Lumina
Psalms

Give Thanks Unto the LORD

Psalms 107·Oriya Bible

1ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।

2ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।

3ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରୀତ କଲେ। ସେ ସମାନଙ୍କେୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରୀତ କଲେ।

4ସମାନଙ୍କେ ମଧ୍ଯରୁ କେତକେ ଶୁଷ୍କ ମରୁଭୂମିରେ ଏଣତେଣେେ ଭ୍ରମଣ କଲେ। ସମାନେେ ସହରରେ ବାସ କରିବାକୁ ଏକ ସ୍ଥାନ ଖାଜେୁଥିଲେ, ସମାନେେ ପାଇଲେ ନାହିଁ।

5ସମାନେେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ ଏବଂ ସମାନେେ ଦୁର୍ବଳ ହାଇୟୋଇଥିଲେ।

Psalms 107 illustration - Psalms Chapter 107

6ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ତାଙ୍କୁ ସହେି ବିପଦରୁ ମୁକ୍ତ କଲେ।

7ପରମେଶ୍ବର ସମାନଙ୍କେୁ ବସତି ନଗରକୁ ଆଗଇେ ନଲେେ, ଯେଉଁଠାରେ ସମାନେେ ବାସ କରିପାରିବେ।

8ସମାନେେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ଯବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

9କାରଣ ପରମେଶ୍ବର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି। କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ବର ପୂର୍ଣ୍ଣ କରିଛନ୍ତି।

10ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।

Psalms 107 illustration - Psalms Chapter 107

11କାହିଁକି ? କାରଣ ସମାନେେ ପରମେଶ୍ବରଙ୍କ ବାକ୍ଯର ବିରୁଦ୍ଧାଚରଣ କଲେ। ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଉପଦେଶକୁ ମାନିବାକୁ ମନା କଲେ।

12ପରମେଶ୍ବର ସମାନଙ୍କେୁ ନମ୍ର କରଇବୋ ପାଇଁ ଅସୁବିଧାର ସମ୍ମୁଖୀନ କଲେ। ସମାନେେ ପତିତ ହେଲେ ଓ ସାହାୟ୍ଯ କରିବାକୁ କହେି ନ ଥିଲେ।

13ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ସମାନଙ୍କେୁ ବିପଦରୁ ରକ୍ଷା କଲେ।

14ପରମେଶ୍ବର ସମାନଙ୍କେୁ ଅନ୍ଧକାର ଓ ମୃତ୍ଯୁ ଛାଯାରୁ ସମାନଙ୍କେୁ ବାହାର କରି ଆଣିଲେ ଓ ସମାନଙ୍କେ ବନ୍ଧନ ଛଦନେ କଲେ।

15ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।

Psalms 107 illustration - Psalms Chapter 107

16ପରମେଶ୍ବର ପିତ୍ତଳ ଫାଟକକୁ ଭାଙ୍ଗି ଦଇପୋରିବେ। ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରିପାରିବେ।

17କେତକେ ମୂର୍ଖ ହାଇଗେଲେ କାରଣ ସମାନଙ୍କେର ନିଜର ପାପ ୟୋଗୁଁ ଏବଂ ସମାନେେ ଅଧର୍ମାଚରଣ କଲେ।

18ସହେି ଲୋକମାନେ ବହୁତ ରୁଗ୍ଣ ଥିଲେ। ଖାଦ୍ୟ ପରିତ୍ଯାଗ କରିଥିଲେ। ସମାନେେ ପ୍ରାଯ ମୃତବତ୍ ରହିଥିଲେ।

19ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ସେ ସମାନଙ୍କେ ଦୁର୍ଦ୍ଦଶାରୁ ସମାନଙ୍କେୁ ମୁକ୍ତ କଲେ।

20ପରମେଶ୍ବର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସମାନଙ୍କେୁ ମୁକ୍ତ କଲେ।

Psalms 107 illustration - Psalms Chapter 107

21ସଦାପ୍ରଭୁଙ୍କୁ ତାଙ୍କର ସ୍ନହପେୂର୍ଣ୍ଣ କରୁଣା ନିମନ୍ତେ ଧନ୍ଯବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି।

22ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

23କେତକେ ଲୋକ ସମାନଙ୍କେର କାର୍ୟ୍ଯ ପାଇଁ ନେ ୗକାରେ ସମୁଦ୍ର ପାର ହୁଅନ୍ତି।

24ସମାନେେ ସଦାପ୍ରଭୁଙ୍କର କାର୍ୟ୍ଯ ଓ ସମୁଦ୍ର ଜଳରେ ତାଙ୍କର ଅଦଦ୍ଭୁତ କାର୍ୟ୍ଯ ଦେଖନ୍ତି।

25ପରମେଶ୍ବର ଆଜ୍ଞା କଲେ ଏବଂ ପ୍ରବଳ ବାଯୁ ଉଠି ଆସିଲା। ଢ଼େଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।

