Lumina
Psalms

Bless Ye the LORD

Psalms 134·Oriya Bible

1ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!

2ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।

3ସ୍ବର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା, ସିଯୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।

Chapter Complete

You have read Psalms 134

3 verses