Lumina
Psalms

His Mercy Endureth For Ever

Psalms 136·Oriya Bible

1ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମଯ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

2ଦବେତାମାନଙ୍କର ଦବେତାର ପ୍ରଶଂସା କର। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

3ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

4ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

5ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Psalms 136 illustration - Psalms Chapter 136

6ପରମେଶ୍ବର ୟେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

7ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

8ପରମେଶ୍ବର ଦିବସରେ କତ୍ତୃର୍ତ୍ବ କରିବା ପାଇଁ ସୂର୍ୟ୍ଯକୁ ସୃଷ୍ଟି କଲେ, ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

9ପରମେଶ୍ବର ରାତ୍ରିରେ କତ୍ତୃର୍ତ୍ବ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

10ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Psalms 136 illustration - Psalms Chapter 136

11ପରମେଶ୍ବର ମିଶର ମଧ୍ଯରୁ ଇଶ୍ରାୟେଲକୁ ବାହାର କରି ଆଣିଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

12ପରମେଶ୍ବର ତାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦଖାଇେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

13ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ।

14ପରମେଶ୍ବର ଇଶ୍ରାୟେଲକୁ ଏଥି ମଧ୍ୟରେ ଗମନ କରାଇଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

15ପରମେଶ୍ବର ଫାରୋ ସ ତାହାର ସୈନ୍ଯଗଣଙ୍କୁ ସୁଫ ସାଗରରେ ବୁଡ଼ାଇ ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Psalms 136 illustration - Psalms Chapter 136

16ପରମେଶ୍ବର ମରୁଭୂମି ଦଇେ ଆପଣା ଲୋକମାନଙ୍କୁ ଆଗଇେ ନଲେେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

17ପରମେଶ୍ବର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

18ପରମେଶ୍ବର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

19ପରମେଶ୍ବର ଇ ମାରେୀଯମାନଙ୍କର ରାଜା ସୀହାନକେୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

20ପରମେଶ୍ବର ବାଶନର ରାଜା ଓଗକୁ ପରାସ୍ତ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Psalms 136 illustration - Psalms Chapter 136

21ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

22ପରମେଶ୍ବର ସହେି ଭୂମିକୁ ଇଶ୍ରାୟେଲଙ୍କୁ ଦାନ କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

23ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

24ପରମେଶ୍ବର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

25ପରମେଶ୍ବର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ୟୋଗାନ୍ତି। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Psalms 136 illustration - Psalms Chapter 136

26ସ୍ବର୍ଗର ପରମେଶ୍ବରଙ୍କ ପ୍ରଶଂସା କର !ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

Chapter Complete

You have read Psalms 136

26 verses