Lumina
Psalms

How Long, O LORD?

Psalms 13·Oriya Bible

1ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।

2ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।

3ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

4ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।

5ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।

Psalms 13 illustration - Psalms Chapter 13

6ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।

Chapter Complete

You have read Psalms 13

6 verses