Lumina
Psalms

Plea for Mercy in Distress

Psalms 6·Oriya Bible

1ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।

2ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି।

3ମାରେ ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମାେତେ ସୁସ୍ଥ କରିବ।

4ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।

5ମୃତ ଲୋକମାନେ ତୁମ୍ଭକୁ ସମାନଙ୍କେର କବରରେ କବେେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମାେତେ ରକ୍ଷା କର।

Psalms 6 illustration - Psalms Chapter 6

6ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମାରେ ବିଛଣା ମାରେ ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।

7ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

8ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।

9ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି।

10ମାରେ ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ଯାକୁଳ ହବେେ। ଓ ସମାନେେ ସମନ୍ତେ ଲଜ୍ଜିତ ହାଇେ ଏ ସ୍ଥାନ ପରିତ୍ଯାଗ କରିବେ।

Chapter Complete

You have read Psalms 6

10 verses