Lumina
Psalms

Hear My Prayer

Psalms 143·Oriya Bible

1ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ।

2ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।

3ଶତ୍ରୁଗଣ ମାେ ପଛରେ ଗୋଡ଼ାଉଛନ୍ତି। ସମାନେେ ମାେ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସମାନେେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ଯ କରୁଛନ୍ତି।

4ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।

5ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।

Psalms 143 illustration - Psalms Chapter 143

6ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।

7ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।

8ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।

9ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମାରେ ଶତ୍ରୁମାନଙ୍କ କବଳରୁ ମାେତେ ରକ୍ଷା କର।

10ତୁମ୍ଭେ କ'ଣ ମାେ ପାଇଁ କରିବାକୁ ଚାହଁ ତାହା ମାେତେ ଦଖାେଅ ? ତୁମ୍ଭେ ମାରେ ପରମେଶ୍ବର, ତୁମ୍ଭର ଆତ୍ମା ମାେତେ ଭୂମି ସ୍ତରରେ ଆଗଇେ ନେଉା

Psalms 143 illustration - Psalms Chapter 143

11ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର।

12ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦ୍ବାରା ମାରେ ଶତ୍ରୁମାନଙ୍କୁ ପରାସ୍ତ କର। ଯେଉଁମାନେ ମାେତେ ହତ୍ଯା କରିବାକୁ ଚାହୁଁଛନ୍ତି, ସମାନଙ୍କେୁ ଧ୍ବଂସ କର। କାରଣ ମୁଁ ତୁମ୍ଭର ସବେକ ଅଟେ।

Chapter Complete

You have read Psalms 143

12 verses