Lumina
Psalms

Until I Entered the Sanctuary

Psalms 73·Oriya Bible

1ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।

2କିନ୍ତୁ ମାେ ଅନୁସାରେ, ମାରେ ପାଦ ପ୍ରାଯ ଖସିଗଲା। ମାରେ ବିଶ୍ବାସ ପ୍ରାଯ ହରାଇଲି।

3ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।

4ସହେି ଲୋକମାନଙ୍କୁ ସୁସ୍ଥ ହାଇେ ବଞ୍ଚିବାକୁ କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।

5ସହେି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସମାନେେ ଅନ୍ୟ ମନୁଷ୍ଯମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।

Psalms 73 illustration - Psalms Chapter 73

6ସମାନେେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀଯ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦଖାୟୋନ୍ତି।

7ସମାନେେ ୟାହା ଚାହାଁନ୍ତି ତାହା କରନ୍ତି। ୟଦି ସମାନେେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସମାନେେ ତାକୁ ୟେ କୌଣସି ପ୍ରକାରେ ହାସଲ କରିଥାନ୍ତି।

8ସମାନେେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସମାନଙ୍କେ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସମାନେେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସମାନେେ ଧମକ ଦିଅନ୍ତି ୟେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।

9ସହେି ଗର୍ବୀ ଲୋକମାନେ ନିଜକୁ ଦବେତା ବୋଲି ଭାବନ୍ତି। ସମାନେେ ଭାବନ୍ତି ସମାନେେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।

10ଏପରିକି ଧାର୍ମିକ ଲୋକମାନେ ସମାନଙ୍କେ ପ୍ରତି ଆକୃଷ୍ଟ ହୁଅନ୍ତି, ସମାନେେ ୟାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।

Psalms 73 illustration - Psalms Chapter 73

11ସହେି ଦୁଷ୍ଟ ଲୋକମାନେ କହନ୍ତି, ପରମେଶ୍ବର ଜାଣି ନାହାଁନ୍ତି ଆମ୍ଭେ ୟାହା କରୁଛୁ। ସର୍ବୋପରିସ୍ଥ ପରମେଶ୍ବର ଏହା ଜାଣନ୍ତି ନାହିଁ!

12ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।

13କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି ? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି ?

14ପରମେଶ୍ବର, ମୁଁ ଦିନୟାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମାେତେ ଶାସ୍ତି ଦେଉଅଛ।

15ହେ ପରମେଶ୍ବର, ମୁଁ ଅନ୍ୟମାନଙ୍କୁ ଏ ବିଷଯରେ କହିବା ପାଇଁ ଚାହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ବାସଘାତକତା ହାଇେଥାନ୍ତା।

Psalms 73 illustration - Psalms Chapter 73

16ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି, କିନ୍ତୁ ଏହା ବୁଝିବା ମାେ ପାଇଁ ଅତି କଷ୍ଟକର ଥିଲା।

17ଶଷେରେ, ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଗଲି ଓ ସମାନଙ୍କେ ପ୍ରତି କ'ଣ ଘଟିବ ବୁଝି ପାରିଲି।

18ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।

19ହଠାତ୍ ସମାନେେ ଧ୍ବଂସରେ ପଡ଼ିୟାନ୍ତି। ସମାନେେ ଭୟଙ୍କର ଘଟଣାରେ ଲୋପ ପାଇଲେ।

20ହେ ସଦାପ୍ରଭୁ, ସହେି ଲୋକମାନେ ରାତ୍ରିର ସ୍ବପ୍ନ ପରି, ୟାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ। ତୁମ୍ଭେ ଏପରି ଲୋକଙ୍କୁ ସ୍ବପ୍ନରେ ଦେଖିଥିବା ରାକ୍ଷସ ପରି ଅଦୃଶ୍ଯ କରିଦିଅ।

Psalms 73 illustration - Psalms Chapter 73

21ମୁଁ ନିର୍ବୋଧ ଥିଲି, ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷଯରେ ଚିନ୍ତା କରି ବ୍ଯାକୁଳିତ ହଲିେ।

22ପରମେଶ୍ବର ମୁଁ ତୁମ୍ଭ ଉପରେ ରାଗି ନିର୍ ବୋଧ ପଶୁ ପରି ବ୍ଯବହାର କରିଛି।

23ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ବର, ତୁମ୍ଭେ ମାରେ ଦକ୍ଷିଣ ହସ୍ତ ଧରି ସାହାରା ଦଇେଅଛ।

24ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।

25ହେ ପରମେଶ୍ବର, ସ୍ବର୍ଗରେ ତୁମ୍ଭ ବିନା ମାରେ ଆଉ କହେି ନାହିଁ କାରଣ ତୁମ୍ଭେ ମାେ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।

Psalms 73 illustration - Psalms Chapter 73

26ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।

27ହେ ପରମେଶ୍ବର, ୟେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହବେ। ତୁମ୍ଭେ ସହେି ଲୋକମାନଙ୍କୁ ଧ୍ବଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।

28ପରମେଶ୍ବରଙ୍କର ନିକଟବର୍ତ୍ତୀ ହବୋରେ ମାରେ ମଙ୍ଗଳ। ସଦାପ୍ରଭୁ ମାରେ ପ୍ରଭୁ, ହଁ ମାରେ ସୁରକ୍ଷାର ଦୁର୍ଗ। ହେ ପରମେଶ୍ବର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।

Chapter Complete

You have read Psalms 73

28 verses