Psalms 107 illustration - Psalms Chapter 107

26ସମାନେେ ସହେି ଢ଼େଉରେ ଆକାଶକୁ ଉଠିଲେ ଓ ଏହାପରେ ଜଳଗର୍ଭକୁ ଖସିଲେ। ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ୟେ, ସମାନେେ ସମାନଙ୍କେର ସାହସ ହରାଇଲେ।

27ସମାନେେ ମତ୍ତଲୋକ ପରି ଏକଡ଼ ସକେଡ଼ ଦୋହଲନ୍ତି। ଏବଂ ସମାନଙ୍କେର ବୁଦ୍ଧି ହଜିୟାଏ।

28ତବେେ ସମାନେେ ଆପଣା ସଙ୍କଟ ସମଯରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ବର ସମାନଙ୍କେୁ ସଙ୍କଟରୁ ଉଦ୍ଧାର କଲେ।

29ପରମେଶ୍ବର ବତାସକୁ ସ୍ଥିର କଲେ ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।

30ସମୁଦ୍ର ଶାନ୍ତ ହାଇଗେଲା ବୋଲି ନାବିକମାନେ ଖୁସି ହେଲେ, କାରଣ ସମାନେେ ଯେଉଁଠାକୁ ୟିବାକୁ ଚାହିଁଥିଲେ ପରମେଶ୍ବର ତାଙ୍କୁ ପୋତାଶଯକୁ ନିରାପଦରେ ଆଗଇେ ନଲେେ।

Psalms 107 illustration - Psalms Chapter 107

31ସମାନେେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ଯବାଦ କର, ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।

32ଲୋକମାନଙ୍କ ମହାସଭାରେ ପରମେଶ୍ବରଙ୍କର ପ୍ରଶଂସା କରିବା ଉଚିତ୍ ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।

33ପରମେଶ୍ବର ନଦନଦୀକୁ ମରୁଭୂମିରେ ପରିଣତ କରିପାରିବେ ଏବଂ ଝରଣାର ଜଳ ସୋର୍ତକୁ ବନ୍ଦ କରିପାରନ୍ତି।

34ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।

35କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।

Psalms 107 illustration - Psalms Chapter 107

36ପରମେଶ୍ବର କ୍ଷୁଧାର୍ତ୍ତ ଲୋକମାନଙ୍କୁ ଉର୍ବର ଭୂମିକୁ ଆଗଇେ ନିଅନ୍ତି। ଏବଂ ସଠାେରେ ସମାନେେ ତାଙ୍କର ରହିବା ପାଇଁ ନୂତନ ସହର ସୃଷ୍ଟି କରନ୍ତି।

37ସହେି ଲୋକମାନେ ସମାନଙ୍କେର ଜମିରେ ବୀଜ ରୋପଣ କଲେ ଓ ସମାନେେ ଦ୍ରାକ୍ଷାଲତା ଲଗଇେଲେ ଏବଂ ଭଲ ଫସଲ ଅମଳ କରିପାରନ୍ତି।

38ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କରନ୍ତି। ତହିଁରେ ସମାନେେ ଅତିଶଯ ବୃଦ୍ଧି ପାନ୍ତି। ଏବଂ ସମାନଙ୍କେର ବହୁତ ପଶୁପଲ ଊଣା ହୁଅନ୍ତି ନାହିଁ।

39ଯେତବେେଳେ ପରମେଶ୍ବରଙ୍କର ଲୋକମାନେ େଛାଟ ହାଇଗେଲେ ଏବଂ ଅତ୍ଯାଚାର, ଅସୁବିଧା ଏବଂ ଦୁଃଖ ଯୋଗୁଁ ଅପମାନିତ ହେଲେ।

40ପରମେଶ୍ବର ସମାନଙ୍କେର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ଯାଚାର କରିଥିଲେ। ପୁଣି ସମାନଙ୍କେୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।

Psalms 107 illustration - Psalms Chapter 107

41କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।

42ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେଲେ ଏବଂ ଦୁଷ୍ଟ ଲୋକମାନେ କ'ଣ କହିବା କଥା ତାହା ଜାଣନ୍ତି ନାହିଁ।

43ୟେ ଜ୍ଞାନବାନ୍, ସେ ଏହିସବୁ ବିଷଯରେ ମନୟୋଗ କରିବେ। ପୁଣି ସେ ପରମେଶ୍ବରଙ୍କର ପ୍ରକୃତ କରୁଣା ପ୍ରମେକୁ ସେ ବୁଝିବା ଉଚିତ୍।

Chapter Complete

You have read Psalms 107

43 verses