Lumina
Psalms

A Weaned Child

Psalms 131·Oriya Bible

1ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।

2ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା’ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

3ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।

Chapter Complete

You have read Psalms 131

3 verses