Lumina
Proverbs

A Father's Instruction

Proverbs 4·Oriya Bible

1ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।

2କାହିଁକି ? କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମାରେ ଆଦେଶ ପରିତ୍ଯାଗ କର ନାହିଁ।

3ଏକଦା ମୁଁ ମଧ୍ଯ ମାରେ ପିତାଙ୍କର ଗୋଟିଏ ପୁତ୍ର ଥିଲି। ମୁଁ ମାେ ମାଆଙ୍କର ସୁକୁମାର ଏବଂ ଏକ ବଳ ପୁତ୍ର ଥିଲି।

4ମାରେ ପିତା ମାେତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମାେତେ କହିଲେ, ମାରେ କଥାସବୁ ମନରେଖ, ମାରେ ଆଜ୍ଞା ମାନ ତୁମ୍ଭେ ବଞ୍ଚିବ।

5ଜ୍ଞାନ ଅର୍ଜନ କର, ସୁବିବଚେନା ଲାଭ ତହିଁରେ କର। ତାହା ଭୁଲ ନୁହେଁ, ମାେ ମୁଖରୁ ନିର୍ଗତ ବାକ୍ଯକୁ ବିମୁଖ କର ନାହିଁ।

Proverbs 4 illustration - Proverbs Chapter 4

6ଜ୍ଞାନଠାରୁ ଦୂ ରଇେ ୟାଅ ନାହିଁ। ଜ୍ଞାନ ତୁମ୍ଭକୁ ସହାୟ ହବେ। ଜ୍ଞାନକୁ ଭଲ ପାଅ। ଜ୍ଞାନ ତୁମ୍ଭକୁ ନିରାପଦ ରେ ରଖିବ।

7ଜ୍ଞାନ ହେଉଛି ସର୍ବଶ୍ ରେଷ୍ଠ ବିଷଯ, ଏଣୁ ଜ୍ଞାନ ଲାଭ କର। ତୁମ୍ଭର ସମସ୍ତ ଲାଭ ମଧିଅରେ ସୁବିବଚେନା ଲାଭ କର।

8ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତବେେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦବେ।

9ଜ୍ଞାନ ତୁମ୍ଭ ମସ୍ତକରେ ଅନୁଗ୍ରହରୂପକ ମୁକୁଟ ପିନ୍ଧାଇ ଦବେ। ସେ ତୁମ୍ଭକୁ ଶାେଭାର ମୁକୁଟ ଅର୍ପଣ କରିବ।

10ହେ ମାରେ ପୁତ୍ର, ମାରେକଥା ଶୁଣ, ମାରେ କଥାମାନ ଗ୍ରହଣ କର, ତହିଁରେ ତୁମ୍ଭେ ଦୀର୍ଘାଯୁ ହବେ।

Proverbs 4 illustration - Proverbs Chapter 4

11ମୁଁ ତୁମ୍ଭକୁ ଜ୍ଞାନ ମାର୍ଗ ରେ ପରିଚାଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।

12ତୁମ୍ଭେ ଗଲା ବେଳେ ତୁମ୍ଭର ପାଦ ଫାନ୍ଦ ରେ ପଡ଼ିବ ନାହିଁ, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟି ପଡ଼ିବ ନାହିଁ।

13ଉପଦେଶମାନ ଦୃଢ଼ତା ରେ ଗ୍ରହଣ କର। ତାହାକୁ ପରିତ୍ଯାଗ କର ନାହିଁ। ଏହା ଉପ ରେ ନଜର ରଖ, କାରଣ ତାହା ତୁମ୍ଭର ଜୀବନ।

14ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସମାନଙ୍କେ ପରି ବାସ କର ନାହିଁ। ସମାନଙ୍କେ ପରି ହବୋକୁ ଚେଷ୍ଟା କର ନାହିଁ।

15ସମାନଙ୍କେ ପଥରୁ ଦୂ ରଇେ ରୁହ, ତହିଁର ନିକଟକୁ ୟାଅ ନାହିଁ। ତହିଁରୁ ବିମୁଖ ହାଇେ ଚାଲିୟାଅ।

Proverbs 4 illustration - Proverbs Chapter 4

16ମନ୍ଦ ଲୋକମାନେ ମନ୍ଦକାର୍ୟ୍ଯ ନ କଲା ପର୍ୟ୍ଯନ୍ତ ସମାନଙ୍କେୁ ନିଦ ହୁଏ ନାହିଁ। ଯଦି ସମାନେେ କାହାକୁ ଆଘାତ ନ କରନ୍ତି, ସମାନେେ ଶଯନ କରିବେ ନାହିଁ।

17ମନ୍ଦ କି ଅସତ୍ଯ କାମ କରିବା ସମାନଙ୍କେର ଖାଦ୍ୟ ଓ ପାନୀଯ ! ଏହା ବ୍ଯତୀତ ସମାନେେ ବଞ୍ଚିପାରିବେ ନାହିଁ।

18ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,

19କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।

20ହେ ମାରେ ପୁତ୍ର, ତୁମ୍ଭେ ମାରେ ବାକ୍ଯ ପ୍ରତି ଆକୃଷ୍ଟ ହୁଅ। ତୁମ୍ଭେ କର୍ଣ୍ଣ ଦଇେ ମାେ କଥା ଶୁଣ।

Proverbs 4 illustration - Proverbs Chapter 4

21ମାରେ ବାକ୍ଯ ପ୍ରତି ବିମୁଖ ହୁଅ ନାହିଁ। ମାରେ ବାକ୍ଯସବୁ ସର୍ବଦା ସ୍ମରଣ କର।

22ମାରେ ବାକ୍ଯ ଯେଉଁମାନେ ଗ୍ରହଣ କରନ୍ତି, ସମାନେେ ଧନ୍ଯ। ସମାନେେ ସ୍ବଚ୍ଛତା ଦ୍ବାରା ଅଙ୍ଗକୁ ସ୍ବାସ୍ଥ୍ଯ ପ୍ରଦାନ କରନ୍ତି।

23ତୁମ୍ଭର ହୃଦଯକୁ ଅତି ଯତ୍ନର ସହ ପରିଚାଳିତ କର। ଯେ ହତେୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।

24ତୁମ୍ଭର ମୁଖରୁ ଅସତ୍ଯ ବାକ୍ଯ ବାହାରି ନ ଆସୁ। ମିଥ୍ଯା କୁହ ନାହିଁ।

25ଲକ୍ଷ୍ଯସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ବଯକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।

Proverbs 4 illustration - Proverbs Chapter 4

26ଧାର୍ମିକଠାରୁ ତୁମ୍ଭକୁ ଦୂ ରଇେ ନିଅ ନାହିଁ। ଜ୍ଞାନଠାରୁ ଦୂ ରଇେ ୟାଅ ନାହିଁ।

27ସଳଖପଥ ପରିତ୍ଯାଗ କର ନାହିଁ, ଯେଉଁ ପଥ ଉତ୍ତମ ଏବଂ ଠିକ୍। କିନ୍ତୁ ସର୍ବଦା ଅଧର୍ମଠାରୁ ଦୂର ରେ ରୁହ।

Chapter Complete

You have read Proverbs 4

27 verses