ୍ଯ ବଢ଼ାଏ।

22ସଦବୁଦ୍ଧି ପାଇଥିବା ଲୋକ ଜୀବନର ଝର ସ୍ବରୂପ ଅଟେ। ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।

23ଜ୍ଞାନବାନର ହୃଦଯ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ଯ ପାଣ୍ଡିତ୍ଯ ବଢ଼ାଏ।

24ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।

25ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।

Proverbs 16 illustration - Proverbs Chapter 16

26ପରିଶ୍ରମକାତର କ୍ଷୁଧା ତାକୁ ପରିଶ୍ରମ କରିବାକୁ ବାଧ୍ଯ କରେ। ତା'ର ଭୋକିଲା ପାଟି କଠିନ ପରିଶ୍ରମ ପାଇଁ ଅଭିୟାନ କରନ୍ତି।

27ପାପାଧାମ ଲୋକ ଅନିଷ୍ଟ କଳ୍ପନା କରେ। ଏବଂ ତାହାର ବାକ୍ଯଗୁଡ଼ିକ ଅଗ୍ନିପରି ଜଳେ।

28କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।

29ଅତ୍ଯାଚାରୀ ଆପଣା ମିତ୍ରଗଣକୁ ଭୁଲିୟାଏ। ଏବଂ ପ୍ରତିବେଶୀକୁ କୁପଥରେ କଢ଼ାଇ ନିଏ।

30ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷଯ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧ ରେ, ମନ୍ଦକର୍ମ ସିଦ୍ଧ କରୁଥାଏ।

Proverbs 16 illustration - Proverbs Chapter 16

31ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।

32ଯେ କୋରଧ ରେ ଧୀର, ସେ ବୀର ଅପେକ୍ଷା ଶ୍ ରେଷ୍ଠ। ପୁଣି ଯେ ଆପଣା ଆତ୍ମା ଉପ ରେ କତ୍ତୃର୍ତ୍ବ କରେ, ସେ ନଗର ବିଜଯୀଠାରୁ ଭଲ।

33ନିଷ୍ପତ୍ତି ପାଇଁ ଗୁଳିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆ ସେ।

Chapter Complete

You have read Proverbs 16

33 verses