Lumina
Psalms

How Good and Pleasant

Psalms 133·Oriya Bible

1ଏହା କଡ଼େେ ଭଲ ଓ ବଡ଼ ଆନନ୍ଦର କଥା ଯେତବେେଳେ ସବୁ ଭାଇମାନେ ଏକତ୍ର ଜୀବନୟାପନ କରନ୍ତି।

2ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ଯ ତୈଳ ସ୍ବରୂପ ୟାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।

3ଏହା ହର୍ମୋଣ ପର୍ବତରୁ ସିଯୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ଯ। ସହେିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦଇେଛନ୍ତି।

Chapter Complete

You have read Psalms 133

3 verses